ବ୍ରଡକାଷ୍ଟ ଇଞ୍ଜିନିୟରିଂ କନ୍ସଲଟାଣ୍ଟସ୍ ଇଣ୍ଡିଆ ଲିମିଟେଡ୍ (BECIL) ପକ୍ଷରୁ ଦିଲ୍ଲୀ ଏନ୍ସିଆର୍ର ସରକାରୀ ହସ୍ପିଟାଲରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯୋଗ୍ୟ ପ୍ରାର୍ଥୀମାନେ ଆସନ୍ତା ଫେବୃଆରୀ ମାସ ୨୮ ତାରିଖ ମଧ୍ୟରେ ଅନ୍ଲାଇନ୍ରେ ଆବେଦନ ଫର୍ମ ଦାଖଲ କରିପାରିବେ ।