• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bali Yatra

ଢଳା ଗଲା ବାସି ଖାଦ୍ୟ
Cuttack Bali Yatra: କେତେ ଫ୍ରେସ୍ ବାଲିଯାତ୍ରା ଖାଦ୍ୟ? ନଷ୍ଟ ହେଲା କୁଇଣ୍ଟାଲ କୁଇଣ୍ଟାଲ ବାସି ଖାଦ୍ୟ

ମଟନ, ଚିକେନ, ପନିର, ଛତୁ, ବୈଡ୍, ବିରିୟାନୀ... କୌଣସି ଖାଦ୍ୟ ବାଦ୍ ପଡିନି ବାସି ଲିଷ୍ଟରୁ ।

Cuttack Bali Jatra
Cuttack Bali Yatra 2024: ନାଚୁଛି କଟକ, ଦୁଲୁକୁଛି ବାଲିଯାତ୍ରା ପଡ଼ିଆ; ମହାନଦୀରେ ଜଳକ୍ରୀଡ଼ାର ମଜା ନିଆରା

ମହାନଦୀର ନୀଳ ଜଳରାଶିରେ ବିଭିନ୍ନ ପ୍ରକାର ଜଳକ୍ରୀଡ଼ାର ମଜା ନେଉଛନ୍ତି ଲୋକେ ।

Husband Wife Brass Statue
Bali Yatra 2024: ବାଲି ଯାତ୍ରାରେ ମିଳୁଛନ୍ତି ସ୍ୱାମୀ-ସ୍ତ୍ରୀ !! ଦର ୪୦ ହଜାର ..

ସ୍ୱାମୀ ସ୍ତ୍ରୀଙ୍କ ଦର ୪୦ ହଜାର । ସତ ସତିକା ନୁହେଁ ପିତ୍ତଳର ସ୍ୱାମୀ ଓ ସ୍ତ୍ରୀଙ୍କ ମୂର୍ତ୍ତିର ଦର ହେଉଛି ୪୦ ହଜାର ଟଙ୍କା ।

Cuttack Bali Yatra 2024
Cuttack Bali Yatra 2024: କଟକ ବାଲିଯାତ୍ରା ପଡିଆରେ ସିନେମା ମଜା; ରଙ୍ଗୀନ ଆଲୁଅରେ ଚକ୍ ମକ୍ କରୁଛି କଳା ଧଳା ଚଳଚ୍ଚିତ୍ର

ପୂର୍ବ ଭାରତର ସର୍ବବୃହତ୍ ବାଣିଜ୍ୟିକ ମହାକୁମ୍ଭ ପାଇଁ କଟକ ମହାନଦୀ ପଠା ସମ୍ପୂର୍ଣ୍ଣ ଲୋକାରଣ୍ୟ। ଏଥର ବାଲିଯାତ୍ରାକୁ ଆକର୍ଷଣୀୟ କରିବାକୁ କିଛି ନୂଆ ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ। 

Mohan Majhi
କଟକ ଦହିବରା ଆଳୁଦମ୍ ଖାଇଲେ ମୁଖ୍ୟମନ୍ତ୍ରୀ

ମନ ଆନନ୍ଦରେ କଟକର ଦହିବରା ଆଲୁଦମ୍ ଖାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ବାଲିଯାତ୍ରା ପାଇଁ ଟ୍ରାଫିକ୍‌ କଟକଣା
Bali Jatra 2024 Traffic Advisory: ବାଲିଯାତ୍ରା ପାଇଁ ଟ୍ରାଫିକ୍‌ କଟକଣା, ଜାଣନ୍ତୁ କେଉଁଠି କରିବେ ଗାଡ଼ି ପାର୍କିଂ...

କଟକ ବାଲିଯାତ୍ରା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି । ଆସନ୍ତାକାଲିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ।

Bali Jatra
Bali Yatra 2024: ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ, ସାମିଲ ହେବେ ୧୩ଟି ରାଷ୍ଟ୍ରର ରାଷ୍ଟ୍ରଦୂତ-ହାଇକମିଶନର

ଆସନ୍ତାକାଲିଠୁ କଟକର ଐତିହାସିକ ବାଲିଯାତ୍ରା । ମହାନଦୀ ବାଲିପଠାରେ ୨୨ ତାରିଖ ଯାଏ ଚାଲିବ ।

Bali Yatra
ତଦନ୍ତ ଆଳରେ ଲୁଚିଯିବ କି ବାଲିଯାତ୍ରା ଦୁର୍ନୀତି ? ବିରୋଧୀ ଉଠାଇଲେ ପ୍ରଶ୍ନ

ବାଲିଯାତ୍ରା ଦୁର୍ନୀତିର କେବେ ହେବ ତଦନ୍ତ ? ଯାଞ୍ଚ ଆଳରେ ଲୁଚିଯିବକି ବାଲିଯାତ୍ରା ମହାଦୁର୍ନୀତି ? କେତେ ଦିନ ଭିତରେ ତଦନ୍ତ ୫୭୮ ରିପୋର୍ଟ ଦେବ କମିଟି ? ଯାଞ୍ଚ କମିଟି ଗଠନ କରି ସିଏମସି ଚୁପ୍ ବସିଥିବା ବେଳେ, ଏବେ ଉଠିଛି ଏଭଳି ପ୍ରଶ୍ନ ।

Balijatra
ଐତିହାସିକ ବାଲିଯାତ୍ରାରେ ହୋଇଛି କି ମାଳମାଳ ଦୁର୍ନୀତି ? ସଫେଇ କାର୍ଯ୍ୟରେ ଶହ ଶହ କଲେଜ ଛାତ୍ରଛାତ୍ରୀ

ଐତିହାସିକ ମେଳାରେ ମାଳ ମାଳ ଦୁର୍ନୀତି ହୋଇଥିବା ଅଭିଯୋଗ କରିଛନ୍ତି ବିରୋଧୀ। ବାଲିଯାତ୍ରା ସରିବାର ୩ ଦିନ ପରେ ବି ପଡ଼ିଆରେ ଆବର୍ଜନା ପଡ଼ି ରହିଥିବା ବେଳେ, ସଫେଇ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ଶହ ଶହ କଲେଜ ଛାତ୍ରଛାତ୍ରୀ।

Bali Yatra
ଗୋଟିଏ ଦିନ ବଢ଼ିଲା କଟକ ବାଲିଯାତ୍ରା

ଆସନ୍ତାକାଲି ଶେଷ ହୋଇଥାଆନ୍ତା କଟକର ଐତିହାସିକ ବାଲିଯାତ୍ରା । କିନ୍ତୁ ଦର୍ଶକଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ବୃଦ୍ଧି କରାଯାଇଛି।

Bali Jatra
ବାଲିଯାତ୍ରାରେ ଓଡ଼ିଆ ଘରର ଟେଷ୍ଟି ଟେଷ୍ଟି ଖାଦ୍ୟର ମଜା; ମିଳୁଛି ୧୪୨ ପ୍ରକାରର ପିଠା

ଓଡ଼ିଶାର ପାରମ୍ପରିକ ପିଠାର ସ୍ୱତନ୍ତ୍ର ଷ୍ଟଲ୍‌ ରହିଛି ଏଥର ବାଲିଯାତ୍ରାରେ । ପିଠା ସହିତ ସୁସ୍ୱାଦୁ ବ୍ୟଞ୍ଜନର ବ୍ୟବସ୍ଥା ମଧ୍ୟ କରାଯାଇଛି । ଯାହାକି ସମ୍ପୂର୍ଣ୍ଣ ଖାଣ୍ଟି ଓଡ଼ିଆ ଘରର ଖାଇବା ।

Baliyatra 2022
ଏବର୍ଷ ଆକର୍ଷଣୀୟ ହେବ ବାଲିଯାତ୍ରା

ସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ଆରମ୍ଭ ହେଉଛି ଐତିହାସିକ କଟକ ବାଲିଯାତ୍ରା । ଏଥିପାଇଁ ସରିଲାଣି ସମସ୍ତ ପ୍ରସ୍ତୁତି । ଏଥର ସିଏମସି ପକ୍ଷରୁ କ୍ଲିନ୍ ବାଲିଯାତ୍ରା, ଗ୍ରୀନ ବାଲିଯାତ୍ରା ସ୍ଲୋଗାନ ଦିଆଯାଇଛି ।

Bali Yatra
ବାଲିଯାତ୍ରାକୁ NGTର ଛାଟ, ୩୪ ଏକର ଜମିରେ ହେବ ଆୟୋଜନ

କେବଳ ୩୪ ଏକର ଜମି ବାଲିଯାତ୍ରା ପାଇଁ ରହିବ। ଉକ୍ତ ଅଞ୍ଚଳର ପରିମଳ ଓ ପରିଚ୍ଛନ୍ନତାକୁ ସୁନିଶ୍ଚିତ କରିବ ପ୍ରଶାସନ। ଅବଶିଷ୍ଟ ୩୯୨ ଏକର ଜମିରେ ଜଙ୍ଗଲ ଓ ବାୟୋଲଜିକାଲ ପାର୍କ ର୍ନିମାଣ ହେବ।

Bali Yatra
କଟକ ପରେ ଭୁବନେଶ୍ୱରରେ ବାଲିଯାତ୍ରାକୁ ନା

କଟକ ପରେ ଭୁବନେଶ୍ୱରରେ ବାଲିଯାତ୍ରାକୁ ନା। କମିଶନରେଟ ପୋଲିସ ପକ୍ଷରୁ ଭୁବନେଶ୍ୱର ବାଲିଯାତ୍ରାକୁ ଅନୁମତି ପ୍ରଦାନ କରାଯାଇ ନାହିଁ।