କଲୋମ୍ବୋ: ଶ୍ରୀଲଙ୍କାକୁ ଦୁଇ ୱିକେଟରେ ହରାଇ ବାଂଲାଦେଶ ନିଦହାସ୍ ଟି-ଟ୍ୱଣ୍ଟି ସିରିଜି ଫାଇନାଲରେ ପ୍ରବେଶ କରିଛି। ରବିବାର ଭାରତ ସହ ବାଂଲାଦେଶର ଫାଇନାଲ ଟକ୍କର ହେବ। ବାଂଲାଦେଶ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା ୨୦ ଓଭରରେ ୭ ୱିକେଟ୍ ହରାଇ ୧୫୯ ରନ୍ କରିଥିଲା। ୧୬୦ ରନ୍ର ବିଜୟ ଲକ୍ଷ୍ୟକୁ ବାଂଲାଦେଶ ଗୋଟିଏ ବଲ୍ ବାକିଥାଇ ୧୯.୫ ଓଭରରେ ହାସଲ କରିନେଇଥିଲା। ବାଂଲାଦେଶ ପକ୍ଷରୁ ତାମିମ ଇକୱାଲ […]
ଓଡ଼ିଶାରେ ବାଙ୍ଗଲାଦେଶୀ ଆତଙ୍କବାଦୀ । କୋଲକାତାରେ ୩ ଜଣ ବାଂଲାଦେଶୀ ଆତଙ୍କବାଦୀ ଧରାପଡ଼ିବା ପ୍ରସଙ୍ଗରେ ତନାଘନା । କୋଳକାତା ସହ ଯୋଗାଯୋଗରେ ରହିଥିବା କହିଛନ୍ତି ଓଡ଼ିଶା ଗୁଇନ୍ଦା ଅଧତ୍କାରୀ ।