• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Awas Scheme

କୁଡ଼ିଆରେ ପହଞ୍ଚି ଦେଲେ ଆବାସ ଭରସା
Awas Yojana: ସରକାରୀ ଅଧିକାରୀଙ୍କ ସହ ଆସିଲେ ମନ୍ତ୍ରୀ, ବୁଲି ବୁଲି କଲେ ଆବାସ ଯୋଜନାର ସର୍ଭେ

ସରକାରୀ ଅଧିକାରୀଙ୍କ ସହ ମନ୍ତ୍ରୀ ଆସିଲେ...ବୁଲି ବୁଲି ଜରିପାଲ-ନଡ଼ିଆପତ୍ର ତାଟିରେ ଢଙ୍କା ଭଙ୍ଗା କୁଡ଼ିଆ ସବୁ ଦେଖିଲେ...ଗରିବ ପରିବାର ମୁଣ୍ଡରେ ନିଶ୍ଚିତ ଛାତ ଘରର ସ୍ବପ୍ନ ବୁଣି ଆବାସ ସର୍ଭେରେ ସାମିଲ୍ କଲେ...।

Sarpanch’s husband
ଦାଦାଗିରି ଦେଖାଉଛନ୍ତି ସରପଂଚଙ୍କ ସ୍ୱାମୀ : ୧୫ ହଜାର ଦେଲେ ମିଳିବ ଘର

ସରପଂଚଙ୍କ ସ୍ୱାମୀଙ୍କ ଗୁଣ୍ଡାରାଜ୍‌ । ହିତାଧିକାରୀ ତାଲିକାରେ ନା ଥିବା ପରେ ବି ରାଗ ରଖି କାଟି ଦେଉଛନ୍ତି ନା । ପଚାରିବାରୁ କହୁଛନ୍ତି, ତୁମେ ମତେ ଭୋଟ୍‌ ଦେଇନ, ଘର ମିଳିବନି । କ୍ୟାମେରା ଦେଖି ଧାଉଁଛନ୍ତି ବିଡିଓ

 Awas scheme
ବାବୁ ୩୦ ବର୍ଷ ହେଲା ଧାଉଁଛୁ : ଘର କେବେ ପାଇବୁ?

ଆବାସ ଘର ଖଣ୍ଡିଏ ଲାଗି ୩୦ ବର୍ଷ ହେଲା ଧାଉଁଛନ୍ତି ହେଲେ ପାଉନାହାନ୍ତି । କେତେବେଳେ ସାପ ତ ଆଉ କେତେବେଳେ ଘରେ ପଶୁଛନ୍ତି ବେଙ୍ଗ । ନିଜ ନାଁରେ ଢିହ ଖଣ୍ଡେ ନଥିବାରୁ ନାହିଁନଥିବା ଅସୁବିଧାର ସାମ୍ନା କରୁଛନ୍ତି ଏମାନେ

Prithiviraj harichandan
ଆବାସ ଅନିୟମିତତା ନେଇ ପୁଣି ରାଜ୍ୟ ସରକାରଙ୍କୁ BJPର ସମାଲୋଚନା, କହିଲା କେବେ ମିଳିବ ଘର ?

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାହୁଁଛନ୍ତି ରାଜ୍ୟରେ ସମସ୍ତେ ପକ୍କା ଘର ପାଆନ୍ତୁ । ଓଡ଼ିଶା ପାଇଁ କେନ୍ଦ୍ର ସରକାର ୮ ଲକ୍ଷ ୧୭ ହଜାର ଘର ଆଲର୍ଟ କରିଛନ୍ତି ।

Special Story | Keonjhar - Rejected Home Under Awas Scheme, Woman Runs For Sarpanch
୧୦ ବର୍ଷ ହେଲାଣି ଦୌଡ଼ି ଦୌଡ଼ି ଘର ଖଣ୍ଡିଏ ପାଇଲେନି, ଏବେ ନିଜେ ସରପଂଚ ପ୍ରାର୍ଥୀ ହେଲେ। କହିଲେ...

ଖଣ୍ଡିଏ ଘର ପାଇଁ ସରପଂଚଙ୍କ ପାଖକୁ ୧୦ ବର୍ଷ ଦୌଡ଼ି ଦୌଡ଼ି ହତାସ ହେଲେ। କିନ୍ତୁ ଘର ଖଣ୍ଡିଏ ପାଇଲେନି....ଆଉ ସେହି ଜିଦ୍‌ରେ ଏବେ ନିଜେ ପଂଚାୟତ ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି ଦେବଶ୍ରୀ। କହୁଛନ୍ତି, ମୁଁ ସରପଂଚ ହେବି...ଲୋକଙ୍କ ସମସ୍ୟା ଦୂର କରିବି