• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bansidhar Ila Panda Foundation

Shambhavi Puraskar
ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ ପକ୍ଷରୁ ସମ୍ଭାବୀ ପୁରସ୍କାର ପାଇଲେ ରଣଜିତ୍ ମାଝୀ

ସୁନ୍ଦରଗଡ଼ ଜିଲ୍ଲାର ୧୧୨ଟି ଗାଁର ଲୋକଙ୍କୁ ଜଙ୍ଗଲ ଜମି ଅଧିକାର ପ୍ରତି ସଶକ୍ତ କରିଥିଲେ ରଣଜିତ୍। ପରିବେଶ ସଂରକ୍ଷଣ ଓ ପୁନଃଦ୍ଧାର କ୍ଷେତ୍ରରେ ବି ସେ ପ୍ରୋତ୍ସାହିତ କରିଛନ୍ତି।

ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ
ଜଗଦୀଶ, ଜୟନ୍ତଙ୍କୁ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ

ଇମ୍ଫା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ଘୋଷିତ ହୋଇଛି। ଅକ୍ଟୋବର ମାସରେ ଅନୁଷ୍ଠିତ ହେବ ଶାରଳା ପୁରସ୍କାର ପ୍ରଦାନ ଉତ୍ସବ। ଶାରଳା ପୁରସ୍କାର ପ୍ରଦାନ ଉତ୍ସବରେ ଏହି ସମ୍ମାନ ପ୍ରଦାନ କରାଯିବ। ଇମ୍ଫା ଦ୍ୱାରା ପରିଚାଳିତ ଇମ୍ପା ଆନୁକୂଲ୍ୟରେ ୧୯୮୦ ମସିହାରୁ ପ୍ରତିବର୍ଷ ଶାରଳା ପୁରସ୍କାର ପ୍ରଦାନ କରାଯାଇ ଆସୁଛି।

ପାରମିତା ଶତପଥୀ
ପାରମିତା ଶତପଥୀଙ୍କୁ ମିଳିବ ଶାରଳା ପୁରସ୍କାର

କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ କୌଣସି ସମାରୋହ ଆୟୋଜନ କରାନଯାଇ ବ୍ୟକ୍ତିଗତ ଭାବେ ପୁରସ୍କାର ପ୍ରଦାନ କରାଯିବ। ଇମ୍ଫା ଦ୍ୱାରା ପରିଚାଳିତ ଇମ୍ପା ପକ୍ଷରୁ ଶାରଳା ପୁରସ୍କାର ପ୍ରଦାନ କରାଯାଉଛି।