କେନ୍ଦ୍ର ବୟନ ଶିଳ୍ପ ମନ୍ତ୍ରୀ ଗିରିରାଜ ସିଂଙ୍କ ବଡ଼ ବୟାନ । ନିଜ ସଂସଦୀୟ କ୍ଷେତ୍ର ବେଗୁସରାଇରେ ବଡ଼ ମନ୍ତବ୍ୟ ରଖିଲେ । ନବୀନ ପଟ୍ଟନାୟକ ଓ ନୀତିଶ କୁମାରଙ୍କୁ ଭାରତରତ୍ନ ମିଳୁ କହିଲେ।
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ନେତୃତ୍ବରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି ।
ଦେଶ ପାଇଁ ମଧୁବାବୁଙ୍କ ଅବଦାନ ଅତୁଳନୀୟ। ସଂସଦ ଭବନ ପରିସରରେ ମଧୁବାବୁଙ୍କ ପ୍ରତିମୂର୍ତ୍ତି ସ୍ଥାପନ, ମରଣୋତ୍ତର ଭାବେ ଭାରତ ରତ୍ନ ପ୍ରଦାନ ଦାବି। ରାଷ୍ଟ୍ରପତିଙ୍କୁ ଭେଟି ଦାବି କଲେ ଉତ୍କଳ ସମ୍ମିଳନୀ ସଭାପତି।
ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଡଭାନୀଙ୍କ ଦିଲ୍ଲୀ ସ୍ଥିତ ବାସଭବନକୁ ଯାଇ ତାଙ୍କୁ ସର୍ବୋଚ୍ଚ ବେସାମରିକ ସମ୍ମାନ 'ଭାରତ ରତ୍ନ' ପ୍ରଦାନ କରିଛନ୍ତି ।
ଚଳିତ ବର୍ଷ ଭାରତ ରତ୍ନ ସମ୍ମାନ ପାଇଁ ପାଞ୍ଚ ଜଣଙ୍କ ନାମ ଘୋଷଣା ହୋଇଥିବା ବେଳେ ଆଜି ୪ ଜଣଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ପ୍ରଦାନ କରାଯାଇଛି।
ମୋଦି ସରକାରଙ୍କ ଐତିହାସିିକ ଘୋଷଣା । ଭାରତର ତିନି ବରପୁତ୍ରଙ୍କୁ ଭାରତରତ୍ନ ସମ୍ମାନରେ ସମ୍ମାନିତ କରାଯିବ।
ଦେଶର ଆଉ ୩ ମହାନ ବ୍ୟକ୍ତିତ୍ୱଙ୍କୁ ମିଳିବ ଭାରତ ରତ୍ନ । ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହ, ପି.ଭି. ନରସିଂହ ରାଓ ଓ କୃଷି ବିଜ୍ଞାନୀ ଡକ୍ଟର ଏମ୍.ଏସ୍ ସ୍ୱାମୀନାଥନଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଦିଆଯିବା ନେଇ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର ।
ବିଶିଷ୍ଟ କୃଷି ବୈଜ୍ଞାନିକ ଡକ୍ଟର ଏମଏସ ସ୍ୱାମୀନାଥନଙ୍କୁ ମଧ୍ୟ ମିଳିବ ଭାରତ ରତ୍ନ । କୃଷକଙ୍କ କଲ୍ୟାଣ ଓ କୃଷି କ୍ଷେତ୍ର ପ୍ରତି ତାଙ୍କର ଅତୁଳନୀୟ ଅବଦାନ ପାଇଁ ଭାରତ ରତ୍ନରେ ସମ୍ମାନିତ କରାଯିବ ।
ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିହ୍ମା ରାଓ ଓ ଚୌଧୁରୀ ଚରଣ ସିଂହଙ୍କୁ ମିଳିବ ସମ୍ମାନଜନକ ଭାରତ ରତ୍ନ।
ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବିଜେପି ଭେଟେରାନ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ। ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନରେ ସମ୍ମାନିତ ହେବେ ଆଡଭାନୀ।
ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବିଜେପି ଭେଟେରାନ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ। ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନରେ ସମ୍ମାନିତ ହେବେ ଆଡଭାନୀ।
ମରଣୋତ୍ତର ଭାବେ ଏହି ସମ୍ମାନ ଦିଆ ନ ଯିବାକୁ ସ୍ଥିର କରାଯାଇଥିଲେ ହେଁ ପରେ ଏଥିରେ ସଂଶୋଧନ କରାଯାଇ ମରଣୋତ୍ତର ବ୍ୟକ୍ତିବିଶେଷଙ୍କୁ ମଧ୍ୟ ଏହା ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା ।
ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ ସମ୍ମାନ। ଏନେଇ ଏକ୍ସରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।