ଏକ ରିପୋର୍ଟ ଅନୁଯାୟୀ, ଏହି ଘଟଣାର ସମୀକ୍ଷା କରିବା ସହ ଭାରତୀୟ ବ୍ୟାଙ୍କ ଆସୋସିଏସନକୁ ସେହି ଅନୁସାରେ ନିର୍ଦ୍ଦେଶ ଦେବାକୁ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅନୁରୋଧ କରିଛି ସଂଘ ।
ଜାରି ହୋଇଥିବା ଛୁଟି ତାଲିକା ଅନୁସାରେ, ଜୁଲାଇରେ ଅଧା ଦିନ ବ୍ୟାଙ୍କ ବନ୍ଦ ରହିବ। ଯଦି ଆସନ୍ତା ମାସରେ ବ୍ୟାଙ୍କ ସମ୍ବନ୍ଧିତ କିଛି କାମ ଅଛି ତା’ହେଲେ ବ୍ୟାଙ୍କକୁ ଯିବା ପୂର୍ବରୁ ଛୁଟି ତାଲିକା ଚେକ୍ କରି ନିଅନ୍ତୁ।
ଯଦି ଆସନ୍ତା ମାସରେ ବ୍ୟାଙ୍କ ସମ୍ବନ୍ଧିତ କିଛି କାମ ଅଛି ତା’ହେଲେ ବ୍ୟାଙ୍କକୁ ଯିବା ପୂର୍ବରୁ ଛୁଟି ତାଲିକା ଚେକ୍ କରି ନିଅନ୍ତୁ। ଜାରି ହୋଇଥିବା ଛୁଟି ତାଲିକା ଅନୁସାରେ ଜୁନ୍ରେ ମୋଟ୍ ୧୨ ଦିନ ବ୍ୟାଙ୍କ ବନ୍ଦ ରହିବ।
ଯଦି ଆସନ୍ତା ମାସରେ ବ୍ୟାଙ୍କ ସମ୍ବନ୍ଧିତ କିଛି କାମ ଅଛି ତା’ହେଲେ ବ୍ୟାଙ୍କକୁ ଯିବା ପୂର୍ବରୁ ଛୁଟି ତାଲିକା ଚେକ୍ କରି ନିଅନ୍ତୁ। ଜାରି ହୋଇଥିବା ଛୁଟି ତାଲିକା ଅନୁସାରେ ଏପ୍ରିଲରେ ମୋଟ୍ ୧୫ ଦିନ ବ୍ୟାଙ୍କ ବନ୍ଦ ରହିବ।
ମାର୍ଚ୍ଚ ମାସ ଆରମ୍ଭ ହେଉ ହେଉ ହୋଲି ସମେତ ଅନେକ ପର୍ବପର୍ବାଣୀ ଚଳିତ ମାସରେ ପଡ଼ୁଛି। ତେଣୁ ଯଦି ଆସନ୍ତା ମାସରେ ବ୍ୟାଙ୍କରେ କିଛି ଜରୁରୀ କାମ ଅଛି ତା’ହେଲେ ଏହା ପୂର୍ବରୁ ଛୁଟି ତାଲିକା ଚେକ୍ କରନ୍ତୁ।
ନୂଆବର୍ଷର ପ୍ରଥମ ମାସ ଅର୍ଥାତ୍ ୨୦୨୩, ଜାନୁଆରୀରେ ମୋଟ୍ ୧୪ ଦିନ ବ୍ୟାଙ୍କ ବନ୍ଦ ରହିବ। ଏହି ଛୁଟି ତାଲିକାରେ ରବିବାର, ଦ୍ୱିତୀୟ ଓ ଚତୁର୍ଥ ଶନିବାର ମଧ୍ୟ ସାମିଲ ରହିଛି।
କେଉଁ କେଉଁ ଦିନ ଓ କେତେ ଦିନ ବ୍ୟାଙ୍କ ବନ୍ଦ ରହିବ ଏସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(RBI) ନିଷ୍ପତ୍ତି ନେଇଥାଏ। ପ୍ରତ୍ୟେକ ମାସ ପାଇଁ RBI ପକ୍ଷରୁ ଛୁଟି ତାଲିକା ପ୍ରସ୍ତୁତ କରାଯାଇଥାଏ।
ଭାରତୀୟ ରିଜର୍ଭ ବ୍ୟାଙ୍କ(RBI) ନଭେମ୍ବର ମାସ ପାଇଁ ଛୁଟି ତାଲିକା(Bank Holidays) ଜାରି କରିଛି। ଏହି ଲିଷ୍ଟ ଅନୁସାରେ, ମାସର ଦ୍ୱିତୀୟ ଓ ଚତୁର୍ଥ ଶନିବାର ଏବଂ ରବିବାରକୁ ମିଶାଇ ଚଳିତ ମାସରେ ୧୦ ଦିନ ବ୍ୟାଙ୍କ ବନ୍ଦ ରହିବ।
RBIର ଛୁଟି ତାଲିକା ଅନୁସାରେ, ଅକ୍ଟୋବରରେ ୨୧ ଦିନ ବ୍ୟାଙ୍କ ବନ୍ଦ ରହିବ। ଏହି ଛୁଟି ତାଲିକାରେ ରବିବାର, ଦ୍ୱିତୀୟ ଓ ଚତୁର୍ଥ ଶନିବାର ମଧ୍ୟ ସାମିଲ ରହିଛି।
ଯଦି ଆସନ୍ତା ବର୍ଷ ଜାନୁଆରୀ ମାସରେ ବ୍ୟାଙ୍କ୍ ସହ ଜଡ଼ିତ କିଛି କାମ ରହିଛି, ତା’ହେଲେ ଆପଣ ଏହା ପୂର୍ବରୁ ନିଶ୍ଚିତ ଭାବେ ଛୁଟି ଦିନର ଲିଷ୍ଟ୍ ଚେକ୍ କରି ନିଅନ୍ତୁ। କାରଣ ଆସନ୍ତା ଜାନୁଆରୀରେ ୪ କି ୬ ଦିନ ନୁହେଁ ବରଂ ୧୬ ଦିନ ବ୍ୟାଙ୍କ୍ ବନ୍ଦ ରହିବ।
ଅକ୍ଟୋବର ମାସରେ ଗାନ୍ଧୀ ଜୟନ୍ତୀ, ବାଲ୍ମୀକି ଜୟନ୍ତୀ, ନବରାତ୍ରୀ, ଦୁଶହରା, ଇଦ୍-ଏ-ମିଲାଦ ଭଳି ଅନେକ ଦିନରେ ବ୍ୟାଙ୍କ ଛୁଟି ରହିବ । ଏମାସରେ ପଡୁଥିବା କିଛି ଛୁଟି / ପର୍ବ ଏକ ନିର୍ଦ୍ଦିଷ୍ଟ ରାଜ୍ୟ କିମ୍ବା ଅଞ୍ଚଳ ସହିତ ଜଡିତ । ଅକ୍ଟୋବରରେ ୫ ଟି ରବିବାର ଛୁଟି ରହିବ । ଏହା ବ୍ୟତୀତ ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ଦିନ ବ୍ୟାଙ୍କଗୁଡ଼ିକ ମଧ୍ୟ ବନ୍ଦ ରହିବ ।
ଚେନ୍ନାଇ : ଚଳିତ ମାସରେ ବ୍ୟାଙ୍କ୍ କେବଳ ଗୁରୁବାର ଓ ଶୁକ୍ରବାର (ମହାବୀର ଜୟନ୍ତୀ ଏବଂ ଗୁଡ୍ ଫ୍ରାଇଡେ ଉପଲକ୍ଷେ) ବନ୍ଦ ରହିବ। ପୂର୍ବରୁ ବ୍ୟାଙ୍କ୍ ଗୁରୁବାର ଠାରୁ ଆରମ୍ଭ କରି ୫ଦିନ ଲଗାତାର ଛୁଟି ହେବା ନେଇ ସୋସିଆଲ୍ ମିଡ଼ିଆରେ ଯେଉଁ ପ୍ରଚାର ହୋଇଥିଲା, ତାହା ଭୁଲ୍। ସୋମବାର ଦିନ ସରକାରୀ ସୂତ୍ରରୁ ଏହି ସୂଚନା ମିଳିଛି। ଅଲ୍ ଇଣ୍ଡିଆ ବ୍ୟାଙ୍କ୍ ଅଫିସର୍ସ କନ୍ଫେଡେରେସନ୍ର ସାଧାରଣ ସମ୍ପାଦକ ଡି ଟୋମାସ୍ ଫ୍ରାଙ୍କୋ ରାଜେନ୍ଦ୍ର ଦେବ ଗଣମାଧମକୁ […]
ନୂଆଦିଲ୍ଲୀ : ବ୍ୟାଙ୍କ ସମ୍ବନ୍ଧୀୟ କିଛି ଜରୁରୀ କାମ ଥିଲେ, ଆଜି ଭିତରେ କାମ ଶେଷ କରିନିଅନ୍ତୁ । ଆଗାମୀ ୬ ଦିନ ପାଇଁ ବ୍ୟାଙ୍କ ବନ୍ଦ ରହିବ, ତେଣୁ ଜରୁରୀ କାମ କରିବାକୁ ସପ୍ତାହେ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିପାରେ । ଏପ୍ରିଲ ମାସରେ ବ୍ୟାଙ୍କ ଗୁଡ଼ିକର ଲମ୍ବା ଛୁଟି ରହିଛି । ଏଥିସହିତ ବ୍ୟାଙ୍କ କର୍ମଚାରୀ ସଂଘ ମଧ୍ୟ ବ୍ୟାଙ୍କ ଧର୍ମଘଟକୁ ଧମକ ଦେଇଛନ୍ତି। ଯଦି ACE ରେ ଧର୍ମଘଟ ହୁଏ, ତେବେ ବ୍ୟାଙ୍କିଂ […]