ଇ କର୍ମସ କମ୍ପାନୀ ଫ୍ଲିପକାର୍ଟ ଗତ ବର୍ଷ UPI ସେବାର ପରୀକ୍ଷଣ କରିଥିଲା।
ଏହି ଅବସରରେ ଭାରତ ଓ ୟୁଏଇ ମଧ୍ୟରେ ଦ୍ୱିପାକ୍ଷିକ ନିବେଶ ରାଜିନାମା ସ୍ୱାକ୍ଷରିତ ହୋଇଛି।
UPI Not Working: ୟୁପିଆଇ (UPI) ବ୍ୟବହାରକାରୀମାନେ ବେଳେବେଳେ ପେମେଣ୍ଟ ଦେବାରେ ଅସୁବିଧାର ସମ୍ମୁଖୀନ ହୁଅନ୍ତି । ଆପଣଙ୍କର UPI ପେମେଣ୍ଟରେ ସମସ୍ୟା ହେଉଛି କି ? ଜାଣନ୍ତୁ କେମିତି କରିବେ ଠିକ୍ ?
ଗତ ବର୍ଷ ଡିସେମ୍ବରରେ, ପିପିବିଏଲ୍ ନ୍ୟାସନାଲ ପେମେଣ୍ଟ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଦ୍ୱାରା ବ୍ୟାଙ୍କଗୁଡିକ ମଧ୍ୟରେ ଶୀର୍ଷ UPI ହିତାଧିକାରୀ ମାନ୍ୟତା ପାଇଥିଲା ପେଟିଏମ୍ । ଗତବର୍ଷ ୨୮୩.୫ କୋଟି ଟଙ୍କାର କାରବାର ହୋଇଥିଲା।
ଏହି ATMରୁ ଡେବିଟ, କ୍ରେଡିଟ କାର୍ଡ ବିନା UPI ଦ୍ୱାରା ଟଙ୍କା ଉଠାଯାଇପାରିବ ।
ଯଦି ଆପଣ UPI ଜରିଆରେ କୌଣସି ବ୍ୟକ୍ତିଙ୍କ ନିକଟକୁ ଟଙ୍କା ପଠାଇଛନ୍ତି ଆଉ ତାହା ଭୁଲ ଲୋକଙ୍କ ନିକଟକୁ ଚାଲିଯାଇଛି, ତେବେ ଆପଣ ଆପଣଙ୍କ ଟଙ୍କା ପୁଣି ଫେରିପାଇବେ ?