ବଜ୍ରାସନ ହଜମ ପ୍ରକ୍ରିୟାକୁ ଉନ୍ନତ କରିବା ସହ ପିଠି ଓ ଅଣ୍ଟା ସମସ୍ୟାକୁ ଦୂରକରେ। ଖାଲି ଏତିକି ନୁହେଁ ଏହା ମଧ୍ୟ ମଧୁମେହ ରୋଗୀଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ତେବେ ଆସନ୍ତୁ ଜାଣିବା ଏହାର ପ୍ରକ୍ରିୟା।