ଭାରତ ବନ୍ଦ ବେଳେ ଅଭାବନୀୟ ଘଟଣା । ପାଟନାର ସବ୍ ଡିଭିଜିନାଲ ମାଜିଷ୍ଟ୍ରେଟଙ୍କୁ ଲାଠିରେ ପିଟିଛି ପୋଲିସ।
ଏସସି-ଏସଟି ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛନ୍ତି ବିଭିନ୍ନ ଦଳିତ ସଂଗଠନ। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଲାଣି ବନ୍ଦ ପ୍ରଭାବ।
କୃଷକ ସଂଗଠନର ଏହି ଆନ୍ଦୋଳନ ଡାକରାରେ କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନ୍ ମାନଙ୍କର ମିଳିତ ମଞ୍ଚ, ସ୍ୱାଧୀନ ଫେଡେରେସନ୍ ସମୁହ ସାମିଲ ହୋଇଛନ୍ତି।
ଆସନ୍ତାକାଲି ଭାରତ ବନ୍ଦ । ପଞ୍ଜାବରୁ ଯାଉଥିବା ଶତାଧିକ ଚାଷୀଙ୍କୁ ଅମ୍ବାଲା ନିକଟ ହରିୟାଣା ସୀମାରେ ଅଟକାଇ ଦିଆଯାଇଥିବା ବେଳେ ଭାରତ ବନ୍ଦର ଡାକରା ଆସିଛି ।
ଅଗ୍ନିପଥ ଯୋଜନାକୁ ବିରୋଧ କରି ଦେଶ ଭିତରେ ହିଂସକାଣ୍ଡ ଭିଆଇବା ଅଭିଯୋଗରେ ଏପର୍ଯ୍ୟନ୍ତ ୮୦୪ ଅଭିଯୁକ୍ତ ଗିରଫ ହେଲେଣି । ଅଗ୍ନିପଥ ଯୋଜନାକୁ ବିରୋଧ କରି ଆଜି ବିଭିନ୍ନ ସଂଗଠନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି ।
ସାରା ଦେଶରେ ଜାତିଭିତ୍ତିକ ଜନଗଣନା ଦାବିରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଜାତିଭିତ୍ତିକ ଜନଗଣନା ନେଇ ଅନେକ ରାଜ୍ୟ ଦାବି କରିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ଏନେଇ କେନ୍ଦ୍ର ସରକାର କୌଣସି ନିଷ୍ପତ୍ତି ଗ୍ରହଣ କରି ନାହାନ୍ତି।
ଭାରତ ବନ୍ଦର ଆଜି ଦ୍ୱିତୀୟ ଦିନ । ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ ପକ୍ଷରୁ ଗତକାଲି ଏବଂ ଆଜି ୨ ଦିନିଆ ବନ୍ଦ ଡାକରା ଦିଆଯାଇଛି ।
ଆଜି କେରଳ ହାଇକୋର୍ଟ ସରକାରୀ କର୍ମଚାରୀଙ୍କୁ ଟ୍ରେଡ ୟୁନିଅନ ଡାକରା ଦେଇଥିବା ୪୮ ଘଣ୍ଟିଆ ଦେଶବ୍ୟାପୀ ବନ୍ଦରେ ଭାଗ ନେବାକୁ ବାରଣ କରିଛନ୍ତି। ହାଇକୋର୍ଟଙ୍କ ଅନୁଯାୟୀ ସରକାରୀ କର୍ମଚାରୀମାନେ ଶ୍ରମିକଙ୍କ ଆଭିମୁଖ୍ୟରେ ଆସନ୍ତି ନାହିଁ ଏବଂ ଧର୍ମଘଟରେ ସେମାନଙ୍କର ଅଂଶଗ୍ରହଣ କରିବା ନିୟମ ବିରୁଦ୍ଧ ଅଟେ।
ଅଟକିଲା ଟ୍ରେନ୍...ଅଟକିଲା ବସ୍...କେଉଁଠି ପେଟ୍ରୋଲ ପମ୍ପ ଆଗରେ ଲମ୍ବା ଲାଇନ୍ ତ ଆଉ କେଉଁଠି ରାସ୍ତାରେ ଅପେକ୍ଷା କରିଛନ୍ତି ଲୋକେ। ଭାରତ ବନ୍ଦ ଡାକରା ଯୋଗୁ ଆଜି ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି।
ଆଜିଠୁ ଦୁଇ ଦିନିଆ ଭାରତ ବନ୍ଦ । ୧୨ ଦଫା ଦାବି ନେଇ ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ଭାରତ ବନ୍ଦ ଡାକରା ଦେଇଛି କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ । ଜାଣନ୍ତୁ କଣ ଖୋଲା ରହିବ ଆଉ କଣ ବନ୍ଦ ରହିବ?
ଭାରତ ବନ୍ଦକୁ ନେଇ ଗତକାଲି ରାତିରୁ ପେଟ୍ରୋଲ ପମ୍ପରେ ଲୋକଙ୍କ ପ୍ରବଳ ଗହଳି ଦେଖିବାକୁ ମିଳିଛି। ଘଣ୍ଟା ଘଣ୍ଟା ଧରି ଲାଇନ୍ରେ ଛିଡ଼ା ହୋଇ ଗାଡ଼ିରେ ତେଲ ପକାଉଛନ୍ତି ଲୋକେ।
ଭାରତ ବନ୍ଦକୁ ଦୃଷ୍ଟିରେ ରଖି ବିଭିନ୍ନ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦୁଇ ଦିନ ପାଇଁ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି ।
ଆଜିଠୁ ଦୁଇ ଦିନିଆ ଭାରତ ବନ୍ଦ । ୧୨ ଦଫା ଦାବି ନେଇ ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ଭାରତ ବନ୍ଦ ଡାକରା ଦେଇଛି କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ ।
ଆସନ୍ତାକାଲି ଏବଂ ମାର୍ଚ୍ଚ ୨୯, ୨ ଦିନ ପାଇଁ ଭାରତ ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ନୀତିକୁ ବିରୋଧ କରି କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ ଦେଶବ୍ୟାପୀ ଏହି ବନ୍ଦ ଡାକରା ଦେଇଛି।
ଯୁଆଡେ ଅନାଇଲେ କାର୍ ଆଉ କାର୍ । ଆଖି ପାଉଥିବା ଯାଏଁ ଲମ୍ବିଛି ଲାଇନ୍ । ଭାରତ ବନ୍ଦ ଯୋଗୁଁ ଯାତାୟତରେ ଗୁରୁତର ବାଧା । ଏଭଳି ଚିତ୍ର ଦେଖିବାକୁ ମିଳିଛି ଦିଲ୍ଲୀ-ଗୁରୁଗ୍ରାମ ରାଜକୋରି ବର୍ଡରରେ ।
କୃଷକ ସଂଗଠନ ପକ୍ଷରୁ ଡକାଯାଇଥିବା ଏହି ଭାରତ ବନ୍ଦ ଡାକରା ସମୟରେ ତାମିଲନାଡୁର ଚେନ୍ନାଇରେ ହଙ୍ଗାମା ଦେଖିବାକୁ ମିଳିଛି। ଆନ୍ଦୋଳନକାରୀମାନେ ବ୍ୟାରିକେଡ୍ ଭାଙ୍ଗି ଦେଇଛନ୍ତି। ଫଳରେ ପୋଲିସ୍ ଅନେକ ଆନ୍ଦୋଳନକାରୀଙ୍କୁ ଉଠାଇ ନେଇଥିବା ଜଣାପଡ଼ିଛି।
ଭାରତ ବନ୍ଦ ଫଳରେ ହନ୍ତସନ୍ତ ଯାତ୍ରୀ । ଭୁବନେଶ୍ୱର, ବାଲେଶ୍ୱର, ରାଉରକେଲା, କଟକ ଭଳି ବିଭିନ୍ନ ସହରରେ ଆଜି ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ରେଳ ଷ୍ଟେସନରେ ଯାତ୍ରୀ ଓହ୍ଲାଇବା ପରେ ଘରକୁ ଯିବା ପାଇଁ କୌଣସି ଗାଡ଼ି ମିଳିନି । ଫଳରେ ଲୋକେ ଚାଲି ଚାଲି ଯାଉଥିବା ଦେଖିବାକୁ ମିଳିଛି ।
ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ହୋଇଥିବା ୩ କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ଏହି ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ଆରମ୍ଭ ହୋଇଥିବା ଏହି ବନ୍ଦ ପାଳନ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଚାଲିବ।
ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଆସନ୍ତାକାଲି ଦିଆଯାଇଛି ଭାରତ ବନ୍ଦ ଡାକରା । ସକାଳ ୬ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନ୍ଦ ପାଳନ ପାଇଁ ଦେଶବ୍ୟାପୀ ଆହ୍ୱାନ ଦେଇଛି କିଷାନ ମୋର୍ଚ୍ଚା ।
କେନ୍ଦ୍ର ସରକାରଙ୍କ ୩ଟି କୃଷି ଆଇନ୍ ବିରୋଧରେ ସେପ୍ଟେମ୍ବର ୨୭ରେ ସଂଯୁକ୍ତ କିଷାନ ମୋର୍ଚ୍ଚା ଭାରତ ବନ୍ଦ ଡାକରା ଦେଇଛି। ୪୦ଟି କିଷାନ ସଂଗଠନକୁ ନେଇ ଗଠିତ ସଂଯୁକ୍ତ କିଷାନ ମୋର୍ଚ୍ଚାର ଏହି ବନ୍ଦ ଡାକରାରେ ସାମିଲ ହେବା ପାଇଁ ଲୋକଙ୍କୁ ଅପିଲ କରିଛି।
A candid chat with our favorite celebreties and the recent news, rumors and gossip that surround them. This show entails a lot of fun questions and the
A candid chat with our favorite celebreties and the recent news, rumors and gossip that surround them. This show entails a lot of fun questions and the
A candid chat with our favorite celebreties and the recent news, rumors and gossip that surround them. This show entails a lot of fun questions and the
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
The highest rated show among all Odia news television which focuses on analysing the socio-political issues. Famous Ollywood Actor Kuna Tripathy presents