କାହିଁକି ନବୀନ ନିବାସ ସମ୍ମୁଖରେ ହେଲା ମୋଦିଙ୍କ ସାଧାରଣ ସଭା ? କି ବାର୍ତ୍ତା ଦେବାକୁ ଚାହୁଁଛି ବିଜେପି ? ଦଳୀୟ କର୍ମୀଙ୍କୁ ଉତ୍ସାହିତ କରିବାକୁ ଏଭଳି ରଣନୀତି କି ?
ଜାତୀୟ ସୁରକ୍ଷାରୁ ସାଇବର ଅପରାଧ, ମାଓ ସମସ୍ୟାରୁ ନାର୍କୋଟିକ୍ସ । ପ୍ରତିଟି ଚାଲେଂଜର ମୁକାବିଲା ନେଇ ଡିଜିପି ସମ୍ମିଳନୀ ଦ୍ବିତୀୟ ଦିନରେ ବିଚାର ବିମର୍ଷ, ପିଏମ୍ ମୋଦିଙ୍କ ଉପସ୍ଥିତିରେ ମାନସ ମନ୍ଥନ, ତେଣେ ଓଡ଼ିଆ ସାମ୍ବାଦିକଙ୍କୁ ଆତଙ୍କୀ ପନ୍ନୁ ଧମକର ତନାଘନା...
ଏହି ପ୍ରକଳ୍ପରେ ପ୍ରଥମେ ୧୩ଟି ଟ୍ରେନ୍ ଚାଲିବ, ପ୍ରତ୍ୟେକ ଟ୍ରେନରେ ୩ଟି କୋଚ୍ ରହିବ । ମେଟ୍ରୋ ପ୍ରକଳ୍ପରେ ପ୍ରତ୍ୟେକ ଦିନ ୯୫ ହଜାର ଲୋକ ଯିବାର କ୍ଷମତା ରହିବ ।
ଗତ କିଛିଦିନ ତଳେ ମଧ୍ୟ ଭୁବନେଶ୍ୱରକୁ ଧମକ ଦେଇଥିଲା ପନ୍ନୁ । ଭୁବନେଶ୍ୱରରେ ତିନି ଦିନିଆ ସମ୍ମିଳନୀ ଡିଜି ସମ୍ମିଳନୀ ଚାଲିଥିବା ବେଳେ ଏଥିରେ ବ୍ୟାଘାତ ସୃଷ୍ଟି କରିବାକୁ ଖଲିସ୍ତାନୀ ଆତଙ୍କୀ ଗୁରୁୱନ୍ତ ସିଂ ପନ୍ନୁ ଧମକ ଦେଇଥିଲା ।
ଭୁବନେଶ୍ବରରେ ଆରମ୍ଭ ହୋଇଛି ପୋଲିସ୍ ଡିଜି ସମ୍ମିଳନୀ । ଲୋକସେବା ଭବନରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଏହି ସର୍ବଭାରତୀୟ ସମ୍ମିଳନୀର ଉଦ୍ଘାଟନ କରିଛନ୍ତି । ପ୍ରଥମଥର ପାଇଁ ରାଜ୍ୟରେ ଆୟୋଜିତ ଏ ଗୁରୁତ୍ବପୂର୍ଣ୍ଣ ସମ୍ମିଳନୀରେ ତିନିଦିନ ଧରି ଦେଶ ସୁରକ୍ଷା ସଂପର୍କିତ ବିଭିନ୍ନ ପ୍ରସଙ୍ଗରେ ମାନସମନ୍ଥନ ଚାଲିବ ।
ଫୋକସରେ ଭୁବନେଶ୍ବର । ରାଜ୍ୟ ରାଜଧାନୀରେ ପୋଲିସ ମହାନିର୍ଦ୍ଦେଶକଙ୍କ ମହାମେଳି । ଲୋକସେବା ଭବନରେ ଦେଶ ସୁରକ୍ଷା ସଂପର୍କିତ ମହାମନ୍ଥନ ପ୍ରଥମେ ନ୍ୟାସନାଲ୍ ସିକ୍ୟୁରିଟି ଆଡ୍ଭାଇଜର ଅଜିତ୍ ଡୋଭାଲ୍ ।
ଫୋକସରେ ରହିବ ସରକାର ଓ ସଂଗଠନ । ଡିଜି ସମ୍ମିଳନୀରେ ଯୋଗଦେବା ସହ ନୂଆ କରି କ୍ଷମତାକୁ ଆସିଥିବା ବିଜେପି ସରକାର କେମିତି ଚାଲିଛି ତା’ର ସମୀକ୍ଷା କରିବାକୁ ଭୁବନେଶ୍ୱରେ ପହଞ୍ଚିଛନ୍ତି ମୋଦି ।
ଆସୁଛନ୍ତି ପିଏମ୍ ମୋଦି । ସେଇଥି ପାଇଁ ସାଜସଜା । ରାଜଧାନୀ ସାରା ଛାଇଗଲାଣି ପ୍ରଧାନମନ୍ତ୍ରୀ ମୋଦି ଓ ଗୃହମନ୍ତ୍ରୀ ଶାହଙ୍କ କଟ୍ ଆଉଟ୍ । ଏୟାରପୋର୍ଟ ନିକଟରେ ଛିଡ଼ା ହୋଇଛି ମୋଦିଙ୍କ ବିଶାଳ କଟଆଉଟ୍ ।
ସମ୍ମିଳନୀକୁ ଉଦଘାଟନ କରିବେ ଗୃହମନ୍ତ୍ରୀ ଅମିତ ଶାହ । ପ୍ରଧାନମନ୍ତ୍ରୀ ମୋଦି ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ ଏହି କଫରେନ୍ସରେ ଯୋଗ ଦେବେ ।
ରାଜଧାନୀ ଭୁବନେଶ୍ୱରର ଗାଡକଣ ମୌଜା ସୈନିକ ସ୍କୁଲ ନିକଟରେ ଆଜି ଯେଉଁ କୃତ୍ରିମ ଆକାଶଛୁଆଁ ଆବର୍ଜନାର ପାହାଡ ଦେଖାଯାଉଛି ପ୍ରାୟ ୨୦ ବର୍ଷ ତଳେ ଠିକ ସେତିକି ଗଭୀରର ଏକ ପୋଖରୀ ଦେଖାଯାଉଥିଲା । ସେହି ସ୍ଥାନକୁ ଖୋଳି, ପଥର କାଟି ନେଇଯିବା ଫଳରେ ବିରାଟ ଖାଲ ହେବା ଏବଂ ବର୍ଷାପାଣି ଜମା ହୋଇ ପୋଖରୀର ରୂପ ନେଇଥିଲା ।
ଓଡିଶା ଆସୁଛନ୍ତି ବିଭିନ୍ନ ରାଜ୍ୟର ପୋଲିସ୍ ଓ କେନ୍ଦ୍ରୀୟ ସଂଗଠନର ଡିଜି । ସ୍ୱାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି ।
ଖଣ୍ଡଗିରି ଅଞ୍ଚଳରୁ ଠାବ ହେଲା ସେକ୍ସ ରାକେଟ। ବାଂଲାଦେଶୀ ଯୁବତୀ ସେକ୍ସ ରାକେଟ ଚଳାଉଥିବା ସନ୍ଦେହ କରାଯାଉଛି। ୪ ଯୁବତୀଙ୍କୁ ଉଦ୍ଧାର କରି ଛାନଭିନ୍ ଚଳାଇଛି ପୋଲିସ।
ରାଜଧାନୀରେ ହଇଚଇ ! ୪୦ ହଜାର ଟଙ୍କାରେ ପିଲା ବିକ୍ରି ! ୪ ବର୍ଷର ଅବୋଧ କନ୍ୟାଶିଶୁକୁ ଅନ୍ୟ ହାତରେ ଟେକିଦେଲେ ବାପା ଓ ସାବତ ମାଆ । ସଭ୍ୟ ସମାଜକୁ ଲଜ୍ଜିତ କଲା ଭଳି ଏ ଘଟଣା ଘଟିଛି ଖୋଦ୍ ଭୁବନେଶ୍ବର ବଡଗଡ଼ ଥାନା ଅଞ୍ଚଳରେ ।
ଆସୁଛନ୍ତି ମୋଦି । ଓଡ଼ିଶାରେ କାଟିବେ ତିନି ଦିନ । ନିର୍ବାଚନୀ ପ୍ରତିଶ୍ରୁତି ସହ ସରକାରୀ ଯୋଜନାର କରିବେ ସମୀକ୍ଷା । ଏହା ସହ ବିଜେପି ସାଂସଦ ଓ ବିଧାୟକଙ୍କ ରିପୋର୍ଟ କାର୍ଡ ବି ପରଖିବେ ।
ନଭେମ୍ବର ୨୭। ପାଣ୍ଡିଆନ ଦମ୍ପତିଙ୍କ ପାଇଁ ସଂଯୋଗ ନା ଦୁର୍ଯୋଗ ? ନଭେମ୍ବର ୨୭, ୨୦୨୩ରେ ଆଇଏଏସ୍ ଚାକିରି ଛାଡ଼ି ରାଜନୀତିରେ ଯୋଗ ଦେଇଥିଲେ ଭି. କାର୍ତ୍ତିକେୟନ ପାଣ୍ଡିଆନ ।
ରାଜଧାନୀରେ ହଇଚଇ ! ୪୦ ହଜାର ଟଙ୍କାରେ ପିଲା ବିକ୍ରି ! ୪ ବର୍ଷର ଅବୋଧ କନ୍ୟାଶିଶୁକୁ ଅନ୍ୟ ହାତରେ ଟେକିଦେଲେ ବାପା ଓ ସାବତ ମାଆ । ସଭ୍ୟ ସମାଜକୁ ଲଜ୍ଜିତ କଲା ଭଳି ଏ ଘଟଣା ଘଟିଛି ଖୋଦ୍ ଭୁବନେଶ୍ବର ବଡଗଡ଼ ଥାନା ଅଞ୍ଚଳରେ ।
ଭୁବନେଶ୍ବର ବଡ଼ଗଡ଼ ଥାନାରୁ ଆସିଲା ସାଂଘାତିକ ଅଭିଯୋଗ । ଅର୍ଥ ଅଭାବରୁ ଶିଶୁପୁତ୍ରକୁ ବିକ୍ରି କରି ଦେଇଥିବା ଅଭିଯୋଗ ।
ସମାଜରେ ଅପରାଧ ବୃଦ୍ଧି ପାଉଛି ସତ ହେଲେ ଅନେକ ଲୋକ ଅଛନ୍ତି ଯେଉଁମାନେ ମାନବିକତା ଓ ମାନବିକ ମୂଲ୍ୟବୋଧକୁ ଅଧିକ ଗୁରୁତ୍ୱ ଦିଅନ୍ତି । ଭୁବନେଶ୍ୱରର ଜଣେ ଅଟୋ ଡ୍ରାଇଭରଙ୍କ ସଚ୍ଚୋଟତା ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି।
ସ୍ମାର୍ଟସିଟି ପବନରେ ବି ଭରି ଗଲାଣି ବିଷ । ବିଗିଡ଼ିବାରେ ଲାଗିଛି ଏୟାର କ୍ୱାଲିଟି ଇଣ୍ଡେକ୍ସ । ଖରାପ AQI କ୍ୟାଟାଗୋରୀ ମୁହାଁ ରାଜଧାନୀ ସମେତ ରାଜ୍ୟର ୭ ସହର ।
ଭୁବନେଶ୍ବରରେ ବି ବିଗିଡ଼ିଲାଣି କି ବାୟୁର ମାନ ? ଭୁବନେଶ୍ବରରେ ରହିଛି ମଡରେଟ୍ ବା ମଧ୍ୟମ ଧରଣର ବାୟୁର ମାନ। ଭୁବନେଶ୍ବରର AQI ରହିଛି ୧୭୧ ।
ମୋର ଉତକ୍ଷିପ୍ତ ହେବାର ଠିକନଥିଲା, ସେଥିପାଇଁ ସମସ୍ତଙ୍କୁ କ୍ଷମା ମାଗୁଛି ବୋଲି ନିଜ ପ୍ରତିକ୍ରିୟାରେ କହିଛନ୍ତି ଅଭିନେତା ମନୋଜ ମିଶ୍ର ।
ବୈକୁଣ୍ଠ ଧାମ ଆଶ୍ରମ ଭିତରେ ଆସର ବସୁଥିଲା, ଲୋକେ ଦୂର ଦୂରାନ୍ତରୁ ଆସୁଥିଲେ । ବାବା ଗାଦିକୁ ଆସୁଥିଲେ ଆଉ ତାଙ୍କୁ ଦେଖିବାକୁ ଭିଡ଼ ଜମୁଥିଲା ।
କ୍ୟାପିଟାଲ ହସପିଟାଲରେ ବଢିବ ଆଇସିୟୁ ବେଡ୍ । ଖୁବଶୀଘ୍ର ୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସପିଟାଲ ।
ତଥାକଥିତ କଳକୀ ବାବାଙ୍କ ସଂପର୍କରେ ଅନେକ ପୁସ୍ତକ ଲେଖାଯାଇଥିବା ବେଳେ ସେଥିରେ ବାବା ଅନେକ ଚମତ୍କାର କରିଥିବା ନେଇ ଲେଖିଛନ୍ତି ଅନେକ ଶ୍ରଦ୍ଧାଳୁ । ଅନୁଭୂତିରେ ଭଗବାନ ସତ୍ୟ ଅନନ୍ତ ବହିରେ ଅନେକ ଶ୍ରଦ୍ଧାଳୁ ନିଜ ନିଜର ଅନୁଭୂତି ସଂପର୍କରେ ଲେଖିଛନ୍ତି ।
ବୈକୁଣ୍ଠ ଧାମକୁ ନେଇ ଦିନକୁ ଦିନ ଖୋଲୁଛି ଗୋଟିଏ ପରେ ଗୋଟିଏ ଗୁମର । ଏହାରି ଭିତରେ ଆଜି ବାବାଙ୍କ ଦରବାରର ଭିଡିଓ ସାମ୍ନାକୁ ଆସିଛି । କେମିତି ଚାଲିଥିଲା ବାବାଙ୍କ ପୂଜା ।