ତେବେ ବିରାଟ କଣ ପାଇଁ ଖେଳିବେନି, ସେନେଇ ସେ ଟିମ୍ର ଅଧିନାୟକ ରୋହିତ ଶର୍ମାଙ୍କୁ ଜଣାଇଛନ୍ତି । ଯାହାକୁ ରୋହିତ ମଧ୍ୟ ସମର୍ଥନ ଜଣାଇଛନ୍ତି ।
ଘୋଷଣା ହୋଇଥିବା ୧୬ ଟିମ୍ରେ ଶୁବମନ ଗିଲ୍, ଯଶସ୍ୱୀ ଜୟସ୍ୱାଲ, ତିଲକ ବର୍ମା, ରିଙ୍କୁ ସିଂ ସ୍ଥାନ ପାଇଛନ୍ତି। ସେହିପରି ୨ ୱିକେଟ କିପର ଜିତେଶ ଶର୍ମା, ସଂଜୁ ସାମସନ୍ ମଧ୍ୟ ଦଳରେ ସ୍ଥାନ ପାଇଛନ୍ତି।
ସୁମିତ ରଣଜୀ ଦଳରୁ ବିଦା ହେବା ପରେ ତାଙ୍କ ସ୍ଥାନରେ ତାରିଣୀ ସାଙ୍କୁ ସ୍ଥାନ ମିଳିଛି । ଆସନ୍ତାକାଲିଠାରୁ ଓଡିଶା ଦଳ ବରୋଦା ବିପକ୍ଷରେ ରଣଜୀ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଏଭଳି ବୟସ ଜାଲିଆତି ଘଟଣା ନୂଆ ବିବାଦ ସୃଷ୍ଟି କରିଛି ।
ଭାରତୀୟ କ୍ରିକେଟ୍ ଇତିହାସର ସଫଳତମ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ଜର୍ସି ନଂ ୭ କୁ ଅବସର ଦେଇଛି BCCI ।
ଏହାରି ମଧ୍ୟରେ ସବୁଠାରୁ ବଡ଼ ପ୍ରଶ୍ନ ହେଉଛି ଟି-୨୦ ବିଶ୍ୱକପ୍ରେ ଭାରତୀୟ ଦଳର ଅଧିନାୟକ କିଏ ହେବେ। ତାହାକୁ ନେଇ ଏବେ ଚିତ୍ର ସ୍ପଷ୍ଟ ହୋଇନାହିଁ । ଯଦିଓ ରୋହିତ ଶର୍ମା ତିନୋଟି ଫର୍ମାଟରେ ଅଧିନାୟକ ଅଛନ୍ତି, କିନ୍ତୁ ବିଗତ ଏକ ବର୍ଷ ମଧ୍ୟରେ ସେ ଗୋଟିଏ ବି ଟି-୨୦ ମ୍ୟାଚ୍ ଖେଳିନାହାନ୍ତି।
କିନ୍ତୁ ୩୦-୩୫ ବର୍ଷ ତଳେ ଏପରି ସ୍ଥିତି ନଥିଲା । ଦିନ ଥିଲା ବିଶ୍ୱକପ୍ ଫାଇନାଲ ପାଇଁ ବିସିସିଆଇ ବସ୍ଙ୍କୁ ମାତ୍ର ଦୁଇଟି ପାସ୍ ମିଳିଥିଲା। ଭାବି ପାରୁଛନ୍ତି ସେ ଦିନର କଥା, ଆଉ ଏବେର ବିସିସିଆଇ ବସ୍ଙ୍କ କେତେ କ୍ଷମତା।
ଭାରତୀୟ ଦଳର ବିଶ୍ୱକପ ସ୍କ୍ୱାଡରେ ସ୍ଥାନ ପାଇଛନ୍ତି ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଆହତ କାରଣରୁ ବାମହାତୀ ସ୍ପିନର ଅକ୍ଷର ପଟେଲଙ୍କ ସ୍ଥାନରେ ତାଙ୍କୁ ୧୫ ଜଣିଆ ସ୍କ୍ୱାଡରେ ଦମଦାର ଏଣ୍ଟ୍ରି ମାରିଛନ୍ତି ଅଶ୍ୱିନ।
ଇନ୍ଦୋରରେ ଖେଳାଯାଉଥିବା ଦ୍ୱିତୀୟ ଦିନିକିଆରେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା ଅଷ୍ଟ୍ରେଲିଆ। ଆରମ୍ଭରୁ ଦମଦାର ବ୍ୟାଟିଂ କରିଥିଲା ଭାରତ। ଋତୁରାଜ ଗାଏକ୍ୱଡ୍ ୮ ରନ କରି ଆଉଟ ହେବା ପରେ ପାଳି ସମ୍ଭାଳିଥିଲେ ଗିଲ୍ ଓ ଆୟର।
ICC କ୍ରିକେଟ ବିଶ୍ୱକପ ୨୦୨୩ର ଆନ୍ଥେମ ‘ଦିଲ ଜଶନ ବୋଲେ’ ରିଲିଜ ହୋଇଛି ।
ଇଣ୍ଡିଆ ନାଁ ଇଂରେଜମାନେ ଦେଇଛନ୍ତି । ତେଣୁ ଏବେ ଭାରତ ରଖାଯାଉ । ଭାରତ ନାଁ ରଖାଗଲେ ଗର୍ବ ଅନୁଭବ ହେବ । ଆମେ ଭାରତୀୟ, ଆମକୁ ଭାରତ ନାଁ ଦରକାର ବୋଲି କହିଛନ୍ତି ସେହୱାଗ ।
ରୋହିତ ଶର୍ମାଙ୍କୁ ଅଧିନାୟକ ଦାୟିତ୍ୱ ମିଳିଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଉପଅଧିନାୟକ ଦାୟିତ୍ୱ ଦିଆଯାଇଛି ।
ପାକିସ୍ତାନ, ବାଂଲାଦେଶ ଓ ନେପାଳ ଏସିଆ କପ୍ ପାଇଁ ନିଜ ଦଳ ଘୋଷଣା କରିସାରିଥିବା ବେଳେ ଭାରତ ଓ ଶ୍ରୀଲଙ୍କା ଏବେଯାଏଁ ଦଳ ଘୋଷଣା କରିନାହାନ୍ତି ।
ବିସିସିଆଇ ପକ୍ଷରୁ ଘୋଷିତ ତାଲିକାରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି।
ଚେତନ ଶର୍ମାଙ୍କ ଇସ୍ତଫା ପରେ ଦୀର୍ଘଦିନ ପରେ ମୁଖ୍ୟ ଚୟନକର୍ତ୍ତା ପଦବୀ ଖାଲି ପଡ଼ିଥିଲା। ଶେଷରେ ଅଜିତ ଅଗରକରଙ୍କ ନାଁ ଉପରେ ଆଜି ମୋହର ମାରିଛି ବିସିସିଆଇ।
ନିଜ ପ୍ରଦର୍ଶନ ପାଇଁ ଲୋକପ୍ରିୟ ହୋଇଥିବା ଯଶସ୍ୱୀ ଦିନେ କ୍ରିକେଟ କୋଚିଂ ପାଇଁ ଗୁପଚୁପ ବିକୁଥିଲେ । ଖୋଦ୍ ନିଜେହିଁ ଏକଥା ସେ ଗଣମାଧ୍ୟମରେ କହିଛନ୍ତି।
ଭାରତର ପ୍ରତିବାଦ ପରେ ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା ୫୦ ଓଭର ବିଶିଷ୍ଟ ଏସିଆ କପ୍କୁ ଶ୍ରୀଲଙ୍କା ସ୍ଥାନାନ୍ତର କରାଯିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି।
ସିରାଜ BCCIକୁ ଦେଇଥିବା ସୂଚନାନୁଯାୟୀ ଜଣେ ବ୍ୟକ୍ତି ତାଙ୍କୁ ହ୍ୱାଟ୍ସଆପ୍ରେ ମେସେଜ୍ କରି ଟିମ୍ର ଭିତିରି କଥା ବିଷୟରେ ଜାଣିବାକୁ ଚେଷ୍ଟା କରୁଥିଲେ।
ଚର୍ଚ୍ଚାରେ ସୌରଭ ଗାଙ୍ଗୁଲି ଓ ବିରାଟ କୋହଲି ବିବାଦ । ପରସ୍ପରକୁ ଆଡ଼ ଆଖିରେ ଚାହୁଁନାହାନ୍ତି ଦୁଇ ପୂର୍ବତନ କ୍ୟାପଟେନ୍ । ସୋସିଆଲ ମିଡିଆରେ ବି ସ୍ପଷ୍ଟ ହୋଇଗଲା- ଚରମ ସ୍ଥିତିରେ ତିକ୍ତତା ।
୨୦୨୩ ସେପ୍ଟେମ୍ବର ପାକିସ୍ତାନରେ ଏସିଆ କପ୍ର ଆୟୋଜନ କରୁଛି । କିନ୍ତୁ ଭାରତ ନିଜ ମ୍ୟାଚ୍ ଗୁଡ଼ିକୁ ଅନ୍ୟ ଦେଶରେ ଖେଳିବ।
ଆଫ୍ରିଦି କହିଛନ୍ତି ଯେ, 'BCCI ଭଳି ଶକ୍ତିଶାଳୀ ବୋର୍ଡ ଶତ୍ରୁତା ଉପରେ ନୁହଁ ବରଂ ବନ୍ଧୁତା ଉପରେ ଧ୍ୟାନ ଦେବା ଉଚିତ୍' ।
ବିସିସିଆଇ ଟ୍ୱିଟ୍ କରିଥିବା ଭିଡିଓରେ କ୍ୟାପଟେନ ରୋହିତ ଶର୍ମା ସପୋର୍ଟ ଷ୍ଟାଫ୍ ସଦସ୍ୟମାନଙ୍କ ଦେହରେ ରଙ୍ଗ ଲଗାଇଛନ୍ତି । ଏହା ପରେ ବିରାଟ କୋହଲି ଏବଂ ରବୀନ୍ଦ୍ର ଜାଡେଜାଙ୍କ ସମେତ ଦଳର ସମସ୍ତ ଖେଳାଳି ରଙ୍ଗ ଲଗାଇ ହୋଲି ମନାଇଛନ୍ତି ।
ଚେତନ ତାଙ୍କ ଇସ୍ତଫା ପତ୍ରକୁ BCCI ସମ୍ପାଦକ ଜୟ ଶାହାଙ୍କ ନିକଟକୁ ପଠାଇଥିବା ଜଣାପଡ଼ିଛି । ଏକ ଭାଇରାଲ ଭିଡିଓ ପାଇଁ ବିବାଦକୁ ଆସିଥିଲେ ଚେତନ ଶର୍ମା ।
ଭାରତୀୟ କ୍ରିକେଟରମାନେ ନିଜକୁ ଫିଟ୍ ରଖିବା ପାଇଁ ଯନ୍ତ୍ରଣା ଉପଶମ ଇଞ୍ଜେକସନ୍ ନେଉଥିବା ବେଳେ ଟିମ୍ ଇଣ୍ଡିଆର ପୂର୍ବତନ କ୍ୟାପଟେନ ବିରାଟ କୋହଲି ଓ ବର୍ତ୍ତମାନର କ୍ୟାପଟେନ୍ ରୋହିତ ଶର୍ମାଙ୍କ ମଧ୍ୟରେ ଥିବା ସମ୍ପର୍କକୁ ନେଇ ବଡ଼ ଖୁଲାସା ହୋଇଛି।
ଭାରତୀୟ କ୍ରିକେଟରମାନେ ନିଜକୁ ଫିଟ୍ ରଖିବା ପାଇଁ ଯନ୍ତ୍ରଣା ଉପଶମ ଇଞ୍ଜେକସନ୍ ନେଉଥିବା ଜଣାପଡ଼ିଛି। ଆହତ ଥିବା ସତ୍ତ୍ୱେ ଦଳର ଚୟନ ବେଳେ ଫିଟ୍ ରହିବାକୁ ଏହି ଇଞ୍ଜେକସନ୍ ଉପରେ ସେମାନେ ନିର୍ଭର କରନ୍ତି ବୋଲି ବିସିସିଆଇ ମୁଖ୍ୟ ଚୟନକର୍ତ୍ତା ଚେତନ ଶର୍ମା କହିଛନ୍ତି।
ଚୟନ କମିଟିର ଅଧ୍ୟକ୍ଷ ପଦ ବଜାୟ ରଖିଛନ୍ତି ଚେତନ ଶର୍ମା।