ଗ୍ରାହକଙ୍କୁ ଦୁର୍ବ୍ୟବହାର ନେଇ ସୂଚନା ମିଳିଲେ । ବାଉନସରଙ୍କ ବିରୋଧରେ ହେବ ଆଇନଗତ କାର୍ଯ୍ୟାନୁଷ୍ଠାନ ।
ଦେହ ବ୍ୟବସାୟ ପାଇଁ ମନା କଲେ ବାର ମାଲିକ ଯୁବତୀଙ୍କୁ ମାଡ଼ ମାରୁଛନ୍ତି । ଠିକ୍ ସେମିତି ଜଣେ ଯୁବତୀ ବାର୍ ମାଲିକଙ୍କଠାରୁ ମାଡ଼ ଖାଇବା ପରେ ଏନେଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି ।
କିଛିଦିନ ଧରି ବାରରେ ନିୟୋଜିତ ବାଉନସରଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ଆକ୍ସନ ମୋଡ଼କୁ ଆସିଛି କମିଶନରେଟ ପୋଲିସ ।
ଚଢାଉ ପାଇଁଁ ଯାଇଥିବା ଖୋଦ୍ ବିଏମସି ଜୋନାଲ ଡେପୁଟି କମିଶନର ଅଶୁମାନ ରଥଙ୍କ ସହ ଲିଫ୍ଟରେ ଫସିଗଲେ ଆଉ ଜଣେ ବିଏମସି ସ୍ୱାସ୍ଥ୍ୟ ଅଧିକାରୀ।ଏମିତିକି ଲିଫ୍ଟର ଥିବା ଏମର୍ଜେନ୍ସି ଆଲାର୍ମ ଦେବା ସତ୍ତ୍ୱେ ସେଥିରୁ ମଧ୍ୟ ପାୱାର ବନ୍ଦ କରିଦେଇଥିଲେ ବାର କର୍ମଚାରୀ। ଫଳରେ ୪୦ମିନିଟ୍ ଧରି ଲିଫ୍ଟରେ ଫସିରହିଲେ ଚଢାଉ କରିବାକୁ ଯାଇଥିବା ସ୍କ୍ୱାଡ୍।