ସିଭି ରମଣ ଭାରତର ସବୁଠାରୁ ବଡ ବୈଜ୍ଞାନିକ ଥିଲେ। ସେ ଜଣେ ପଦାର୍ଥ ବିଜ୍ଞାନୀ ଯିଏ ଆଧୁନିକ ବିଜ୍ଞାନରେ ଅନେକ ଆବିଷ୍କାର କରିଥିଲେ। ଆସନ୍ତୁ ଏହି ମହାନ ବୈଜ୍ଞାନିକଙ୍କ ବିଷୟରେ କିଛି ରୋଚକ ତଥ୍ୟ ଜାଣିନେବା।
ଅଫିସ୍ ଛୁଟି ଥିବା ସମୟରେ ବିଶେଷ କରି ୱିକେଣ୍ଡ୍ରେ ଅଧିକ ବୋର୍ ଲାଗିଥାଏ। ତେବେ ବେଙ୍ଗାଲୁରୁରେ ଯେଉଁମାନେ ରହୁଛନ୍ତି, ସେମାନଙ୍କ ପାଇଁ ଖୁସି ଖବର। ଯଦି ଆପଣ ଉଦାସ କିମ୍ବା ଦୁଃଖରେ ଅଛନ୍ତି ଓ ମନ ହାଲ୍କା କରିବା ପାଇଁ ଚାହୁଁଛନ୍ତି ତା’ହେଲେ ଆପଣ ଭଡ଼ାରେ ବୟଫ୍ରେଣ୍ଡ୍ କରି ପାରିବେ।
ଏହିପରି ଘଟଣା କେବଳ ସିନେମାରେ ଦେଖିବାକୁ ମିଳିଥିଲା, କିନ୍ତୁ ଏହା ସତରେ ଦେଖିବାକୁ ମିଳିଛି, ଯାହା ସାରା ରାଜ୍ୟ ଓ ଦେଶରେ ପ୍ରଥମ ଘଟଣା ବୋଲି କହିଛନ୍ତି।
ପାଇଖାନା ଟାଙ୍କିକୁ ସଂଯୋଗ କରୁଥିବା ପାଇପରୁ ମିଳିଲା ଟଙ୍କା। ଗଣୁ ଗଣୁ ଜଣାପଡ଼ିଲା ପାଇପ୍ ଭିତରେ ଜେଇ ବାବୁ ଲୁଚାଇ ରଖିଥିଲେ ନଗଦ ୧୩ ଲକ୍ଷ ଟଙ୍କା।
ଯବାନଙ୍କୁ ସାଲ୍ୟୁଟ୍ ମାରୁଛି ୪ ବର୍ଷର ଛୋଟ ଛୁଆ । ଗତ କିଛି ଦିନ ହେବ ସୋସିଆଲ୍ ମିଡିଆରେ ଏହି ଘଟଣାର ଭିଡିଓ ଏବେ ଖୁବ୍ ଭାଇରାଲ୍ ହେବାରେ ଲାଗିଛି । କର୍ଣ୍ଣାଟକର ବେଙ୍ଗାଲୁରୁ ବିମାନବନ୍ଦରରେ ଏକ ଛୋଟ ଛୁଆ ହଠାତ୍ ଜଣେ ସି.ଆଇ.ଏସ୍.ଏଫ୍ କର୍ମଚାରୀଙ୍କୁ ଦେଖି ସାଲ୍ୟୁଟ୍ ପ୍ରଦାନ କରିଛି