୧୪୦ ଡିସିମିଲ୍ ସରକାରୀ ଜମିରେ ଅବସ୍ଥିତ ଅଛି ଆଶ୍ରମ । ତେବେ ଏନେଇ ସରକାରଙ୍କୁ ରିପୋର୍ଟ ଦିଆଯାଇଛି, ସେହି ଅନୁସାରେ ପଦକ୍ଷେପ ନିଆଯିବ ବୋଲି ଜିଏ ବିଭାଗର ସହକାରୀ ନିର୍ଦ୍ଦେଶକ କହିଛନ୍ତି ।
ଯେଉଁ ସ୍ଥାନରେ ଆଶ୍ରମ ଅଛି ତାହା ସରକାରୀ ଜମି ନା ସ୍ଥିତିବାନ ଜମି ସେ ନେଇ ତଦାରଖ କରିଛୁ । ପ୍ରାଥମିକ ତଦନ୍ତରେ ଯାହା ଦେଖିଲୁ ସେ ଜମି ସରକାରୀ ଜମି ଆସିପାରେ GA ଡିପାର୍ଟମେଣ୍ଟ ଆସିଷ୍ଟାଣ୍ଟ ଡାଇରେକ୍ଟର କହିଛନ୍ତି।
ଆଜି ସକାଳୁ ହିଁ ତାଙ୍କ ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁବାସ ଚନ୍ଦ୍ର ପଣ୍ଡାଙ୍କ ୪ଟି ଠିକଣାରେ ରେଡ୍ କରିଥିଲା ଭିଜିଲାନ୍ସ ଟିମ୍ । ଆଉ ଘଣ୍ଟା କେଇଟା ମଧ୍ୟରେ ଯାହା ମିଳିଛି ତାହା ବୋଧେ ଆଗକୁ କେତେ ହେବ ତା’ର ଏକ ଝଲକ ।
କାର୍ତ୍ତିକ ମାସ ପାଇଁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇ ନ ଥିଲା । କାର୍ତ୍ତିକ ମାସ ଶେଷ ହୋଇଥିବାରୁ ଏଏସ୍ଆଇ ମରାମତି ଆରମ୍ଭ କରିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।
ପ୍ରଦାନ କରାଗଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର । ୨୦୨୦, ୨୦୨୧, ୨୦୨୨ ବର୍ଷ ପାଇଁ ପ୍ରଦାନ କରାଗଲା ପୁରସ୍କାର ।
ଆଶ୍ରମରୁ ବାବା କୁହାଯାଉଥିବା ନାବାଳକ ଗାଏବ ହେବା ଉପରେ ପ୍ରତିକ୍ରିୟା ରଖିଛନ୍ତି ତାଙ୍କ ବାପା ପଣ୍ଡିତ କାଶୀନାଥ ମିଶ୍ର । କହିଛନ୍ତି ...
ଖଣ୍ଡଗିରି ସ୍ଥିତ ଆଶ୍ରମ ଭିତରକୁ ପଶିଲେ କିଛି ଲୋକ । ଆଶ୍ରମ ସାମ୍ନାରେ ଉତ୍ତେଜନା ପରିସ୍ଥିତି । ଅଶ୍ରାବ୍ୟ ଭାଷାରେ ଗାଳି ଗୁଲଜ କରୁଛନ୍ତି କିଛି ଯୁବକ ।
ସୋସିଆଲ୍ ମିଡିଆରେ ବେଶ୍ କିଛି ଦିନ ଜଣେ ନାବାଳକର ପାଦ ତଳେ ତୁଳସୀ ଥିବା ଫଟୋ ଭାଇରାଲ୍ ହେବାରେ ଲାଗିଛି । ଯାହାକୁ ନେଇ ତେଜିଛି ବିବାଦ ।
ସୋସିଆଲ୍ ମିଡିଆରେ ବେଶ୍ କିଛି ଦିନ ଜଣେ ନାବାଳକର ପାଦ ତଳେ ତୁଳସୀ ଥିବା ଫଟୋ ଭାଇରାଲ୍ ହେବାରେ ଲାଗିଛି । ଯାହାକୁ ନେଇ ତେଜିଛି ବିବାଦ ।
ଏହି ଲୁଟ୍ ଖବର ପାଇ ଘଟଣାସ୍ଥଳରେ ସାଣ୍ଟିଫିକ୍ ଟିମ୍ ସହ ଇନଫୋସିଟି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଭୁବନେଶ୍ବର ସତ୍ୟନଗର ମଶାଣିରେ ଢେର ସମୟ ଧରି ଚାଲିଥିଲା ଏ ପାଲା । ବଡ଼ କଥା ହେଲା- ଅନ୍ତିମ ସଂସ୍କାର ଅଧାରୁ ଯାହାଙ୍କ ଦରପୋଡ଼ା ଶବକୁ ପୋଲିସ୍ ଜବତ କରିଛି- ସେ ହେଲେ ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ ଜେନାଙ୍କ ପତ୍ନୀ ଅଶ୍ରୁକଣା ପ୍ରଧାନ, ବୟସ ୭୬ ।
ଭୁବନେଶ୍ବର ସତ୍ୟନଗର ମଶାଣିରେ ଢେର ସମୟ ଧରି ଚାଲିଥିଲା ଏ ପାଲା । ବଡ଼ କଥା ହେଲା- ଅନ୍ତିମ ସଂସ୍କାର ଅଧାରୁ ଯାହାଙ୍କ ଦରପୋଡ଼ା ଶବକୁ ପୋଲିସ୍ ଜବତ କରିଛି- ସେ ହେଲେ ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ ଜେନାଙ୍କ ପତ୍ନୀ ଅଶ୍ରୁକଣା ପ୍ରଧାନ, ବୟସ ୭୬ ।
ଭୁବନେଶ୍ବର ସତ୍ୟନଗର ଶ୍ମଶାନରୁ ଅର୍ଦ୍ଧଦଗ୍ଧ ଶବ ଜବତ। ବୋହୂ କାହାକୁ ନ ଜଣାଇ ଶାଶୁର ଶବ ଦାହ କରାଉଥିବା ଅଭିଯୋଗ । ମୃତକ ହେଲେ ବ୍ରହ୍ମଗିରି ପୂର୍ବତନ ବିଧାୟକ ଅଜୟ ଜେନାଙ୍କ ଧର୍ମପତ୍ନୀ।
ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ। ଅଚାନକ ଲାଗିଲା ନିଆଁ। ଜଳିଗଲା କପଡ଼ା ଗୋଦାମ। ଭୁବନେଶ୍ୱର ବଡଗଡ଼ ସ୍ଥିତ କପଡା ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।
ରକେଟ୍ ବେଗରେ ବଢୁଥିବା ସୁନା ଦରରେ ଲାଗିଲା ବ୍ରେକ୍। ଧନତେରାସ୍ ବେଳକୁ ନିଆଁ ଲାଗିଥିବା ସୁନା ବଜାରରେ ଆଶ୍ବସ୍ତି । ବାହାଘର ସିଜନ୍ ଆଗରୁ ଚମକିଲା ସୁନା ।
ବାବୁଙ୍କ ଗେଟ୍ ଖୋଲେ ରିମୋଟ୍ ଚିପିଲେ । ବାବୁଙ୍କ ଲକର୍ ଫିଟେ ପାସୱାର୍ଡ ଦେଲେ । ବାଥରୁମରେ ବାବୁ ଗାଧାନ୍ତି ମିନେରାଲ୍ ୱାଟରରେ । ମନ୍ଦିର ଚୂଳ ସହ ନେତ ଦିଶେ ବାବୁଙ୍କ ଦୁଆର ଖୋଲିଲେ।
ଆଗାମୀ ୩ ବର୍ଷ ମଧ୍ୟରେ ଗଡ଼ିବ ମେଟ୍ରୋ ଟ୍ରେନ୍। ୨୦୨୭ ସରୁ ସରୁ ସରିଯିବ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ କାମ।
ଭିଜିଲାନ୍ସ ଜାଲରେ ପଡ଼ିଥିବା କୁବେର ଇଡକୋ ମ୍ୟାନେଜର ବିଜୟ କୁମାର ଉଦୟମ ସିଂଙ୍କ ଅଚଳାଚଳ ସମ୍ପତ୍ତି । ଆଜି ଏକକାଳୀନ ୬ଟି ସ୍ଥାନରେ ଚଢାଉ କରିବା ପରେ ଭିଜିଲାନ୍ସ ଜବତ ସମ୍ପତ୍ତି ସମ୍ପର୍କରେ ତଥ୍ୟ ରଖିଛି ।
ମେଟ୍ରୋ ଟ୍ରେନ୍ ପ୍ରତି ୧୦ ମିନିଟ ବ୍ୟବଧାନରେ ଚାଲିବ । ସେଥିପାଇଁ ୩ କୋଚ୍ ବିଶିଷ୍ଟ ୧୩ଟି ମେଟ୍ରୋ ଟ୍ରେନ୍ କିଣିବାକୁ ଯୋଜନା ହୋଇଛି ।
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସୁନନ୍ଦା ଦାସ ବିଜେପିରେ ସାମିଲ ହୋଇଛନ୍ତି ।
ପ୍ରଥମେ ନାବାଳିକାକୁ ମୃଦ୍ୟୁପାନୀୟରେ ନିଶାଦ୍ରବ୍ୟ ମିଶାଇଲେ । ଏବଂ ପରବର୍ତ୍ତୀ ସମୟରେ ନାବାଳିକା ସହ କଲେ ଗଣଦୁଷ୍କର୍ମ । ଆଉ ଏହି ସମୟର ଭିଡିଓ ରେକର୍ଡିଂ କରି ଭାଇରାଲ ମଧ୍ୟ କରିଦେଲେ ।
ଟ୍ରାଫିକ୍ ପୋଲିସ ପରେ ଏଣିକି ସବୁ ଥାନାର ରିସେପସନ୍ ଦାୟିତ୍ୱରେ ଥିବା ପୋଲିସ କର୍ମଚାରୀ ପିନ୍ଧିବେ ବଡି କ୍ୟାମେରା ।
ରାଜଧାନୀରେ ବଡ଼ ଧରଣର ସାଇବର ଠକେଇ ପାଇଁ ଚାଲିଥିଲା ପ୍ରି ପ୍ଲାନ । ଚଢ଼ାଉ କଲା କମିଶନରେଟ ପୋଲିସର ସାଇବର ଟିମ୍ ।
ପାର୍ବଣ ମହକରେ ପୂରି ଉଠିଲାଣି ସହର ବଜାର। ଚମକିଲାଣି ମେଢ ସାଙ୍ଗକୁ ରଙ୍ଗିନ ଆଲୋକର ଫୁଆରା। କେଉଁଠି ଝଟକୁଛି ଫ୍ରେଞ୍ଚ୍ ପ୍ୟାଲେସ୍ ଆଉ କେଉଁଠି ମନମୋହୁଛି ସ୍ବାମୀ ନାରାୟଣ ମନ୍ଦିର ଆକୃତିର ସୁଦୃଶ୍ୟ ତୋରଣ।
ଚମକିଲାଣି ମେଢ ସାଙ୍ଗକୁ ରଙ୍ଗିନ ଆଲୋକର ଫୁଆରା। କେଉଁଠି ଝଟକୁଛି ଫ୍ରେଞ୍ଚ୍ ପ୍ୟାଲେସ୍ ଆଉ କେଉଁଠି ମନମୋହୁଛି ସ୍ବାମୀ ନାରାୟଣମନ୍ଦିର ଆକୃତିର ସୁଦୃଶ୍ୟ ତୋରଣ।