• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bengaluru Airport

2 Indigo Planes Bengaluru Airport
ଧକ୍କା ହୋଇଥାନ୍ତା ୨ଟି ଉଡ଼ନ୍ତା ବିମାନ, ନିମିଷକେ ଚାଲି ଯାଇଥାନ୍ତା ୪୦୦ରୁ ଅଧିକ ଜୀବନ

ମଝି ଆକାଶରେ ୩ ହଜାର ଫୁଟ୍ ଉପରେ ଘଟିଥାନ୍ତା ବଡ଼ ଅଘଟଣ। ଆଉ ନିମିଷକେ ମଧ୍ୟରେ ଚାଲି ଯାଇଥାନ୍ତା ୪୦୦ରୁ ଅଧିକ ଜୀବନ। ଧକ୍କା ହୋଇଥାନ୍ତା ୨ଟି ଉଡ଼ନ୍ତା ବିମାନ। ହେଲେ ଦେବଦୂତ ସାଜି ରାଡାର୍ କଣ୍ଟ୍ରୋଲର୍ ୪୦୦ରୁ ଅଧିକ ଜୀବନ ବଞ୍ଚାଇ ଦେଇଛନ୍ତି। ଗତ ୭ ତାରିଖରେ ୨ଟି ଇଣ୍ଡିଗୋ ବିମାନ ବେଙ୍ଗାଲୁରୁର କେମ୍ପେଗ୍ୱାଡ଼ା ଅର୍ନ୍ତଜାତୀୟ ବିମାନ ବନ୍ଦରରୁ ଉଡ଼ାଣ ଆରମ୍ଭ କରିବା ପରେ ମଝି ଆକାଶରେ ଧକ୍କା ହେବାରୁ ଅଳ୍ପକେ ବର୍ତ୍ତି ଯାଇଥିଲା। କାହିଁକି ଏଭଳି ଅଘଟଣ ଘଟିଲା, ତା’ର ପ୍ରକୃତ କାରଣ ଏବେ ସାମ୍ନାକୁ ଆସିଛି।