• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Berhampur Bus Stand

Brahampur bus stand
ଅବହେଳିତ ଅବସ୍ଥାରେ ବ୍ରହ୍ମପୁର ବସ୍‌ଷ୍ଟାଣ୍ଡ: ଶହ ଶହ ବସ୍‌କୁ ଅଳ୍ପ ଯାଗା

ଓଡ଼ିଶାର ଅନ୍ୟତମ ବୃହତ୍ତମ ସହର ତଥା ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର ବ୍ରହ୍ମପୁର ସହରରେ ଏବେ ଅବହେଳିତ ଅବସ୍ଥାରେ ରହିଛି ବସ୍‌ଷ୍ଟାଣ୍ଡ । ସିଟି ବସ୍‌ଷ୍ଟାଣ୍ଡ ନାମରେ ନାମିତ ଏହି ବସ୍‌ଷ୍ଟାଣ୍ଡରେ ଆବଶ୍ୟକୀୟ ସ୍ଥାନ ନାହିଁ । ଯାତ୍ରୀଙ୍କ ସୁବିଧା ଲାଗି ତୁରନ୍ତ ଅନ୍ୟ ଏକ ବସ୍‌ଷ୍ଟାଣ୍ଡର ଆବଶ୍ୟକତା ରହିଛି ବୋଲି ସହରବାସୀ କହିଛନ୍ତି ।

bus terminal in Brahmapur life defang after 7 years
କାହା ପାଇଁ ଏତେ ବଡ଼ ବସଷ୍ଟାଣ୍ଡ ? ଉଦଘାଟନର ୭ ବର୍ଷ ପରେ ବି କାମରେ ଲାଗୁନି 

ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ବ୍ରହ୍ମପୁର। ଜନଗହଳି ଓ କୋଳାହଳପୂର୍ଣ୍ଣ ଏହି ନଗରୀ । ବଢି ଚାଲିଥିବା ଜନସଂଖ୍ୟା ଓ ବିପର୍ଯ୍ୟସ୍ତ ଟ୍ରାଫିକ୍ ସମସ୍ୟା ସଜାଡ଼ିବାକୁ ସହର ଉପକଣ୍ଠ ହଳଦିଆପଦରରେ ୨୦୧୬ରେ ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ।