• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bali Yatra

Bali Yatra
ତଦନ୍ତ ଆଳରେ ଲୁଚିଯିବ କି ବାଲିଯାତ୍ରା ଦୁର୍ନୀତି ? ବିରୋଧୀ ଉଠାଇଲେ ପ୍ରଶ୍ନ

ବାଲିଯାତ୍ରା ଦୁର୍ନୀତିର କେବେ ହେବ ତଦନ୍ତ ? ଯାଞ୍ଚ ଆଳରେ ଲୁଚିଯିବକି ବାଲିଯାତ୍ରା ମହାଦୁର୍ନୀତି ? କେତେ ଦିନ ଭିତରେ ତଦନ୍ତ ୫୭୮ ରିପୋର୍ଟ ଦେବ କମିଟି ? ଯାଞ୍ଚ କମିଟି ଗଠନ କରି ସିଏମସି ଚୁପ୍ ବସିଥିବା ବେଳେ, ଏବେ ଉଠିଛି ଏଭଳି ପ୍ରଶ୍ନ ।

Balijatra
ଐତିହାସିକ ବାଲିଯାତ୍ରାରେ ହୋଇଛି କି ମାଳମାଳ ଦୁର୍ନୀତି ? ସଫେଇ କାର୍ଯ୍ୟରେ ଶହ ଶହ କଲେଜ ଛାତ୍ରଛାତ୍ରୀ

ଐତିହାସିକ ମେଳାରେ ମାଳ ମାଳ ଦୁର୍ନୀତି ହୋଇଥିବା ଅଭିଯୋଗ କରିଛନ୍ତି ବିରୋଧୀ। ବାଲିଯାତ୍ରା ସରିବାର ୩ ଦିନ ପରେ ବି ପଡ଼ିଆରେ ଆବର୍ଜନା ପଡ଼ି ରହିଥିବା ବେଳେ, ସଫେଇ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ଶହ ଶହ କଲେଜ ଛାତ୍ରଛାତ୍ରୀ।

Bali Yatra
ଗୋଟିଏ ଦିନ ବଢ଼ିଲା କଟକ ବାଲିଯାତ୍ରା

ଆସନ୍ତାକାଲି ଶେଷ ହୋଇଥାଆନ୍ତା କଟକର ଐତିହାସିକ ବାଲିଯାତ୍ରା । କିନ୍ତୁ ଦର୍ଶକଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ବୃଦ୍ଧି କରାଯାଇଛି।

Bali Jatra
ବାଲିଯାତ୍ରାରେ ଓଡ଼ିଆ ଘରର ଟେଷ୍ଟି ଟେଷ୍ଟି ଖାଦ୍ୟର ମଜା; ମିଳୁଛି ୧୪୨ ପ୍ରକାରର ପିଠା

ଓଡ଼ିଶାର ପାରମ୍ପରିକ ପିଠାର ସ୍ୱତନ୍ତ୍ର ଷ୍ଟଲ୍‌ ରହିଛି ଏଥର ବାଲିଯାତ୍ରାରେ । ପିଠା ସହିତ ସୁସ୍ୱାଦୁ ବ୍ୟଞ୍ଜନର ବ୍ୟବସ୍ଥା ମଧ୍ୟ କରାଯାଇଛି । ଯାହାକି ସମ୍ପୂର୍ଣ୍ଣ ଖାଣ୍ଟି ଓଡ଼ିଆ ଘରର ଖାଇବା ।

Baliyatra 2022
ଏବର୍ଷ ଆକର୍ଷଣୀୟ ହେବ ବାଲିଯାତ୍ରା

ସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ଆରମ୍ଭ ହେଉଛି ଐତିହାସିକ କଟକ ବାଲିଯାତ୍ରା । ଏଥିପାଇଁ ସରିଲାଣି ସମସ୍ତ ପ୍ରସ୍ତୁତି । ଏଥର ସିଏମସି ପକ୍ଷରୁ କ୍ଲିନ୍ ବାଲିଯାତ୍ରା, ଗ୍ରୀନ ବାଲିଯାତ୍ରା ସ୍ଲୋଗାନ ଦିଆଯାଇଛି ।

Bali Yatra
ବାଲିଯାତ୍ରାକୁ NGTର ଛାଟ, ୩୪ ଏକର ଜମିରେ ହେବ ଆୟୋଜନ

କେବଳ ୩୪ ଏକର ଜମି ବାଲିଯାତ୍ରା ପାଇଁ ରହିବ। ଉକ୍ତ ଅଞ୍ଚଳର ପରିମଳ ଓ ପରିଚ୍ଛନ୍ନତାକୁ ସୁନିଶ୍ଚିତ କରିବ ପ୍ରଶାସନ। ଅବଶିଷ୍ଟ ୩୯୨ ଏକର ଜମିରେ ଜଙ୍ଗଲ ଓ ବାୟୋଲଜିକାଲ ପାର୍କ ର୍ନିମାଣ ହେବ।

Bali Yatra
କଟକ ପରେ ଭୁବନେଶ୍ୱରରେ ବାଲିଯାତ୍ରାକୁ ନା

କଟକ ପରେ ଭୁବନେଶ୍ୱରରେ ବାଲିଯାତ୍ରାକୁ ନା। କମିଶନରେଟ ପୋଲିସ ପକ୍ଷରୁ ଭୁବନେଶ୍ୱର ବାଲିଯାତ୍ରାକୁ ଅନୁମତି ପ୍ରଦାନ କରାଯାଇ ନାହିଁ।