ରାଜ୍ୟରେ ୧୦ ଲକ୍ଷ ନିଯୁକ୍ତି ପ୍ରଦାନ କରିବ ବରଂ ଆଉ ୧୦ ଲକ୍ଷ ଲୋକଙ୍କୁ ମଧ୍ୟ ରୋଜଗାର ପ୍ରଦାନ କରିବ। ଅର୍ଥାତ୍ ୨୦ ଲକ୍ଷ ଲୋକଙ୍କୁ ଚାକିରି ଓ ରୋଜଗାର ପ୍ରଦାନ କରାଯିବ। ସ୍ୱାଧୀନତା ଦିବସ ଅବସରରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏହି ବଡ଼ ଘୋଷଣା କରିଛନ୍ତି।