ରାଜଧାନୀର ବିନ୍ଦୁସାଗର ହେଉ କି କଟକ ଗଡ଼ଗଡ଼ିଆ ଘାଟ, ପୁରୀ ମହୋଦଧି ହେଉ କିମ୍ବା ରାଉରକେଲା । ପବିତ୍ର କାର୍ତ୍ତିକ ପୂର୍ଣ୍ଣମୀ ତିଥିରେ ସବୁଠି ଦେଖିବାକୁ ମିଳିଥିଲା ପ୍ରାଚୀନ ଉତ୍କଳର ନୌବାଣିଜ୍ୟ ପରମ୍ପରାର ସ୍ମୃତି ବହନ କରିଥିବା ଚିତ୍ର । ଓଡିଆ ସାଧବ ପୁଅଙ୍କ ଗୌରବମୟ ଅତୀତର ସ୍ମୃତିକୁ ଉଜାଗର କରି ଆଜି ରାଜ୍ୟ ତମାମ ଶ୍ରଦ୍ଧାଳୁ ପାଳିଛନ୍ତି ବୋଇତ ବନ୍ଦାଣ ଉତ୍ସବ
ଦୁଇ ବର୍ଷ ଧରି କୋଭିଡ କଟକଣା ଯୋଗୁଁ ଶ୍ରଦ୍ଧାଳୁମାନେ ପାଳନ କରିପାରିନଥିଲେ ଉତ୍କଳୀୟ ସମୃଦ୍ଧ ଐତିହାସିକ ଗାଥାକୁ ମନେ ପକାଇ ପାଳନ କରାଯାଉଥିବା ପରମ୍ପରାର ଏହି ପର୍ବ ।
ଚଳଚଂଚଳ ହେଲାଣି ବାଲିଯାତ୍ରା ପଡିଆ । ଜମିଲାଣି ବେପାରୀଙ୍କ ଗହଳି ଚହଳି । ଏଥର ବାଲିଯାତ୍ରାକୁ ଆକର୍ଷଣୀୟ କରିବାକୁ ହୋଇଛି ବ୍ୟାପକ ଆୟୋଜନ । ପ୍ଲାଷ୍ଟିକ ମୁକ୍ତ ଯାତ୍ରା ପାଇଁ ହୋଇଛି ବନ୍ଦୋବସ୍ତ ।
ଚଳଚଞ୍ଚଳ ହେଲାଣି ବାଲିଯାତ୍ରା ପଡିଆ । ଜମିଲାଣି ବେପାରୀଙ୍କ ଗହଳି ଚହଳି । ଏଥର ବାଲିଯାତ୍ରାକୁ ଆକର୍ଷଣୀୟ କରିବାକୁ ହୋଇଛି ବ୍ୟାପକ ଆୟୋଜନ ।
ଏଥିରେ ଦୁଇ ଜଣିଆ,ଚାରି ଜଣିଆ ଓ ଅଧିକ ଲୋକ ଜଳକ୍ରୀଡା କରିବା ସହିତ ମହାନଦୀରେ ବୁଲିବା ପାଇଁ ସୁନ୍ଦର ବ୍ୟବସ୍ଥା ରହିଛି।
ଓଡ଼ିଶାର କଳା, ସଂସ୍କୃତି ଓ ପାରମ୍ପରିକ ନୌବାଣିଜ୍ୟ ପରମ୍ପରାର ଗାଥା ବହନ କରୁଥିବା ପ୍ରସିଦ୍ଧ ବାଲିଯାତ୍ରାକୁ ବିଶ୍ୱସ୍ତରୀୟ କରିବାକୁ ଉଦ୍ୟମ କରିବେ କି ସରକାର?