• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Babushan Mohanty Prakruti Mishra

 Prakruti Mishra returns Mumbai, says actress’s father Manmath Mishra
‘ରାସ୍ତାରେ ଏଭଳି ଘଟିବାର ନଥିଲା, ଘଟଣା ପୂର୍ବରୁ ମୋତେ କଲ୍ କରିବା କଥା’

ବିବାଦର ୧୦ ଦିନ ପରେ ଓଡ଼ିଶା ଛାଡ଼ି ମୁମ୍ବାଇ ଗଲେ ଅଭିନେତ୍ରୀ ପ୍ରକୃତି ମିଶ୍ର। ମୁମ୍ବାଇ ଯିବା ପୂର୍ବରୁ ଇନଷ୍ଟାଗ୍ରାମରେ ପ୍ରକୃତି ପୋଷ୍ଟ କରିଥିବା କଥାକୁ ନେଇ ଚର୍ଚ୍ଚା ଜୋର ଧରିଛି।

Babushaan’s wife & Prakruti Mishra row:Trupti said Wait & Watch
ବାବୁସାନଙ୍କ ପାରିବାରିକ ବିବାଦ: ‘ତୃପ୍ତି କହିଲେ Wait & Watch’

ବାବୁସାନଙ୍କ ପାରିବାରିକ ବିବାଦକୁ ନେଇ ତୃପ୍ତିଙ୍କ ପ୍ରତିକ୍ରିୟା...

Actor Babushaan Mohanty At The Balcony Of His House
କ’ଣ ଖୁଲାସା କରିବେ ବାବୁସାନ ? କହିଲେ- ଠିକ୍‌ ସମୟରେ ଠିକ୍‌ କଥା କହିବି

 ନିଜ ଘର ବାଲକୋନିରେ ଥାଇ ଗଣମାଧ୍ୟମ ପ୍ରତିନିଧିଙ୍କୁ ବାବୁସାନ କହିଥିଲେ ଯେ, ‘ମୁଁ ପରିବାର ପାଖରେ ଅଛି, ସେଥିପାଇଁ ବହୁତ ଖୁସି। ଠିକ୍ ସମୟରେ ଠିକ୍ କଥା କହିବି।’

Babushaan to meet media persons after waking up from sleep
‘ବାବୁ ରାତି ଅନିଦ୍ରା ହୋଇଛି, ନିଦରୁ ଉଠିଲେ ଭେଟିବ’

ଭୁବନେଶ୍ୱର ବିମାନ ବନ୍ଦରରୁ ସିଧାସଳଖ ଏକ କାର୍‌ ଯୋଗେ ବାବୁସାନ ଭୁବନେଶ୍ୱର ଜଗନ୍ନାଥ ବିହାର ସ୍ଥିତ ଘରକୁ ଯାଇଥିଲେ।  ପ୍ରଥମେ ବାପା, ମା’ଙ୍କ ପାଖକୁ ଯିବି। ଯେତେବେଳେ ଯାହା ଦରକାର ପଡିବ ତାହି କହିବି ବୋଲି ସେ କହିଛନ୍ତି।

Actor Babushaan arrives in Bhubaneswar
‘ପ୍ରଥମେ ମୋ ବାପା,ମା’ଙ୍କ ପାଖକୁ ଯିବାକୁ ଦିଅନ୍ତୁ’

ଭୁବନେଶ୍ୱରରେ ପହଞ୍ଚିଲେ ଅଭିନେତା ବାବୁସାନ ମହାନ୍ତି। ଚେନ୍ନାଇରୁ ବିମାନ ଯୋଗେ ଆସି ଆଜି ସକାଳେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। 

 Actor Babushaan Mohanty Spotted At Chennai Airport, Doesn’t Land In Bhubaneswar
ଆସିଲା ବିମାନ, ହେଲେ ଆସିଲେନି ବାବୁସାନ...

ଗତକାଲି ଚେନ୍ନାଇ ଏୟାରପୋର୍ଟରେ ଅଭିନେତା ବାବୁସାନ ମହାନ୍ତିଙ୍କୁ ଦେଖିବାକୁ ମିଳିଥିଲା। ହେଲେ ଏହାପରେ ବି ସେ ଭୁବନେଶ୍ୱର ଫେରି ନାହାନ୍ତି।