ସ୍କ୍ରାପ୍ ବିମାନଟି ଓଭର ବ୍ରିଜ୍ ତଳେ ଫସିବା ପରେ କିଛି ସମୟ ପାଇଁ ଘଟଣାସ୍ଥଳରେ ଟ୍ରାଫିକ୍ ଜାମ୍ ଭଳି ସ୍ଥିତି ଉପୁଜିଥିଲା। ଏହାପରେ ପୋଲିସ୍ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ସ୍କ୍ରାପ୍ ବିମାନଟିକୁ ଓଭର ବ୍ରିଜ୍ ତଳୁ ବାହାର କରାଯାଇଥିଲା।
ସବୁଠାରୁ ବଡ଼ କଥା ହେଲା ଜଣେ କି ଦୁଇ ଜଣ ନୁହେଁ ଏକାଥରକେ ୨୫ ଛାତ୍ରୀଙ୍କୁ ଏଭଳି ନିଷ୍ଠୁର ଭାବେ ନିର୍ଯାତନା ଦିଆଯାଇଛି ।
ନିକଟରେ BPSC ବିହାରରେ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲା। ଏଥିରେ ଗୌତମ ମଧ୍ୟ ନୂଆ କରି ଶିକ୍ଷକ ଚାକିରି ପାଇଥିଲେ। ଘଟଣା ଦିନ ଗୌତମ ସ୍କୁଲରେ ପହଞ୍ଚିବା ପରେ ତାଙ୍କୁ ଅପହରଣ କରଯାଇଥିଲା।
ବିହାରର ନୂଆ ନିୟମ ଅନୁସାରେ SCଙ୍କୁ ମିଳିବ ୨୦ ପ୍ରତିଶତ ସଂରକ୍ଷଣ, ଓବିସି ଓ ଇବିସିଙ୍କୁ ମିଳିବ ୪୩ ପ୍ରତିଶତ ଓ STଙ୍କୁ ମିଳିବ ୨ ପ୍ରତିଶତ ସଂରକ୍ଷଣ ।
ଟ୍ରାକରୁ ବାହାରିଗଲା ଟ୍ରେନ୍ ବଗି । ନର୍ଥ ଇଷ୍ଟ ସୁପରଫାଷ୍ଟ ଏକ୍ସପ୍ରେସର ୩ଟି ବଗି ଲାଇନ୍ ଚ୍ୟୁତ ହୋଇଛି ।
ମୁଜାଫରପୁର ଜିଲ୍ଲା ମଧୁପୁର ଘାଟରେ ଦୁର୍ଘଟଣା..୩୪ ଛାତ୍ରଙ୍କୁ ନେଇ ସ୍କୁଲ ଯାଉଥିବା ଡଙ୍ଗା ଓଲଟିଲା
ବିହାର ନାଳନ୍ଦାର କୁଲ ଗାଁରେ ଅଘଟଣ। ଖେଳୁଥିବା ସମୟରେ ୪୦ ଫୁଟ ଗଭୀର ବୋରୱେଲରେ ପଡ଼ିଯାଇଛି ତିନି ବର୍ଷର ଶିଶୁ ଶିବମ।
ମହଙ୍ଗା ପଡିଲା ମୋମୋ ଚ୍ୟାଲେଞ୍ଜ । ଅତ୍ୟଧିକ ମୋମୋ ଖାଇବାରୁ ଜୀବନ ହାରିଲେ ଯୁବକ ।
ବରକୁ ଚନ୍ଦା ଅବସ୍ଥାରେ ଦେଖି କନ୍ୟା ଘର ପକ୍ଷ ଲୋକ ରାଗି ଯାଇଥିଲେ । କାହିଁକି ଏ କଥା ଲୁଚାଯାଇଥିଲା ବୋଲି ପ୍ରଶ୍ନ କରିଥିଲେ । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା ।
ମୃତ ମହିଳା ୩୦ ବର୍ଷିୟ ସୋନାଲ ପ୍ରିୟା ଏବଂ ତାଙ୍କର ଦୁଇ ମାସର ପୁଅ ଅଖତାମ ରୂପ ବୋଲି ଜଣାପଡିଛି । ଅଭିଯୁକ୍ତ ସ୍ୱାମୀଙ୍କୁ ଗିରଫ କରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଖୋଜୁଛି ।
ବାଘଲପୁର ନଉଗାଛିଆ ପୋଲିସ ଷ୍ଟେସନ୍ ଅଧିନରେ ଥିବା ରାଜେନ୍ଦ୍ର କଲୋନୀରୁ ଏଭଳି ଦୃଶ୍ୟ ସାମ୍ନାକୁ ଆସିଛି ।
ଏମିତିକି ଏଥିରେ କୌଣସି ଅଧିକାରୀଙ୍କ ସମ୍ପୃକ୍ତି ଥିବା ମଧ୍ୟ ସନ୍ଦେହ କରାଯାଉଛି । ଅଧିକାରୀଙ୍କ ଅବହେଳା ଯୋଗୁଁ ଏଭଳି ଘଟଣା ଘଟିଥିବା କୁହାଯାଉଛି ।
ଯେଉଁଠାରେ କୌଣସି ପାର୍ଟି କିମ୍ବା ବିବାହ ଭୋଜି ପାଇଁ ମଧ୍ୟ ବ୍ୟବସ୍ଥା କରାଯାଏ ।
ଏହି ଫଟୋ ଏବେ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି ।
ଆପଣ ଅନେକ ପ୍ରକାର ଚୋରି ବିଷୟରେ ଜାଣିଥିବେ। ବ୍ରିଜ୍ ଚୋରି, ରାସ୍ତାକଡ ବିଦ୍ୟୁତ ଖୁଣ୍ଟ ଚୋରି, ଗଛ ଚୋରି, ଏଟିଏମ୍ ଚୋରି ଆଦି ଘଟଣା ଶୁଣିଥିବେ। କେବେ ଶୁଣିଛନ୍ତି କି ରାସ୍ତା ଚୋରି ହେବା କଥା। ଦେଖନ୍ତୁ କେଉଁଠି ଓ କେମିତି ହୋଇଛି…
ନିଆଁ ଲାଗିବାର କାରଣ ଅସ୍ଫଷ୍ଟ ରହିଥିବା ବେଳେ ଘଟଣାଟିରେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି ।
ଆପଣଙ୍କ ମନରେ ନିଶ୍ଚିତ ଭାବେ, ପୁରା ଘଟଣା ସମ୍ପର୍କରେ ଜାଣିବାକୁ କୌତୁହଳ ସୃଷ୍ଟି ହେଉଥିବ । ତେବେ ଘଟଣାଟି ହେଲା ଗୋଟିଏ ଚୋର ଜଣଙ୍କ ଘରେ ପଶି ଚୋରି କରିବାକୁ ଚେଷ୍ଟା କରୁଥିଲା ।
ସ୍ପାଇଡର ଗାର୍ଲ ଆମେରିକା କି ଲଣ୍ଡନର ନୁହଁନ୍ତି । ସେମାନଙ୍କୁ ଭାରତରେ ଦେଖିବାକୁ ମିଳିଛି । କୁନି କୁନି ଦୁଇ ଭଉଣୀ । ଯେଉଁମାନଙ୍କ ପାଖରେ ରହିଛି ସ୍ପାଇଡର ମ୍ୟାନ୍ ଭଳି ସୁପର ପାୱାର ।
ଆର୍ଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ନିସ୍ତାର ନାହିଁ। ଚାରା ଦୁର୍ନୀତିର ଆଉ ଏକ ମାମଲାରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।
ହାତରେ ନୁହେଁ QR CODEରେ ଭିକ ମାଗୁଛନ୍ତି ଭିକାରୀ । ବିହାର ବେତିୟା ଷ୍ଟେସନ୍ରେ ବୁଲୁଛନ୍ତି ଡିଜିଟାଲ୍ ଭିକାରୀ । ବାର କୋଡ୍ ସ୍କାନ୍ କରି ଭିକ ଦେଉଛନ୍ତି ଲୋକେ ।
‘ପାପା, ମୁଁ ବାହା ହୋଇସାରିଛି। ଟେନ୍ସନ୍ ଦିଅନ୍ତୁନି’... ଭିଡିଓ ଓ ଫଟୋ ଛାଡ଼ି ଏଭଳି କିଛି କହିଛନ୍ତି ବିହାରର ଜଣେ ଯୁବତୀ। ଯୁବତୀ ଜଣକ ନିଜ ଅପହରଣ FIR ଘଟଣାକୁ ମିଥ୍ୟା ବୋଲି କହିଛନ୍ତି।
Railway Recruitment Board ର ନନ୍-ଟେକ୍ନିକାଲ୍ ପପୁଲାର କ୍ୟାଟେଗୋରୀ(RRB-NTPC) ପରୀକ୍ଷାକୁ ନେଇ ବିହାରରେ ଛାତ୍ରଛାତ୍ରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିକ୍ଷୋଭକାରୀମାନେ ଏକ ପାସେଞ୍ଜର ଟ୍ରେନ୍ ଜାଳି ଦେଇଛନ୍ତି।
ସାରା ଦେଶ ଆଜି ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ତେବେ ବିହାରରୁ ଏକ ଦୁଃଖଦ ଖବର ଆସିଛି। ବିହାରର ବକ୍ସର ଜିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ ବେଳେ ଏକ ବଡ଼ ଅଘଟଣ ଘଟିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଜଣେ ସ୍କୁଲ୍ ଛାତ୍ରଙ୍କ ମୃତ୍ୟୁ ଘଟିଛି।
ଥରେ ନୁହେଁ, ୨ଥର ନୁହେଁ...୧୧ଥର ନେଇ ସାରିଲେଣି କରୋନା ଟିକା ! ଏହାସହ ଭ୍ୟାକ୍ସିନ୍କୁ ବ୍ରହ୍ମାଙ୍କ ବରଦାନ ମଧ୍ୟ କହିଛନ୍ତି। ବିହାରର ଜଣେ ବୃଦ୍ଧ ୧୧ଥର କରୋନା ଟିକା ନେଇ ସାରିଥିବା ଦାବି କରିଛନ୍ତି।