• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bhubaneswar

Odisha State Film Awards Ceremony
Odisha State Film Awards: ଦିଆଗଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟୀଙ୍କୁ ମିଳିଲା ଏହି ପୁରସ୍କାର ..

ପ୍ରଦାନ କରାଗଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର । ୨୦୨୦, ୨୦୨୧, ୨୦୨୨ ବର୍ଷ ପାଇଁ ପ୍ରଦାନ କରାଗଲା ପୁରସ୍କାର ।

Kalki Avatar Puja Incident
Odisha Kalki Avatar Puja Incident: 'ମୋ ପୁଅ ଠାକୁର ବୋଲି ମୁଁ କେବେ କହିନାହିଁ'

ଆଶ୍ରମରୁ ବାବା କୁହାଯାଉଥିବା ନାବାଳକ ଗାଏବ ହେବା ଉପରେ ପ୍ରତିକ୍ରିୟା ରଖିଛନ୍ତି ତାଙ୍କ ବାପା ପଣ୍ଡିତ କାଶୀନାଥ ମିଶ୍ର । କହିଛନ୍ତି ...

Controversy At Vaikunthdham Ashram
Controversy At Vaikunthdham Ashram: ଶିଶୁକୁ ବାବା କରି ପୂଜାରୁ ଉତ୍ତେଜନା; ଆଶ୍ରମରେ ପଶିଲେ କିଛି ଲୋକ, ଅଶ୍ରାବ୍ୟ ଭାଷାରେ କରୁଛନ୍ତି ଗାଳି ଗୁଲଜ 

ଖଣ୍ଡଗିରି ସ୍ଥିତ ଆଶ୍ରମ ଭିତରକୁ ପଶିଲେ କିଛି ଲୋକ । ଆଶ୍ରମ ସାମ୍ନାରେ ଉତ୍ତେଜନା ପରିସ୍ଥିତି । ଅଶ୍ରାବ୍ୟ ଭାଷାରେ ଗାଳି ଗୁଲଜ କରୁଛନ୍ତି କିଛି ଯୁବକ । 

ଭକ୍ତି ନା ଭାଣ୍ଡାମୀ ?
Video: ନାବାଳକର ବେକରେ ଫୁଲ ମାଳ, ପାଦ ତଳେ ତୁଳସୀ

ସୋସିଆଲ୍ ମିଡିଆରେ ବେଶ୍ କିଛି ଦିନ ଜଣେ ନାବାଳକର ପାଦ ତଳେ ତୁଳସୀ ଥିବା ଫଟୋ ଭାଇରାଲ୍ ହେବାରେ ଲାଗିଛି । ଯାହାକୁ ନେଇ ତେଜିଛି ବିବାଦ ।

ଭକ୍ତି ନା ଭାଣ୍ଡାମୀ ?
Controversy At Vaikunthdham Ashram: ଭକ୍ତି ନା ଭାଣ୍ଡାମୀ ? ନାବାଳକର ବେକରେ ଫୁଲ ମାଳ, ପାଦ ତଳେ ତୁଳସୀ

ସୋସିଆଲ୍ ମିଡିଆରେ ବେଶ୍ କିଛି ଦିନ ଜଣେ ନାବାଳକର ପାଦ ତଳେ ତୁଳସୀ ଥିବା ଫଟୋ ଭାଇରାଲ୍ ହେବାରେ ଲାଗିଛି । ଯାହାକୁ ନେଇ ତେଜିଛି ବିବାଦ ।

ରାଜଧାନୀ ପୁଣି ମାତିଲେ ଲୁଟେରା
Loot in Bhubaneswar: ରାଜଧାନୀ ମାତିଲେ ଲୁଟେରା, ଝରକା ତାଡ଼ି ଘରୁ ଲୁଟିନେଲେ ସୁନା ଓ ଟଙ୍କା

ଏହି ଲୁଟ୍‌ ଖବର ପାଇ ଘଟଣାସ୍ଥଳରେ ସାଣ୍ଟିଫିକ୍ ଟିମ୍ ସହ ଇନଫୋସିଟି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଅଧା ରହିଗଲା ଶବଦାହ
ଶ୍ମଶାନରେ ଶବ ଦାହ ଝମେଲା

ଭୁବନେଶ୍ବର ସତ୍ୟନଗର ମଶାଣିରେ ଢେର ସମୟ ଧରି ଚାଲିଥିଲା ଏ ପାଲା । ବଡ଼ କଥା ହେଲା- ଅନ୍ତିମ ସଂସ୍କାର ଅଧାରୁ ଯାହାଙ୍କ ଦରପୋଡ଼ା ଶବକୁ ପୋଲିସ୍ ଜବତ କରିଛି- ସେ ହେଲେ ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ ଜେନାଙ୍କ ପତ୍ନୀ ଅଶ୍ରୁକଣା ପ୍ରଧାନ, ବୟସ ୭୬ ।

ଅଧା ରହିଗଲା ଶବଦାହ
Controversy Over Secret Cremation of Woman's Body: ଶ୍ମଶାନରେ ଶବ ଦାହ ଝମେଲା, ମୃତ ଶାଶୁଙ୍କୁ ଆଣି ବୋହୁ ସଂସ୍କାର କଲା ବେଳେ ଅଟକାଇଲା ପୋଲିସ୍

ଭୁବନେଶ୍ବର ସତ୍ୟନଗର ମଶାଣିରେ ଢେର ସମୟ ଧରି ଚାଲିଥିଲା ଏ ପାଲା । ବଡ଼ କଥା ହେଲା- ଅନ୍ତିମ ସଂସ୍କାର ଅଧାରୁ ଯାହାଙ୍କ ଦରପୋଡ଼ା ଶବକୁ ପୋଲିସ୍ ଜବତ କରିଛି- ସେ ହେଲେ ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ ଜେନାଙ୍କ ପତ୍ନୀ ଅଶ୍ରୁକଣା ପ୍ରଧାନ, ବୟସ ୭୬ ।

Half Burnt Body Recovered
Half Burnt Body Recovered: ସତ୍ୟନଗର ଶ୍ମଶାନରୁ ଅର୍ଦ୍ଧଦଗ୍ଧ ଶବ ଜବତ; ବୋହୂ କାହାକୁ ନ ଜଣାଇ ଶାଶୁର କରୁଥିଲା ଶବ ଦାହ !

ଭୁବନେଶ୍ବର ସତ୍ୟନଗର ଶ୍ମଶାନରୁ ଅର୍ଦ୍ଧଦଗ୍ଧ ଶବ ଜବତ। ବୋହୂ କାହାକୁ ନ ଜଣାଇ ଶାଶୁର ଶବ ଦାହ କରାଉଥିବା ଅଭିଯୋଗ । ମୃତକ ହେଲେ ବ୍ରହ୍ମଗିରି ପୂର୍ବତନ ବିଧାୟକ ଅଜୟ ଜେନାଙ୍କ ଧର୍ମପତ୍ନୀ।

Fire
Bhubaneswar Fire: ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ; ହୁତୁହୁତୁ ହୋଇ ଜଳିଗଲା କପଡ଼ା ଗୋଦାମ

ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ। ଅଚାନକ ଲାଗିଲା ନିଆଁ। ଜଳିଗଲା କପଡ଼ା ଗୋଦାମ। ଭୁବନେଶ୍ୱର ବଡଗଡ଼ ସ୍ଥିତ କପଡା ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।

ସୁନା ଦରରେ ଲାଗିଲା ବ୍ରେକ୍
Gold Price Today: ଖସିଲା ସୁନା ଦର,୧୦ ଗ୍ରାମ ପିଛା ୧୭୯୦ ଟଙ୍କା ହ୍ରାସ

ରକେଟ୍ ବେଗରେ ବଢୁଥିବା ସୁନା ଦରରେ ଲାଗିଲା ବ୍ରେକ୍। ଧନତେରାସ୍ ବେଳକୁ ନିଆଁ ଲାଗିଥିବା ସୁନା ବଜାରରେ ଆଶ୍ବସ୍ତି । ବାହାଘର ସିଜନ୍ ଆଗରୁ ଚମକିଲା ସୁନା ।

Vigilance Raid In Odisha
Vigilance Raid In Odisha: ଆଖି ତରାଟିଲା ଅଚଳାଚଳ ସମ୍ପତ୍ତି; ରିମୋଟ୍ ସହ ପାସୱାର୍ଡ୍ ପ୍ରୋଟେକ୍ଟେଡ୍ ଘର...

ବାବୁଙ୍କ ଗେଟ୍ ଖୋଲେ ରିମୋଟ୍ ଚିପିଲେ । ବାବୁଙ୍କ ଲକର୍ ଫିଟେ ପାସୱାର୍ଡ ଦେଲେ । ବାଥରୁମରେ ବାବୁ ଗାଧାନ୍ତି ମିନେରାଲ୍ ୱାଟରରେ । ମନ୍ଦିର ଚୂଳ ସହ ନେତ ଦିଶେ ବାବୁଙ୍କ ଦୁଆର ଖୋଲିଲେ। 

Bhubaneswar Metro Rail Project
Bhubaneswar Metro Rail Project: ଟ୍ବିନ୍‌ସିଟି ବାସୀଙ୍କ ପାଇଁ ଖୁସି ଖବର; ୨୦୨୭ ସୁଦ୍ଧା ସରିବ ମେଟ୍ରୋ କାମ, କିଣାଯିବ ୧୩ଟି ଟ୍ରେନ୍

ଆଗାମୀ ୩ ବର୍ଷ ମଧ୍ୟରେ ଗଡ଼ିବ ମେଟ୍ରୋ ଟ୍ରେନ୍। ୨୦୨୭ ସରୁ ସରୁ ସରିଯିବ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ କାମ।

Vigilance Raid In Odisha IDCO Manager
Vigilance Raid In Odisha: IDCO Manager ବାବୁଙ୍କ ଅଚଳାଚଳ ସମ୍ପତ୍ତି; ସୁଇଚ୍‌ ଚିପିଲେ ଖୋଲୁଛି କବାଟ, କୋଠାର ମୂଲ୍ୟ ୩ କୋଟି ୨୨ ଲକ୍ଷ...

ଭିଜିଲାନ୍ସ ଜାଲରେ ପଡ଼ିଥିବା କୁବେର ଇଡକୋ ମ୍ୟାନେଜର ବିଜୟ କୁମାର ଉଦୟମ ସିଂଙ୍କ ଅଚଳାଚଳ ସମ୍ପତ୍ତି । ଆଜି ଏକକାଳୀନ ୬ଟି ସ୍ଥାନରେ ଚଢାଉ କରିବା ପରେ ଭିଜିଲାନ୍ସ ଜବତ ସମ୍ପତ୍ତି ସମ୍ପର୍କରେ ତଥ୍ୟ ରଖିଛି । 

Bhubaneswar Metro Rail Project
Bhubaneswar Metro Rail Project: ୨୦୨୭ ସୁଦ୍ଧା ସରିବ ମେଟ୍ରୋ କାମ, ପ୍ରତି ୧୦ ମିନିଟ୍‌ରେ ଲୋକଙ୍କ ପାଖରେ ଟ୍ରେନ୍‌

ମେଟ୍ରୋ ଟ୍ରେନ୍‌ ପ୍ରତି ୧୦ ମିନିଟ ବ୍ୟବଧାନରେ ଚାଲିବ । ସେଥିପାଇଁ ୩ କୋଚ୍‌ ବିଶିଷ୍ଟ ୧୩ଟି ମେଟ୍ରୋ ଟ୍ରେନ୍‌ କିଣିବାକୁ ଯୋଜନା ହୋଇଛି ।

Former Bari MLA Sunanda Das join BJP
Sunanda Das Joins BJP: ବିଜେପିରେ ସାମିଲ ହେଲେ ସୁନନ୍ଦା ଦାସ, ସମର୍ଥକଙ୍କ ସହ ଧରିଲେ ପଦ୍ମ

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସୁନନ୍ଦା ଦାସ ବିଜେପିରେ ସାମିଲ ହୋଇଛନ୍ତି ।

Minor Girl Gang Raped in Bhubaneswar
ରାଜଧାନୀରେ ପୁଣି ଲଜ୍ଜା, ଥଣ୍ଡା ପାନୀୟରେ ନିଶା ଦେଇ ନାବାଳିକାକୁ ଗଣଦୁଷ୍କର୍ମ !

ପ୍ରଥମେ ନାବାଳିକାକୁ ମୃଦ୍ୟୁପାନୀୟରେ ନିଶାଦ୍ରବ୍ୟ ମିଶାଇଲେ । ଏବଂ ପରବର୍ତ୍ତୀ ସମୟରେ ନାବାଳିକା ସହ କଲେ ଗଣଦୁଷ୍କର୍ମ । ଆଉ ଏହି ସମୟର ଭିଡିଓ ରେକର୍ଡିଂ କରି ଭାଇରାଲ ମଧ୍ୟ କରିଦେଲେ ।

Police
ଥାନାରେ ଉତ୍ପାତ କରୁଥିଲେ ସାବଧାନ !! ଅମାନିଆଙ୍କୁ ସାବାଡ଼ କରିବ ପୋଲିସ

ଟ୍ରାଫିକ୍ ପୋଲିସ ପରେ ଏଣିକି ସବୁ ଥାନାର ରିସେପସନ୍ ଦାୟିତ୍ୱରେ ଥିବା ପୋଲିସ କର୍ମଚାରୀ ପିନ୍ଧିବେ ବଡି କ୍ୟାମେରା ।

Fake Call Centre
ରାଜଧାନୀରେ ନକଲି କଲ୍ ସେଣ୍ଟର ! ହେଉଥିଲା କି ସାଇବର ଠକେଇ ?

ରାଜଧାନୀରେ ବଡ଼ ଧରଣର ସାଇବର ଠକେଇ ପାଇଁ ଚାଲିଥିଲା ପ୍ରି ପ୍ଲାନ । ଚଢ଼ାଉ କଲା କମିଶନରେଟ ପୋଲିସର ସାଇବର ଟିମ୍ ।

Durga Puja
କମ୍ପିଲାଣି ବିଭିନ୍ନ ପୂଜା ମଣ୍ଡପ

ପାର୍ବଣ ମହକରେ ପୂରି ଉଠିଲାଣି ସହର ବଜାର। ଚମକିଲାଣି ମେଢ ସାଙ୍ଗକୁ ରଙ୍ଗିନ ଆଲୋକର ଫୁଆରା। କେଉଁଠି ଝଟକୁଛି ଫ୍ରେଞ୍ଚ୍ ପ୍ୟାଲେସ୍ ଆଉ କେଉଁଠି ମନମୋହୁଛି ସ୍ବାମୀ ନାରାୟଣ ମନ୍ଦିର ଆକୃତିର ସୁଦୃଶ୍ୟ ତୋରଣ। 

Durga Puja
ଆଜି ଜଗଜ୍ଜନନୀ ମା’ ଦୁର୍ଗାଙ୍କ ଧରାବତରଣ; କମ୍ପିଲାଣି ବିଭିନ୍ନ ପୂଜା ମଣ୍ଡପ

ଚମକିଲାଣି ମେଢ ସାଙ୍ଗକୁ ରଙ୍ଗିନ ଆଲୋକର ଫୁଆରା। କେଉଁଠି ଝଟକୁଛି ଫ୍ରେଞ୍ଚ୍ ପ୍ୟାଲେସ୍ ଆଉ କେଉଁଠି ମନମୋହୁଛି ସ୍ବାମୀ ନାରାୟଣମନ୍ଦିର ଆକୃତିର ସୁଦୃଶ୍ୟ ତୋରଣ। 

Commissionerate Police
ରାଜଧାନୀରେ ମାତାଲ୍ ଯୁବତୀଙ୍କ ଉତ୍ପାତ, ସମ୍ଭାଳିବାକୁ ଯାଇ ପୋଲିସ୍‌ ନାକେଦମ

ପ୍ରତିଦିନ ବିଳମ୍ବିତ ରାତିରେ ମଦ ପିଇ ପଡ଼ୁଛନ୍ତି ରାସ୍ତାଘାଟରେ । ଆଉ ଏମାନଙ୍କ ପାଇଁ ନାକେଦମ୍ ହେଉଛି ପୋଲିସ ।

Bhubaneswar
ଦାଦାବଟି ନାଁରେ ଦାଦାଗିରି, ୫ ଲକ୍ଷ ନ ଦେବାରୁ ଦୋକାନ ଆଗରେ ଗଦେଇ ଦେଲେ ପଥର

ଜଣେ ମିଠା ବ୍ୟବସାୟୀଙ୍କୁ ୫ ଲକ୍ଷ ଟଙ୍କା ଦାଦା ବଟି ମାଗୁଥିଲା ଜେଲ ଫେରନ୍ତା ଅଭିଯୁକ୍ତ ରଘୁନାଥ ବାରିକ । ଦାଦା ବଟି ନ ଦେବାରୁ ଦୋକାନ ସାମ୍ନାରେ ଏକ ଟ୍ରାକ୍ଟରରେ ପଥର ଆଣି ଗଦେଇ ଦେବା ସହ ଦୋକାନ ବନ୍ଦ କରିବା ପାଇଁ ଧମକ ଦେଇଥିଲା ।

Gas Leak
ଭୁବନେଶ୍ବରରେ ଗ୍ୟାସ ଲିକକୁ ନେଇ ହଇଚଇ, ୨ ଘଣ୍ଟା ପରେ ସ୍ଥିତି ନିୟନ୍ତ୍ରଣ

ଗ୍ୟାସ ଲିକକୁ ଦେଖି ସଂପୃକ୍ତ ଅଞ୍ଚଳରେ ରାସ୍ତାଘାଟକୁ ବନ୍ଦ କରିଛି ପୋଲିସ । ବିଶେଷ କରି ପଟିଆରୁ ଇନଫୋସିଟି ରାସ୍ତାକୁ ପୋଲିସ ବନ୍ଦ କରିଥିବା ସୂଚନା ମିଳିଛି।

Traffic Jam
ବେଳ ବୁଡ଼ିଲେ ରାଜଧାନୀରେ ବଢୁଛି ଭିଡ଼, ଘଣ୍ଟା ଘଣ୍ଟା ଟ୍ରାଫିକ୍‌ରେ ଫସୁଛନ୍ତି ଲୋକେ

ଖାଲି ଜୟଦେବ ବିହାର ଛକ ନୁହେଁ ଆଚାର୍ଯ୍ୟ ବିହାର ଛକ ଫ୍ଲାଏଓଭର ବ୍ରିଜ ଠାରୁ ଆରମ୍ଭ କରି, ସତସଙ୍ଗ ବିହାର ଛକ, ରସୁଲଗଡ ଛକରୁ ପଳାଶୁଣି ଛକ ପର୍ଯ୍ୟନ୍ତ ଉପରେ ଏବଂ ତଳେ ଖଚାଖଚ୍ ଜାମ୍ ।