• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bihar Govt

Bihar govt employees must seek permission to remarry
ଦ୍ୱିତୀୟ ବିବାହ ପାଇଁ ନେବାକୁ ପଡ଼ିବ ସରକାରଙ୍କ ଅନୁମତି !

ଯେଉଁ ସରକାରୀ କର୍ମଚାରୀ ଦ୍ୱିତୀୟ ବିବାହ କରିବାକୁ ଚାହୁଁଛନ୍ତି, ତା’ପୂର୍ବରୁ ସେ ଚାକିରି କରିଥିବା ସମ୍ପୃକ୍ତ ବିଭାଗକୁ ଜଣାଇବେ। ଏହାପରେ ବିଭାଗ ପକ୍ଷରୁ ଆବଶ୍ୟକୀୟ ଅନୁମତି ମିଳିଲେ ହିଁ ବ୍ୟକ୍ତି ଜଣକ ଦ୍ୱିତୀୟ ବିବାହ କରିପାରିବେ।