୨୪ ମହାଲଢ଼େଇ ଜିତିବାକୁ ୨୩ ସେନାପତି ନିଯୁକ୍ତ କଲା ବିଜେପି। ୨୩ ରାଜ୍ୟ ପାଇଁ ଘୋଷଣା ହେଲା ନିର୍ବାଚନ ପ୍ରଭାରୀ ଓ ସହ-ପ୍ରଭାରୀଙ୍କ ନାଁ। ୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ୨୩ ରାଜ୍ୟ ପାଇଁ ଇଲେକ୍ସନ ଇନଚାର୍ଜ ଓ କୋ-ଇନଜାର୍ଜ ନିଯୁକ୍ତ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା।
୨୪ ଲଢ଼େଇ ପାଇଁ ପାଗ ଭିଡ଼ିଲା ବିଜେପି। ଆଗାମୀ ସାଧାରଣ ନିର୍ବାଚନ ପାଇଁ ୨୩ ଗୁରୁତ୍ୱପୂର୍ଣ୍ଣ ରାଜ୍ୟରେ ଇଲେକ୍ସନ ଇନଚାର୍ଜ ଓ କୋ-ଇନଚାର୍ଜଙ୍କ ନାଁ ଘୋଷଣା କଲା ଦଳ।
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଉତ୍ତର ପ୍ରଦେଶ ଭଳି ସବୁଠାରୁ ବଡ଼ ରାଜ୍ୟର ଇଲେକ୍ସନ ଇନଚାର୍ଜ ଦାୟିତ୍ୱ ଦିଆଯାଇଛି । ସେହପରି ନିର୍ବାଚନ ପାଇଁ ବିଜୟପାଲ ସିଂ ତୋମାରଙ୍କୁ ଓଡ଼ିଶା ଦାୟିତ୍ୱ ମିଳିଛି ।
୫ଶହ ବର୍ଷ ପରେ ବହୁ ଲୋକଙ୍କ ତ୍ୟାଗ ଓ ସଂଘର୍ଷ ପରେ ରାମ ମନ୍ଦିର ନିର୍ମାଣ ହୋଇଛି । ଏହା ଭାରତ ଓ ସମସ୍ତ ଭାରତୀୟଙ୍କ ପାଇଁ ଏକ ଗୌରବର ବିଷୟ ।
ରାମଲାଲାଙ୍କ ପାଇଁ ମିଥିଳାରୁ ଆସିଲା ମଙ୍ଗଳ ଭାର। ଜାମାତାଙ୍କ ପାଇଁ ଉପହାର ପଠାଇଲେ ମିଥିଳାବାସୀ। ଭାରତୀୟ ପରଂପରା ଅନୁସାରେ ଝିଅର ଶାଶୁଘରେ କୌଣସି ଶୁଭ କାର୍ଯ୍ୟ ହେଲେ ବାପଘରୁ ଆସିଥାଏ ଭଳି କି ଭଳି ଭାର।
ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ପରିପ୍ରେକ୍ଷୀରେ ବିଜେପିର ସ୍ୱଚ୍ଛତା ଅଭିଯାନ । ସମସ୍ତ ମନ୍ଦିର ଏବଂ ତୀର୍ଥ ସ୍ଥାନରେ ସ୍ୱଚ୍ଛତା ପାଇଁ ପ୍ରୟାସ ଜାରି ରହିଛି ।
ବଲାଙ୍ଗିର ଜିଲ୍ଲା ଟିଟିଲାଗଡରେ ଥିବା ମା’ ଘଣ୍ଟାସୁଣି ମନ୍ଦିର ପରିସରରେ ବୈଜୟନ୍ତଙ୍କ ଜନ୍ମଦିନ ପାଳନ କରାଯାଇଛି ।
ଆଗାମୀ ନିର୍ବାଚନରେ ୭ଟି ଯାକ ଲୋକସଭା ଆସନ ଜିତାଇବା ଓ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦିଙ୍କୁ ଦେଶର ପ୍ରଧାନମନ୍ତ୍ରୀ କରିବା ପାଇଁ ଆହ୍ୱାନ ଦେଇଛନ୍ତି ବୈଜୟନ୍ତ ।
ଭାରତୀୟ ରାଷ୍ଟ୍ରଦୂତଙ୍କୁ ଚିଠି ଲେଖି ନିବେଦନ କଲେ ବୈଜୟନ୍ତ….୨୧ ଶ୍ରମିକଙ୍କ ମଧ୍ୟରେ ଅଛନ୍ତି ୧୪ ଜଣ ଓଡ଼ିଆ ଶ୍ରମିକ…କେନ୍ଦ୍ରାପଡ଼ା ଆଳି ଅଞ୍ଚଳର ୧୧, ଭଦ୍ରକର ୨ ଓ ଢେଙ୍କାନାଳର ଜଣେ ଶ୍ରମିକ….
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି କାର୍ଯ୍ୟାଳୟରେ ମହେଶ୍ୱର ମହାନ୍ତିଙ୍କୁ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେହିପରି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଗଭୀର ଶୋକପ୍ରକାଶ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ।
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ପୋଲିସ୍ ହାତରେ ଧରାପଡ଼ିଛି। କାହିଁକି ଏମିତି ଫୋନ୍ କରିଥିଲା ଜେରା ବେଳେ ଅଭିଯୁକ୍ତ ଜଣକ ସ୍ୱୀକାର କରିଛି।
ଆଜି ଦେଶ ପାଳୁଛି ମେଗା ସ୍ୱଚ୍ଛତା ଅଭିଯାନ । ସ୍ୱଚ୍ଛ ଭାରତ ଅଭିଯାନର ୯ ବର୍ଷ ପୂର୍ତ୍ତି ଅବସରରେ ପାଳନ ହେଉଛି ସ୍ୱଚ୍ଛତା ହିଁ ସେବା ଅଭିଯାନ(Swachhata Hi Seva) ।
ନାଁ ନେଇ ବି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବୈଜୟନ୍ତ ।
ଫୋନ୍ କଲ୍ ଯୋଗେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ହତ୍ୟା ଧମକ ଦିଆଯାଇଛି ।
ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବରେ ଓଡ଼ିଶାର ବୈଜୟନ୍ତ ପଣ୍ଡାଙ୍କ ବ୍ୟତୀତ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ, ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ରମଣ ସିଂ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଏବଂ ସୌଦାନ ସିଂ ପ୍ରମୁଖଙ୍କୁ ନିଯୁକ୍ତ କରାଯାଇଛି ।
ଦେଶ ଏବଂ ଓଡ଼ିଶା ପାଇଁ ବଂଶୀଧରଙ୍କ ଅବଦାନ, ନିଯୁକ୍ତି ସୁଯୋଗ ଓ ଉପାନ୍ତରେ ରହୁଥିବା ହଜାର ହଜାର ଲୋକଙ୍କୁ ବଞ୍ଚିବାର ରାସ୍ତା ଦେଖାଇଥିଲେ ।
ଆବାସକୁ ନେଇ ସେ କହିଛନ୍ତି ଯେ କୋଠାଘର ଥିବା ଲୋକଙ୍କୁ ୫/୫ଟା ଆବାସ ମିଳୁଛି। ପଶ୍ଚିମ ଓଡ଼ିଶାରେ ଯାହାର ଆବଶ୍ୟକ ସେମାନଙ୍କୁ ଆବାସ ମିଳୁନି...
‘ଓଡ଼ିଶାରେ ମାଫିଆଙ୍କ ସରକାର ଚାଲିଛି । ଏଠାକାର ନେତା ମନ୍ତ୍ରୀ ଦୁର୍ନୀତି, ଦୁଷ୍କର୍ମ, ଭ୍ରଷ୍ଟାଚାର, ହତ୍ୟାରେ ଲିପ୍ତ ।’
ଚୀନ୍ ସୀମାନ୍ତ ଅଂଚଳକୁ ନୂଆ ନାଁ ଦେବାକୁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତଙ୍କ ମତ ଦେଇଛନ୍ତି । ଟ୍ୱିଟ୍ କରି ମତାମତ ଲୋଡିଛନ୍ତି ବୈଜୟନ୍ତ । ଚୀନ୍ ସୀମାନ୍ତ ଅଂଚଳର କିଛି ନାଁ ପ୍ରସ୍ତାବ ମଧ୍ୟ ଦେଇଛନ୍ତି ।
ବିଜେପିର ନୂଆ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ବିପୁଳ ସ୍ୱାଗତ, ସମ୍ବର୍ଦ୍ଧନା । ଦାୟିତ୍ୱ ନେବା ପୂର୍ବରୁ ଭଦ୍ରକରେ ଶୋଭାଯାତ୍ରା । ଭଦ୍ରକ-ଭୁବନେଶ୍ୱର ରାସ୍ତାର ବିଭିନ୍ନ ଛକରେ ଦଳୀୟ କର୍ମୀ, ନେତାଙ୍କ ଭବ୍ୟ ସ୍ୱାଗତ । ଆଉ ଭୁବନେଶ୍ୱର ସ୍ଥିତ ଦଳୀୟ ମୁଖ୍ୟାଳୟରେ ବ୍ୟାପକ ସମ୍ବର୍ଦ୍ଧନା ।
ଇମ୍ପା ଦ୍ୱାରା ୧୯୯୩ ମସିହାରେ ଏକଲବ୍ୟ ପୁରସ୍କାର ପ୍ରତିଷ୍ଠା କରାଯାଇଥିଲା।
ନାଗପୁର ମୁଖ୍ୟ କାର୍ଯ୍ୟାଳୟରେ ଏହି ସମାରୋହର ଆୟୋଜନ କରାଯାଇଛି ।
ଧାମନଗରରେ ହାରିବା ପରେ ବିଜେଡି ଘାବରେଇ ହିଂସାକାଣ୍ଡ ଆରମ୍ଭ କଲାଣି
ରିପବ୍ଲିକ ଟିଭିର ମୁଖ୍ୟ ଅର୍ଣ୍ଣବ ଗୋସ୍ୱାମୀ ଏହାର ଶିକାର ହୋଇଛନ୍ତି।
ଯାହାର ନିଶ୍ଚିତ ଭଲ ପ୍ରଭାବ ପଡ଼ିବ ବୋଲି କହିଛନ୍ତି ବୈଜୟନ୍ତ।