ସାରା ଦେଶରେ ଅନେକ ଚାଷୀ ରହିଛନ୍ତି । ହେଲେ ଆଜି ଆମେ ଏଭଳି ଏକ ଚାଷୀ କଥା କହୁଛୁ, ଯିଏ ବି-ଟେକ ପାଠ ପଢି ସାରିଲା ପରେ ଏଲଆନ୍ଟି ଭଳି କଂପାନୀର ଚାକିରି ଛାଡି ଗାଁକୁ ଆସି ଚାଷ କାମରେ ମାତିଛନ୍ତି । ଆଜି ସେ ଚାଷ କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ।
ବିଟେକ୍ ପାଠ ପଢ଼ିଥିଲେ। କିନ୍ତୁ ଏ ଚାକିରି-ମହଙ୍ଗା ଯୁଗରେ ସେ ଆଉ ଚାକିରି ପଛରେ ନଗୋଡ଼େଇ ନୂଆ କିଛି କରି ପଇସା ରୋଜଗାର କରିବାକୁ ଉପାୟ କଲେ। ଶେଷରେ ଫୁଲଚାଷ କରି ସେ ଏବେ ଲକ୍ଷପତି। ଏ ଭିଡିଓ ଦେଖି ଆଜିକାଲିର ଯୁବକଯୁବତୀ, ରୋଜଗାର କରିବାର ଉପାୟଟି ତାଙ୍କଠାରୁ ଶିଖି ପାରିବେ।
ସୁଚିନ୍ତିତ ହତ୍ୟାକାଣ୍ଡ ଅଭିଯୋଗ ଆଣି ବର୍ଷିଲେ ମହିଳାଙ୍କ ଭାଇ
୧୮ ବର୍ଷୀୟ ପ୍ରଭୁଦତ୍ତ ସତରେ କମାଲ୍ କରି ଦେଖାଇଛନ୍ତି। ଲକଡାଉନ୍ ବେଳେ ସେ ନିଜ ସାଇକେଲକୁ ବୁଦ୍ଧି ଖର୍ଚ୍ଚ କରି ଇ-ସାଇକେଲ କରିଦେଲେ। ଖୁବ୍ ଅଳ୍ପ ଟଙ୍କା ଦରକାର ଏଥିପାଇଁ। ଥରଟିଏ ଚାର୍ଜ ହେଲେ ଯାଉଛି ୩୫ କମି। ବାଟରେ ଯଦି ଚାର୍ଜ ସରିଗଲା ତେବେ ଚିନ୍ତା ନାହିଁ। ପେଡାଲ୍ ମାରି ସାଇକେଲ ଚଳାଇଲେ ତାହା ରିଚାର୍ଜ ହେଇଯିବ। ଏହି ଇ-ସାଇକେଲଟି ଆପଣଙ୍କର ବି ଦରକାର ହୋଇପାରେ, ଦେଖନ୍ତୁ।