ସେ ପୂର୍ବରୁ ସାରା ଓଡ଼ିଶାରେ ୧ ନମ୍ବର ରାଙ୍କରେ ରହିଥିବା ବେଳେ ଏଥର ମଧ୍ୟ ସେ ନିଜର ଶୀର୍ଷ ସ୍ଥାନ ଅକ୍ତିଆର କରି ରଖିଛନ୍ତି ।
ରାକେଟ, କର୍କ, ନେଟ୍ ଓ ପଡିଆରେ ବିତେ ଅଧିକାଂଶ ସମୟ। ପିଲାଟି ବେଳୁ ସଂଘର୍ଷ କରି ପାଇଲେ ସଫଳତା। ଏବେ ଖେଳାଳିରୁ ବନିଗଲେଣି ରେଫରି। ବ୍ୟାଡମିଣ୍ଟନ୍ କୋଚ୍ ରୀତା ଦାଶ ଆଜି ଆମ ପାଇଁ ପ୍ରେରଣା...
ନୂଆଦିଲ୍ଲୀରେ ଚାଲିଥିବା ଇଣ୍ଡିଆ ଓପନ୍ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟରେ କରୋନାର କାୟା। ୭ ଜଣ ଭାରତୀୟ ଖେଳାଳି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଋତପର୍ଣ୍ଣା ୨୦୧୯ରୁ ୨୦୨୧ ମଧ୍ୟରେ ବହୁ ଅନ୍ତର୍ଜାତୀୟ ପ୍ରତିଯୋଗିିତାରେ ଦେଶର ପ୍ରତିନିଧିତ୍ୱ କରି ବହୁବାର ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲେଇଛନ୍ତି। ଋତପର୍ଣ୍ଣାଙ୍କ ସମେତ ଫୁଟବଲ ଖେଳାଳି ପ୍ୟାରୀ ଖାଖା ଓ ସାଇକେଲ ଚାଳିକା ସ୍ୱାସ୍ତି ସିଂ ଉପବିଜେତା ହୋଇଛନ୍ତି।
ଏହା ପୂର୍ବରୁ ସିନ୍ଧୁ ସେମିଫାଇନାଲରେ ବିଶ୍ୱର ଦୁଇ ନମ୍ବର ଖେଳାଳି ଚାଇନିଜ୍ ତାଇପେଇର ତାଇ ଜୁ ୟିଙ୍ଗ’ଙ୍କୁ ନିକଟରୁ ହାରି ଫାଇନାଲରୁ ବଞ୍ଚିତ ହୋଇଥିଲେ। କିନ୍ତୁ ବ୍ରୋଞ୍ଜ ପଦକ ମୁକାବିଲାରେ ସିନ୍ଧୁ ଦମଦାର ଖେଳ ଦେଖାଇଛନ୍ତି।