ପୂର୍ବ ୟୁପିଏ ସରକାରଙ୍କୁ ଟାର୍ଗେଟ କରିବା ସହ ସାଂସଦ ବୈଜୟନ୍ତ ପଣ୍ଡା ଆହୁରି କହିଛନ୍ତି ଯେ, ୟୁପିଏ ସମୟରେ ବଜେଟରେ ଓଡ଼ିଶାକୁ ଉପେକ୍ଷା କରାଯାଉଥିଲା ।
ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ। ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଚିଠି ଲେଖିଛନ୍ତି ବୈଜୟନ୍ତ।
କେନ୍ଦ୍ରାପଡ଼ା ସଭାରେ ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ତାଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ବୈଜୟନ୍ତ ମୋ ବନ୍ଧୁ, ଜଣେ କର୍ମଠ ବ୍ୟକ୍ତି । ଏଥର ବୈଜୟନ୍ତଙ୍କୁ ରେକର୍ଡ ଭୋଟରେ ବିଜୟୀ କରାନ୍ତୁ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ଆସନ୍ତାକାଲି ଉତ୍ତରପ୍ରଦେଶ ମିରଟରେ ମୋଦିଙ୍କ ରାଲି । ନିର୍ବାଚନୀ ରାଲି କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଲି ବିରାଟ ଓ ଭବ୍ୟ ହେବ ବୋଲି ସୂଚନା ଦେଲେ ବୈଜୟନ୍ତ ।
କରୋନା ସମୟରେ ସବୁଠୁ ବଡ଼ ଟିକାକରଣ ହେଉ ବା ଆଉ କିଛି। ସୁଦାନରେ ଫସିଥିବା ଭାରତୀୟଙ୍କୁ ଏବେ ଉଦ୍ଧାର କରୁଛନ୍ତି। ଅନ୍ୟ ଦେଶ ସେପରି କରିପାରୁ ନାହାନ୍ତି, କିନ୍ତୁ ଭାରତ କରିପାରୁଛି।
କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ନିମନ୍ତେ ଯୁବ ଓଡିଆ କ୍ରୀଡାବିତ୍ମାନଙ୍କୁ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରାଯାଏ।
ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। ଏହି କମିଟିରେ କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ସଦସ୍ୟ ମନୋନୀତ ହୋଇଛନ୍ତି। ସେହିପରି ଶିଳ୍ପପତି ଆନନ୍ଦ ମହିନ୍ଦ୍ରା, ସାଂସଦ ବିନୟ ସହସ୍ରବୁଦ୍ଧେ ବି ସଦସ୍ୟ ଅଛନ୍ତି। NCCକୁ ଅଧିକ ସମୟୋପଯୋଗୀ ପାଇଁ କମିଟି ବିଶ୍ଳେଷଣ କରିବ।