ପ୍ରକୃତିଙ୍କୁ ଇଙ୍ଗିତ କରି ଅପରାଜିତାଙ୍କ ଟାର୍ଗେଟ୍ କଲେ । କହିଲେ ଦେଢ଼ବର୍ଷ ହେଲା ଖରାପ ସଂଗତରେ ପଡ଼ିଯାଇଛି ପୁଅ...
ପ୍ରକୃତିଙ୍କ ସ୍ପଷ୍ଟୀକରଣ ଭିଡ଼ିଓର ଜବାବ ଦେଇ ବର୍ଷିଛନ୍ତି ବାବୁସାନ୍ଙ୍କ ସମ୍ପର୍କୀୟ ଭଉଣୀ, କହିଲେ...
ବାବୁସାନଙ୍କ ମା’ ତଥା ଅଭିନେତ୍ରୀ ଅପରାଜିତା ମହାନ୍ତି ବୋହୂ ତୃପ୍ତିଙ୍କ ଘରେ ପହଞ୍ଚିଥିଲେ। ଏହାପରେ ବୋହୂ ତୃପ୍ତିଙ୍କ ଅପରାଜିତା ଖାରବେଳ ନଗର ଥାନାରେ ପହଞ୍ଚିଛନ୍ତି।
‘ମୋ ଝିଅକୁ ଫିଜିକାଲି ଆସଲ୍ଟ କରିଛନ୍ତି। ଏହାସହ ମୋ ଝିଅକୁ ଜୀବନରେ ମାରିଦେବାକୁ ଧମକ ମିଳିଛି। ଏପରିକି ମୋ ପରିବାରକୁ ସ୍ମାସ୍ କରିଦେବାର ଧମକ ଦିଆଯାଇଛି’ ବୋଲି ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ବାପା ମନ୍ମଥ ମିଶ୍ର କହିଛନ୍ତି।
‘ମୋ ପତ୍ନୀ ଫିଲ୍ମ ଇଣ୍ଡଷ୍ଟ୍ରିର ଲୋକ ନୁହଁନ୍ତି। ଆମ କାମ କ’ଣ, ଆମ କାମକୁ ସେସବୁ ସେ କିଛି ବୁଝିପାରିବେ ନାହିଁ। ପ୍ରକୃତି ମୋର ଜଣେ ଭଲ ସାଙ୍ଗ’ ବୋଲି ବାବୁସାନ କହିଛନ୍ତି। ଭାଇରାଲ୍ ଭିଡିଓକୁ ନେଇ ଅଭିନେତା ବାବୁସାନ ଏଭଳି ପ୍ରତିକ୍ରିୟା ରଖିଛନ୍ତି।