ଆଖି ତରାଟିଲା ଭଳି କାହିଁକି ଟିକେଟ୍ ଦର ଏଭଳି ବୃଦ୍ଧି କରିଛି OCA ? ଓସିଏ ସଂପାଦକ କହିଛନ୍ତି, ବାରବାଟୀ ଟିକେଟ ଦାମ ଅନ୍ୟ ରାଜ୍ୟ ତୁଳନାରେ କମ୍ ରହିଛି।
ବାରବାଟୀ ଷ୍ଟାଡିୟମର ନବକଳେବର ପ୍ରସଙ୍ଗକୁ ନେଇ ତେଜିଲା ରାଜନୀତି । ନିର୍ବାଚନ ଥିବାରୁ ତରବରିଆ ଭାବେ ତତକାଳୀନ ବିଜେଡି ସରକାର ବାରବାଟୀର ସଂପ୍ରସାରଣ ନେଇ ଶିଳାନ୍ୟାସ କରିଦେଲେ ।
ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ୱାନ୍ଡେ ମ୍ୟାଚ୍। ଫେବ୍ରୁଆରୀ ୯ ତାରିଖ ରବିବାର ଦିନ ଖେଳାଯିବ ୱାନ୍ ଡେ।
ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ ପ୍ରସ୍ତୁତ ନ ଥିବାରୁ ପ୍ରଥମ ଦୁଇଟି ମ୍ୟାଚ୍ ଅନ୍ୟ ଷ୍ଟାଡିୟମରେ ଖେଳାଯିବାର ସମ୍ଭାବନା ରହିଛି।
ପୁଣି ନୂଆ କରି ତିଆରି ହେବ ବାରବାଟୀ ଷ୍ଟାଡିୟମ୍। ବର୍ତ୍ତମାନର ଷ୍ଟାଡିୟମ୍ ଭଙ୍ଗାହେବ, ତାରି ସ୍ଥାନରେ ୭ ଶହ କୋଟି ଟଙ୍କା ବ୍ୟୟରେ ଠିଆହେବ ବିଶ୍ୱସ୍ତରୀୟ ବାରବାଟୀ ସ୍ପୋର୍ଟସ କମ୍ପ୍ଲେକ୍ସ।
ପୂରା ଭଙ୍ଗାହେବ, ସଂପୂର୍ଣ୍ଣ ନୂଆ ହେବ। ନୂଆ ରୂପରେ ଦେଖିବାକୁ ମିଳିବ କଟକ ବାରବାଟୀ ଷ୍ଟାଡିୟମ୍। ୭ ଶହ କୋଟି ଟଙ୍କାର ବ୍ୟୟବରାଦରେ ନୂଆ ଲୁକ୍ ପାଇବ ବାରବାଟୀ ଷ୍ଟାଡିୟମ।
ସଂପୂର୍ଣ୍ଣ ଭାବେ ଭଙ୍ଗାଯିବ ବାରବାଟୀ ଷ୍ଟାଡିୟମ। ନୂଆ କରି ତିଆରି ହେବ ଷ୍ଟାଡିୟମ। ଭଙ୍ଗାଯିବା ନେଇ ଓସିଏ ସଂପାଦକ ସଂଜୟ ବେହେରାଙ୍କ ସୂଚନା।
ପୁରୁଷ ହକି ବିଶ୍ୱକପ୍ର ଗ୍ରାଣ୍ଡ୍ ଓପନିଂ ସେରିମୋନିରେ ଦୁଲୁକିଲା କଟକ ବାରବାଟୀ ଷ୍ଟାଡିୟମ। ଉଭୟ ରଣବୀର ଏବଂ ଦିଶା ବଲିଉଡ ଗୀତରେ ଡ୍ୟାନ୍ସର ଜଲୱା ଦେଖାଇ ଥିବାବେଳେ, ଝୁମିଥିଲେ ବାରବାଟୀରେ ଉପସ୍ଥିତ ଦର୍ଶକ ଓ ଅତିଥି।
ବଲିଉଡ୍ ସୁପରଷ୍ଟାର ରଣବୀର ସିଂ, ସଙ୍ଗୀତ ନିର୍ଦ୍ଦେଶକ ପ୍ରୀତମ୍ ଏବଂ ଅଭିନେତ୍ରୀ ଦିଶା ପଟ୍ଟାନିଙ୍କ ସମେତ ବ୍ଲାକ ସ୍ୱାନ୍ ଗ୍ରୁପ୍ ଏହି ମହୋତ୍ସବର ମୁଖ୍ୟ ଆକର୍ଷଣ ହେବେ। ଓଲିଉଡ୍ ଷ୍ଟାର୍ କପଲ୍ ସବ୍ୟସାଚୀ ଓ ଅର୍ଚ୍ଚିତାଙ୍କ ଜବରଦସ୍ତ ଡ୍ୟାନ୍ସ ବି ଦେଖିବାକୁ ମିଳିବ।
୨୭ରେ ଗୁଜୁରାଟ ଜାଏଣ୍ଟକୁ ଭେଟିବ ଭିଲୱାରା କିଙ୍ଗ୍ସ । ୨୯ରେ ଇଣ୍ତିଆ କ୍ୟାପିଟାଲ୍ସ ଓ ମଣିପାଲ ଟାଇଗର୍ସ ମଧ୍ୟରେ ମୁକାବିଲା ।
ଆସନ୍ତା ୨୬, ୨୭ ଓ ୨୯ ତାରିଖ ପାଇଁ ମୋଟ ୮ ହଜାର ୪ଶହ ୨୧ ଟିକେଟ୍ ଅଫଲାଇନ୍ରେ ବିକ୍ରି ହେବ ।
ଏବେ ସୋସିଆଲ ମିଡିଆରେ ଏଭଳି ବହୁ ସଂଖ୍ୟାରେ ପାସ୍ ଘୁରିବୁଲିବା ପରେ ଏହାକୁ ନେଇ ମର୍ମାହତ ସାଧାରଣ କ୍ରିକେଟ୍ ପ୍ରେମୀ ।
ବାରବାଟୀ ମ୍ୟାଚ୍ରେ ଟିକେଟ୍ ନପାଇ ହଜାର ହଜାର ଦର୍ଶକ ନିରାଶ ହୋଇଥିବାବେଳେ ନକଲି ପାସ୍ରେ ଷ୍ଟାଡିୟମରେ ଶହ ଶହ ଏଣ୍ଟ୍ରି କରାଯାଇଥିବା ଅଭିଯୋଗ ହୋଇଛି ।
ଆଜି କଟକ ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ଟକ୍କର ହେବ । ଏନେଇ ଗତକାଲି ବାରବାଟୀରେ ଖେଳାଳିମାନେ ପ୍ରାକ୍ଟିସ୍ କରୁଥିଲେ । ମ୍ୟାଚ୍ ପାଇଁ ଖେଳିମାନେ କିପରି ଅଭ୍ୟାସ କରୁଥିଲେ ଦେଖନ୍ତୁ ।
ଆଜି ସଂଧ୍ୟା ୭ଟାରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା । ସିରିଜର ଦ୍ୱିତୀୟ ଟି-୨୦କୁ ନେଇ କ୍ରୀଡାପ୍ରେମୀଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ।
ଆଜି ପୋଲିସ ଡିଜି, ଟୁଇନି ସିଟି ପୋଲିସ କମିଶନର ଓ ଡିସିପି ବାରବାଟୀ ଯାଇ ବହୁସ୍ତରୀୟ କଡ଼ା ସୁରକ୍ଷା ବ୍ୟବସ୍ଥାର ତନ୍ନ ତନ୍ନ ଯାଞ୍ଚ୍ କରିଛନ୍ତି ।
କଡ଼ା ସୁରକ୍ଷା ମଧ୍ୟରେ ୨ଟି ସ୍ୱତନ୍ତ୍ର ବସ୍ରେ କଟକ ଯାତ୍ରା
ବାରବାଟୀରେ ମ୍ୟାଚ୍ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।
ବାରବାଟୀ ମୁକାବିଲା ପାଇଁ ୬୨ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଏନେଇ ପ୍ରେସ୍ମିଟ୍ରେ କଟକ ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି। ଷ୍ଟାଡିୟମ ଭିତରକୁ ପାଣି ବୋତଲ ଓ ବାହାର ଖାଦ୍ୟ ନେଇପାରିବେ ନାହିଁ।
ଦିନକ ପରେ ଅର୍ଥାତ୍ ୧୨ ତାରିଖରେ କଟକ ବାରବାଟୀ ଷ୍ଟାଡିୟମ୍ରେ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20 ମ୍ୟାଚ୍ ଖେଳାଯିବ। ଏଥିପାଇଁ ଆଜି ଭୁବନେଶ୍ୱରରେ ଦୁଇ ଦେଶର ଖେଳାଳି ପହଞ୍ଚିଛନ୍ତି।
ବାରବାଟୀ ଟିକେଟ୍ ବ୍ଲାକ୍ କରିବାକୁ ଦୁବୃର୍ତ୍ତ ଆପଣାଇଛନ୍ତି ଡିଜିଟାଲ ଫର୍ମୁଲା । OLXରେ ବିଜ୍ଞାପନ ଦେଇ ବିକୁଛନ୍ତି ଚଢ଼ା ଦରରେ ଟିକେଟ୍ ।