ଭୁବନେଶ୍ୱର: ବଂଶଧାରା ଜଳବିବାଦ ଟ୍ରିବ୍ୟୁନାଲ ନେରାଡିଠାରେ ଆନିକଟ ନିର୍ମାଣ ପାଇଁ ଆନ୍ଧ୍ରପ୍ରଦେଶକୁ ଅନୁମତି ଦେଇଛନ୍ତି । ଟ୍ରିବ୍ୟୁନାନାଲର ନିଷ୍ପତ୍ତି ଅନୁଯାୟୀ, ବ୍ୟାରେଜରେ ଦୁଇଟି ମୁଖ୍ୟ ସ୍ଲୁଇସ ଫାଟକ ରହିବ । ଆନ୍ଧ୍ରପ୍ରଦେଶର ଜଳସେଚନ ବ୍ୟବସ୍ଥା ପାଇଁ ବାମପଟେ ଓ ଓଡିଶା ପାଇଁ…