• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ayushman Bharat

ଆୟୁଷ୍ମାନ ଭାରତକୁ କ୍ୟାବିନେଟ୍‌ ମଞ୍ଜୁରୀ
Ayushman Bharat: ଆୟୁଷ୍ମାନ ଭାରତକୁ ମିଳିଲା କ୍ୟାବିନେଟ ମଞ୍ଜୁରି, ଉପକୃତ ହେବେ ୩ କୋଟି ୪୬ ଲକ୍ଷ ଲୋକ

୭୦ ବର୍ଷରୁ ଅଧିକ ବ୍ୟକ୍ତିଙ୍କ ପାଇଁ ଆୟୁଷ୍ମାନ ବୟୋ-ବନ୍ଦନା ଲାଗୁ କରାଯିବ । ତେବେ ରାଜ୍ୟର ସବୁ ସରକାରୀ ଡାକ୍ତରଖାନାରେ ସମସ୍ତ ନାଗରିକମାନଙ୍କ ପାଇଁ ଦେୟମୁକ୍ତ ଚିକିତ୍ସା ବର୍ତ୍ତମାନ ଭଳି ଜାରି ରହିବ ।

Ayushman Yojana
ଏପ୍ରିଲ ପହିଲାରୁ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଉପକୃତ ହେବାକୁ ଥିବା ବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ ।

Ayushman Yojana
Ayushman Bharat Scheme: ଏପ୍ରିଲ ପହିଲାରୁ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଉପକୃତ ହେବାକୁ ଥିବା ବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ । ସେହିପରି ୭୦ ବର୍ଷ ବୟସରୁ ଅଧିକ ବୟସର ଲୋକମାନଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ସାମିଲ କରାଯିବ । ସୂଚନା ଅନୁଯାୟୀ ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ଲୋକଙ୍କ ସଂଖ୍ୟା ୨୩,୧୨,୯୭୯ । ତେବେ ଏମାନଙ୍କ ମଧ୍ୟରୁ ପ୍ରାୟ ୧୭ ଲକ୍ଷ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସାମିଲ ଥିବାରୁ ଅଧିକ ୬ ଲକ୍ଷ ହିତାଧିକାରୀ ଏହି ଯୋଜନାରେ ଯୋଡ଼ିହେବେ ।

ଛପା ଚାଲିଛି ଆୟୁଷ୍ମାନ କାର୍ଡ
Ayushman Bharat Yojana: ଛପା ଚାଲିଛି ଆୟୁଷ୍ମାନ କାର୍ଡ, ଖୁବ୍‌ଶୀଘ୍ର ରାଜ୍ୟରେ ହେବ ଲାଗୁ

ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ଆୟୁଷ୍ମାନ ଭାରତ ସହ ଆଇଟି ଇଣ୍ଟିଗ୍ରେସନ ପ୍ରକ୍ରିୟା ଚାଲିଛି । ଚଳିତ ମାସ ଶେଷ ଆଡ଼କୁ ଆୟୁଷ୍ମାନ ଭାରତ କାର୍ଡ କାର୍ଯ୍ୟକାରୀ ହୋଇପାରେ ।

ଆସିଲା ଆୟୁଷ୍ମାନ, ବିଦାୟ BSKY
Ayushman Bharat: BSKYକୁ ବିଦାୟ, ଏଣିକି ଓଡ଼ିଶାରେ ଆୟୁଷ୍ମାନ ଭାରତରେ ସ୍ୱାସ୍ଥ୍ୟସେବା

ଓଡ଼ିଶାକୁ ମିଳିଲା ବହୁ ପ୍ରତୀକ୍ଷିତ ଆୟୁଷ୍ମାନ ଭାରତ ଯୋଜନା। ଖୁବ୍ ଶୀଘ୍ର BSKY ବଦଳରେ ମିଳିବ ନୂଆ କାର୍ଡ। ଦିଲ୍ଲୀରେ କେନ୍ଦ୍ର ଏବଂ ରାଜ୍ୟ ଭିତରେ ସ୍ବାକ୍ଷର ହେଲା MOU ।

ଆୟୁଷ୍ମାନ ପାଇଁ MoU ସ୍ୱାକ୍ଷର
Ayushman Bharat Scheme: ଆୟୁଷ୍ମାନ ଭାରତ ଯୋଜନା ପାଇଁ MoU ସ୍ୱାକ୍ଷର, ଉପକୃତ ହେବେ ସାଢ଼େ ୩ କୋଟି ଲୋକ

ଆଜି କେନ୍ଦ୍ର ଓ ରାଜ୍ୟ ସରକାର ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ, ଆଜି ଓଡ଼ିଶା ପାଇଁ ଐତିହାସିକ ଦିନ ।

MoU On Ayushman Bharat Scheme
Ayushman Bharat: ଖୁବଶୀଘ୍ର ଓଡ଼ିଶାରେ ଆୟୁଷ୍ମାନ ଭାରତ; MoU ସ୍ୱାକ୍ଷର ପାଇଁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ

ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ୨୯ ହଜାର ୬୪୮ ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାତ୍ର ୯୫୭ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ମିଳୁଥିଲା। ଆୟୁଷ୍ମାନ ଭାରତରେ ୧୯ଶହ ୪୯ ପ୍ରକାର ମେଡିକାଲ ସେବା ସହ ମେଡିକାଲରୁ ଡିସାର୍ଜ ହେବା ପରର ୧୫ ଦିନ ପର୍ଯ୍ୟନ୍ତ ମଧ୍ୟ ମେଡିସିନ ସୁବିଧା ରହିଛି।

ଆଭା କହିଦେବ ହେଲ୍‌ଥ ହିଷ୍ଟ୍ରି
Video: ପୁଳା ପୁଳା ପ୍ରେସକ୍ରିପସନରୁ ମୁକ୍ତି ଦେବ ‘ଆଭା’ କାର୍ଡ

ମାଳ ମାଳ ପ୍ରେସକ୍ରିପସନ୍ ଝମେଲାରୁ ମିଳିବ ମୁକ୍ତି । ଗୋଟିଏ କାର୍ଡରେ ରହିବ ରୋଗୀଙ୍କ ସମସ୍ତ ତଥ୍ୟ । ରାଜ୍ୟ ସରକାର ଲାଗୁ କରିବାକୁ ଯାଉଛନ୍ତି ଆଭା କାର୍ଡ ବ୍ୟବସ୍ଥା ।

ଆଭା କହିଦେବ ହେଲ୍‌ଥ ହିଷ୍ଟ୍ରି
ABHA: ପୁଳା ପୁଳା ପ୍ରେସକ୍ରିପସନରୁ ମୁକ୍ତି ଦେବ ‘ଆଭା’ କାର୍ଡ, ସ୍କାନ କଲେ ଜାଣିହେବ ପୂର୍ବ ରୋଗର ବିସ୍ତୃତ ତଥ୍ୟ

ମାଳ ମାଳ ପ୍ରେସକ୍ରିପସନ୍ ଝମେଲାରୁ ମିଳିବ ମୁକ୍ତି । ଗୋଟିଏ କାର୍ଡରେ ରହିବ ରୋଗୀଙ୍କ ସମସ୍ତ ତଥ୍ୟ । ରାଜ୍ୟ ସରକାର ଲାଗୁ କରିବାକୁ ଯାଉଛନ୍ତି ଆଭା କାର୍ଡ ବ୍ୟବସ୍ଥା ।

ମହିଳାଙ୍କୁ ମିଳିବ ୧୦ ଲକ୍ଷର ବୀମା
Ayushman Bharat: ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଘୋଷଣା...ମହିଳାଙ୍କୁ ମିଳିବ ୧୦ ଲକ୍ଷର ବୀମା

ଆୟୁଷ୍ମାନ ଭାରତରେ ମହିଳାଙ୍କୁ ୧୦ ଲକ୍ଷର ବୀମା ସୁବିଧା ମିଳିବ । ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

Ayushman Bharat Yojana
ଫେବ୍ରୁଆରୀରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା

ଫେବ୍ରୁଆରୀରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ରାଜ୍ୟର ସାଢ଼େ ୩ କୋଟି ସଦସ୍ୟଙ୍କୁ ସାମିଲ୍ ନେଇ ସରକାରଙ୍କ ଲକ୍ଷ୍ୟ । ସ୍ୱାସ୍ଥ୍ୟବିଭାଗର ଗାଇଡ୍ ଲାଇନ୍ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ଦେଶବ୍ୟାପୀ ୨୯ ହଜାରରୁ ଅଧିକ ମେଡିକାଲରୁ ସ୍ୱାସ୍ଥ୍ୟସେବା ପାଇବେ ହିତାଧିକାରୀ ।

Ayushman Bharat Yojana
Ayushman Bharat Yojana: ଫେବ୍ରୁଆରୀରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ; ସାମିଲ୍ ହେବେ ସାଢ଼େ ୩ କୋଟି ଲୋକ

ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ୨୯ ହଜାର ୬୪୮ ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାତ୍ର ୯୫୭ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ମିଳୁଥିଲା। ଆୟୁଷ୍ମାନ ଭାରତରେ ୧୯ଶହ ୪୯ ପ୍ରକାର ମେଡିକାଲ ସେବା ସହ ମେଡିକାଲରୁ ଡିସାର୍ଜ ହେବା ପରର ୧୫ ଦିନ ପର୍ଯ୍ୟନ୍ତ ମଧ୍ୟ ମେଡିସିନ ସୁବିଧା ରହିଛି।

Ayushman Bharat Yojana
କାଲିଠୁ ସାରା ଭାରତରେ ଲାଗୁ ହେବ ଆୟୁଷ୍ମାନ ଭାରତ ୭୦+; ନୂଆ କାର୍ଡରେ ରହିବ ୨୭ ହଜାର ହସ୍ପିଟାଲର ସୁବିଧା

ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ଲୋକ ଏହାର ସୁବିଧା ପାଇବେ । ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସମସ୍ତଙ୍କୁ କାର୍ଡ ଇସ୍ୟୁ କରାଯିବ । 

Ayushman Bharat
'ଆୟୁଷ୍ମାନ-ଗୋପବନ୍ଧୁ ପାଇଁ ଗୋଟିଏ କାର୍ଡ, ଚଳିତ ବର୍ଷରୁ ହେବ ଲାଗୁ'

ଅଧିକାଂଶ ସମୟରେ ଶରୀର ସୁସ୍ଥ ରହୁନି, ଚିକିତ୍ସା ପାଇଁ ଅର୍ଥ ଘୋର ବାଧକ ସାଜୁଛି ।

Health Insurance Scheme
ଆପଣଙ୍କ ବୟସ ୭୦ରୁ ଅଧିକ; କେମିତି ପାଇବେ ସ୍ୱାସ୍ଥ୍ୟ ବୀମା ଯୋଜନାର ଲାଭ ? ଜାଣନ୍ତୁ...

୭୦ ବର୍ଷରୁ ଅଧିକ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ ଭାରତ ଯୋଜନାର (AB PM-JAY) ଲାଭ । ତେବେ ଏହି ଯୋଜନା କଣ ? କେମିତି ପାଇବେ ଲାଭ ? ଆସନ୍ତୁ ଜାଣିବା...

Ayushman Bharat coverage could be doubled
ଦୁଇ ଗୁଣା ହେବ ଆୟୁଷ୍ମାନ ଭାରତ ବୀମା ରାଶି ! ବଜେଟ୍‌ରେ ହୋଇପାରେ ବଡ଼ ଘୋଷଣା

ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ ଆକଳନ ଅନୁଯାୟୀ ଯଦି ଏହି ପ୍ରସ୍ତାବ ଅନୁମୋଦିତ ହୁଏ ତେବେ ବାର୍ଷିକ ଅତିରିକ୍ତ ୧୨୦୭୬ କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ । ସୂତ୍ରରୁ ମିଳିଥିବା ଖବର ଅନୁୟାୟୀ, ଆଗାମୀ ତିନି ବର୍ଷ ମଧ୍ୟରେ AB-PMJAY ଅଧୀନରେ ହିତାଧିକାରୀଙ୍କ ସଂଖ୍ୟାକୁ ଦ୍ୱିଗୁଣିତ କରିବାକୁ ଆଲୋଚନା ହେଉଛି।

Manmohan Samal
‘ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଯୋଜନା, ବିଜେପି ଯାହା କହିଥିଲା ତାହା କରିବ’

ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ ହେବ । ଆଜି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ବିଜେପି ସରକାର ଶପଥ ନେବା ପରେ ଆୟୁଷ୍ମାନ ଯୋଜନାକୁ ଲାଗୁ କରାଯିବ।

Ayushman Bharat
ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଲାଗୁ ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

ଆୟୁଷ୍ମାନ ଭାରତ ଯୋଜନା କେନ୍ଦ୍ର ସରକାରଙ୍କ ଯୋଜନା ହୋଇଥିବାରୁ ଦେଶର ଯେକୌଣସି ସ୍ଥାନରେ ଓଡିଶାବାସୀ ମାଗଣା ସ୍ୱାସ୍ଥ୍ୟ ସେବା ପାଇପାରିବେ ବୋଲି ସମୀର ନିଜ ଆବେଦନରେ ଉଲ୍ଲେଖ କରିଛନ୍ତି।

Ayushman-BSKY
ପୁଣି ତେଜିଲା ‘କିଏ ଭଲ’ ରାଜନୀତି ? BSKY ନା ଆୟୁଷ୍ମାନ ?

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନେଇ ଘରୋଇ ମେଡିକାଲରେ ବ୍ୟାପକ ଦୁର୍ନୀତି କଥା ଉଠାଇ, ଏ ଯୋଜନାର ସ୍ୱଚ୍ଛତା ଉପରେ ପ୍ରଶ୍ନ ଉଠାଇଛି ବିଜେପି ।