ହାଇଟେକ୍ ମେଡ଼ିକାଲ ବିସ୍ଫୋରଣ ଘଟଣାରେ ମୃତଦେହ ଚିହ୍ନଟ ଦ୍ୱନ୍ଦ୍ୱ ନେଇ ତୁମ୍ବିତୋଫାନ ପରେ ନିଜ ଉପରୁ ଦୋଷ ଛଡ଼ାଇଛନ୍ତି ମେଡିକାଲ କର୍ତ୍ତୃପକ୍ଷ ।
ହାଇଟେକ୍ ବିସ୍ଫୋରଣ ଘଟଣାକୁ ନେଇ ମେଡିକାଲରେ ଉତ୍ତେଜନା । ମୃତଦେହ ଚିହ୍ନଟ ପ୍ରକ୍ରିୟାକୁ ନେଇ ଜ୍ୟୋତି ମଲ୍ଲିକଙ୍କ ପରିବାର ଲୋକ ପ୍ରଶ୍ନ ଉଠାଇଛନ୍ତି ।
ଜୀବିତ ଅଛନ୍ତି ଦିଲ୍ଲୀପ ସାମନ୍ତରାୟ । ହାଇଟେକ୍ ମେଡ଼ିକାଲ ବିସ୍ଫୋରଣ ଘଟଣାରେ ପ୍ରେସମିଟ୍ । ମୃତ୍ୟୁକୁ ନେଇ ଦ୍ୱନ୍ଦ୍ୱ ଘଟଣାରେ ପ୍ରେସମିଟ କରି କହିଲେ ମେଡ଼ିକାଲ କର୍ତ୍ତୃପକ୍ଷ । ଦିଲ୍ଲୀପ ସାମନ୍ତରାୟ ଜୀବିତ ଅଛନ୍ତି ବୋଲି ସୂଚନା ।
ଜୱାଦକୁ ନେଇ ପାରାଦୀପ ବନ୍ଦର ପକ୍ଷରୁ ବ୍ୟାପକ ପ୍ରସ୍ତୁତି । ବନ୍ଦରର ନିକଟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲାଯାଇଛି । ୫ଟି ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖାଯାଇଛି ।