ମୁଁ ଏ ଘରୁ ଯେତିକି ନିର୍ଯାତନା ପାଇଛି, ମୁଁ ଆଦୌ ଭୁଲିପାରୁନି। କେବଳ ଗର୍ଭପାତକୁ ଛାଡିଦେଲେ ମୋ ସ୍ୱାମୀ କେବେ ହାତ ଉଠାଇ ମାରିନାହନ୍ତି କି କଷ୍ଟ ଦେଇନାହାନ୍ତି।
ଏହାକୁ ଚାଲେଞ୍ଜ କରିଛନ୍ତି ତପସ୍ବିନୀଙ୍କ ସ୍ୱାମୀ ସୁମିତ ସାହୁ। ଏନେଇ ସେ ଉପର କୋର୍ଟ ତଥା ଜିଲ୍ଲା ଦୌରାଜଜଙ୍କ କୋର୍ଟକୁ ଯାଇଛନ୍ତି ସୁମିତ। ବିବାହର ସତ୍ୟତାକୁ ନେଇ ସୁମିତଙ୍କ ଓକିଲ ଜିଲ୍ଲା ଦୌରାଜଜଙ୍କ କୋର୍ଟକୁ ଯାଇଛନ୍ତି।
ବହୁଚର୍ଚ୍ଚିତ ବ୍ରହ୍ମପୁରର ତପସ୍ବିନୀ ବିବାଦ ମାମଲାରେ ଆଜି ପ୍ରତିକ୍ରିୟା ରଖି ଡାକ୍ତର ସୁମିତ ସାହୁ କହିଛନ୍ତି ଯେ- ସ୍ତ୍ରୀ ତପସ୍ୱିନୀ ତାଙ୍କୁ ସମ୍ପୂର୍ଣ୍ଣ ବରବାଦ୍ କରିଦେଇଛନ୍ତି।
ଅସୁସ୍ଥତା ଭିତରେ ସାଙ୍ଗ ଓ ପରିବାରକୁ ଜଣାଇ ଘର ଖୋଜା ଚାଲିଛି । ଖୁବ ଶୀଘ୍ର ଘର ମିଳଯାଇପାରେ । ହେଲେ ତାଙ୍କ ବିରୋଧରେ ଆସିଥିବା ସମସ୍ତ ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ ।
ପୋଲିସ ମଧ୍ୟ ତାଙ୍କ ବିରୋଧରେ କୌଣସି ପଦକ୍ଷେପ ନେଇପାରୁନି। କିନ୍ତୁ ଶ୍ୱଶୁର ଗୋଟିଏ ଭୁଲି ଯାଉଛନ୍ତି ଯେ, ସେ ନିଜେ ମଧ୍ୟ ଲଭ୍ ମ୍ୟାରେଜ୍ କରିଥିଲେ।