୨୦୧୪ରେ ମୋଦି ଓ ବାରାକ୍ ଓବାମାଙ୍କ ସାକ୍ଷାତକାର ସମୟର ଏକ ବିଶେଷ ଘଟଣା ସେୟାର କରିଛନ୍ତି ପୂର୍ବତନ ବୈଦେଶିକ ସଚିବ ତଥା ବର୍ତ୍ତମାନର ଆମେରିକାରେ ଥିବା ଭାରତୀୟ ରାଷ୍ଟ୍ରଦୂତ ବିନୟ କ୍ୱାତ୍ରା।
ରୁଷିଆ ପ୍ରବେଶ ଉପରେ ବ୍ୟାନ୍ ଲଗାଇଲେ ପୁଟିନ୍ ସରକାର । ରାଷ୍ଟ୍ରପତି ବାଇଡେନଙ୍କ ରୁଷିଆ ବିରୋଧୀ ନୀତିକୁ ନେଇ କଟକଣା ।
ନିଜ ବୈବାହିକ ଜୀବନକୁ ନେଇ ମିସେଲ ଓବାମା ଏମିତି କହିଛନ୍ତି ଯାହା ସମସ୍ତଙ୍କୁ ଭାବପ୍ରବଣ କରିଦେବ। ସେ ତାଙ୍କ ସ୍ୱାମୀଙ୍କୁ ନିଜ ଘର ବୋଲି କହିଛନ୍ତି। ବୈବାହିକ ଜୀବନ ସୁରୁଖୁରୁରେ ଚାଲିବା ପାଇଁ ଦେଇଛନ୍ତି ଏମିତି ଉପଦେଶ।