ଭୁବନେଶ୍ୱର ସମେତ ରାଜ୍ୟରେ ଉତ୍କଟ ପାନୀୟ ଜଳ ସମସ୍ୟା ହେବ ।
ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବହିଷ୍କାର ଦାବିରେ ଦିନକୁ ଦିନ ତେଜୁଛି ରାଜନୀତି। ଆଗକୁ ବଡ଼ ଧରଣର ଆନ୍ଦୋଳନ ପାଇଁ ପ୍ରସ୍ତୁତ ହେଉଛନ୍ତି ଉଭୟ ବିଜେପି ଓ କଂଗ୍ରେସ୍। ଜିଲ୍ଲାଓ୍ୱାରୀ ବନ୍ଦ ଡାକରା ଓ ଏସ୍ପି ଅଫିସ୍ ଘେରାଓ, ଦସ୍ତଖତ ଅଭିଯାନ, କ୍ୟାଣ୍ଡଲ ଯାତ୍ରା ଭଳି ଅନେକ କାର୍ଯ୍ୟକ୍ରମ ପାଇଁ ଯୋଜନା କରୁଛି ବିଜେପି।