ପର୍ଯ୍ୟଟକ ମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବା ନିମନ୍ତେ ପରିଚୟ ପତ୍ର ବାଧ୍ୟତାମୂଳକ କରାଯାଇଛି।
ଅଗଷ୍ଟ ୫ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଏ ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି। ତେବେ ପର୍ଯ୍ୟଟକଙ୍କୁ ରାତ୍ରୀଯାପନ ପାଇଁ ଅନୁମତି ନାହିଁ।