• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bhadrak

drawn-in river
ବୈତରଣୀ ନଦୀରେ ବୁଡ଼ି ୩ ଜଣଙ୍କ ମୃତ୍ୟୁ

ଭଦ୍ରକ : ଭଦ୍ରକରେ ଅଘଟଣ। ବୈତରଣୀ ନଦୀରେ ବୁଡ଼ି ୩ ଜଣଙ୍କ ମୃତ୍ୟୁ। ନେରଡ଼ା ନିକଟରେ ଗାଧୋଇଲା ବେଳେ ଏମାନେ ସମସ୍ତେ ବୁଡ଼ି ଯାଇଛନ୍ତି। ମୃତକ ବାଳକମାନେ ହେଲେ ଜଗନ୍ନାଥ ବୋଇତେଇ, ଦିପ୍ତିରଂଜନ ବୋଇତେଇ ଓ କୁନା ଭୋଳ। ମୃତ ୩ ଜଣ ଯାକ ସ୍ଥାନୀୟ ବୋଇତେଇ ସାହିର ବୋଲି ଜଣାପଡିଛି। ବେଆଇନ ବାଲି ଉଠାଣ ଯୋଗୁଁ ନଦୀରେ ସୃଷ୍ଟି ହୋଇଥିବା ଗଣ୍ଡରେ ବୁଡି ଏମାନଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ […]

Bhadrak
ଶ୍ରୀରାମ ନବମୀ ମହୋତ୍ସବ ପାଇଁ ଚଳଚଞ୍ଚଳ ଭଦ୍ରକ

ଭଦ୍ରକ: ୧୪୪ ଧାରା ଜାରି ସତ୍ତ୍ୱେ ଶ୍ରୀରାମ ନବମୀ ମହୋତ୍ସବ ପାଇଁ ଚଳଚଞ୍ଚଳ ଭଦ୍ରକ ସହର। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରୁଟକୁ  ନେଇ ଲାଗିଥିବା କଟକଣା ହଟିବା ପରେ ଗତକାଲି ପୂର୍ବ ନିର୍ଦ୍ଧାରିତ ବାଟ ଦେଇ କଳସ ଶୋଭାଯାତ୍ରା ହୋଇଥିଲା। ୨ ହଜାରରୁ ଅଧିକ ମହିଳା ହନୁମାନ ଘାଟରୁ କଳସ ବୁଡ଼େଇ ଗାନ୍ଧିପଡ଼ିଆ ମହାଯଜ୍ଞସ୍ଥଳୀକୁ ଫେରିଥିଲେ। ଘଟ ସ୍ଥାପନ ପରେ ଗାନ୍ଧିପଡ଼ିଆରେ ଆରମ୍ଭ ହୋଇଥିବା ମହାଯଜ୍ଞ ଆସନ୍ତାକାଲି ଅର୍ଥାତ୍ ରାମ ନବମୀରେ ଶେଷ ହେବ। ପୂର୍ଣ୍ଣାହୂତି ସହ […]

Bhadrak Bird
ପକ୍ଷୀଙ୍କ ପ୍ରେମରେ ଡାକ କର୍ମଚାରୀ

ଗ୍ରାମୀଣ ଡାକ ସେବକ ଭଳି ଏକ ଗୁରୁ ଦାୟିତ୍ୱରେ ଥିଲେ ମଧ୍ୟ ପକ୍ଷୀ ମାନଙ୍କ ପ୍ରତି ତାଙ୍କର ଭଲ ପାଇବା ସଷ୍ଟ ବାରି ହୋଇ ପଡୁଛି । ନିଜର ଦୈନନ୍ଦିନ ଜୀବନରୁ ଟିକିଏ ସମୟ ପାଇଲେ କିଏ ପରିବାର ସହିତ ସମୟ ଅତିବାହିତ କରୁଥିବା ବେଳେ ସେ କିନ୍ତୁ ନିଜର ପରିବାର କହୁଥିବା ପକ୍ଷୀଙ୍କ କାମରେ ଲାଗି ପଡନ୍ତି ।

Paralysed Youth
‘ମୋ ଉପରେ ଦୟାକର, ମୋ ପୁଅକୁ ବଞ୍ଚାଇ ଦିଅ’

ଯେଉଁ ବୟସରେ ଘରେ ବସି ପୁଅବୋହୂଙ୍କ ସେବା ପାଇବା କଥା, ସେହି ବୟସରେ ବିଛଣାରେ ପଡ଼ିଥିବା ପୁଅର ସେବାରେ କଟୁଛି ସମୟ। ରୋଜଗାରିଆ ପୁଅ ଏବେ ଶଯ୍ୟାଶାୟୀ। ଦିନ ମଜୁରିଆ ପୁଅ ବିଛଣାରେ ପଡ଼ିବା ପରେ ପର ଦୁଆରେ ହାତପାତି ଯାହା ପାଉଛନ୍ତି, ସେଥିରେ ଚଳୁଛନ୍ତି । ଚିକିତ୍ସା କଥା ପଚାରେ କିଏ ? ଏବେ ସରକାରୀ ସହାୟତାକୁ ଅପେକ୍ଷା . . .

Bhadrak Farmer Problem
ବର୍ଷା ନାହିଁ, ଜମି ଫାଟି ଆଁ କଲାଣି: ମୁଣ୍ଡରେ ହାତ ଦେଇ ବସିଛି ଚାଷୀ

ଆଷାଢ ସରିବାକୁ ବସିଲାଣି, ଆଗକୁ ଶ୍ରାବଣ ହେଲେ ଚାଷ ଜମି ଫାଟି ଆଁ କଲାଣି, ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲାର ବିଭିନ୍ନ ବ୍ଲକର ଚାଷ ଜମରେ। ଜିଲ୍ଲାରେ ଜୁନ ମାସରେ ସ୍ୱାଭାବିକଠାରୁ ଆଧା ପରିମାଣରେ ବର୍ଷା ହୋଇଛି। ନିଅଣ୍ଟିଆ ବର୍ଷାକୁ ନେଇ ଚାଷୀ କୂଳ ହତାଶ। କୃଷି ବିଭାଗର ସୂଚନା ଅନୁଯାୟୀ ୧୯୮ ମିଲିମିଟର ବର୍ଷା ହେବା କଥା , ହେଲେ ହୋଇଛି ୧୦୨ ମିଲିମିଟର ବର୍ଷା

vlcsnap-error961
କରୋନା ଉଜାଡ଼ି ଦେଲା ସଂସାର, ଅନାଥ ହୋଇଗଲେ କୁନି କୁନି ପିଲା...

ଭଦ୍ରକ: ସୁନା ସଂସାର, ଆଉ ହସଖେଳ ଭରା ପରିବାକୁ ଚୁରମାର କରିଦେଇଛି ମହାମାରୀ କରୋନା । ଦଇବ ଏଭଳି କ୍ରୁର ହସ ହସିଛି ଯେ ଭଲମନ୍ଦ ବୁଝିବା ଆଗରୁ ଅସରନ୍ତି ଦୁଃଖ ଆଉ ଦୁର୍ଦ୍ଦଶାକୁ ଠେଲି ହୋଇଯାଇଛି । ଅନେକ ଶିଶୁଙ୍କ…

vlcsnap-error847
୮ ବର୍ଷ ତଳେ ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ, ଏଯାଏଁ ସରିନି ପୋଲ କାମ ! ୧୨ଟି ପଞ୍ଚାୟତବାସୀ ହନ୍ତସନ୍ତ

ଭଦ୍ରକ: କାର୍ଯ୍ୟକ୍ଷମ ହୋଇପାରୁନି ଭଦ୍ରକ ଜିଲ୍ଲାର ମନ୍ତେଇ ବ୍ରିଜ୍ । ମୁଖ୍ୟମନ୍ତ୍ରୀଙ୍କ ଶିଳାନ୍ୟାସକୁ ୮ ବର୍ଷ ବିତିଥିଲେ ବି ଅଧପନ୍ତରିଆ ପଡିଛି କାମ । ଜିଲ୍ଲାର ତିହିଡି ଓ ବାସୁଦେବପୁର ବ୍ଲକକୁ ସଂଯୋଗ କରିବା ପାଇଁ ବହୁ ଦାବି ପରେ ମନ୍ତେଇ…