• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Biju Janata Dal

ashwini vaishnaw
ପୁଣି ରିପିଟ୍‌ ହେଲା ୨୦୧୯ ଫର୍ମୁଲା; ରାଜ୍ୟସଭା ପାଇଁ ଅଶ୍ୱିନୀଙ୍କୁ ସମର୍ଥନ କଲା BJD

ରାଜ୍ୟସଭା ପ୍ରାର୍ଥୀ ଭାବେ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ କରିଥିବା BJD ବିଧିବଦ୍ଧ ଭାବେ ଘୋଷଣା କରିଛି । ସମର୍ଥନକୁ ନେଇ BJD ପକ୍ଷରୁ ପ୍ରେସ୍‌ ରିଲିଜ ଜାରି କରାଯାଇଛି ।

Surjya Narayan Patra
କାଉନସିଲରରୁ ବାଚସ୍ପତି ଯାଏଁ କେମିତି ଥିଲା ସୂର୍ଯ୍ୟଙ୍କ ରାଜନୈତିକ ଯାତ୍ରା ? ଜାଣନ୍ତୁ ସଂକ୍ଷେପରେ...

ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ନିବାସୀ ସୂର୍ଯ୍ୟନାରାୟଣ ପାତ୍ର ପ୍ରଥମେ BSc ଓ ପରେ LLB କରି ଆରମ୍ଭ କରିଥିଲେ ଓକିଲାତି । ତା’ପରେ ସମାଜସେବା ଓ କ୍ରମେ ପ୍ରତ୍ୟକ୍ଷ ରାଜନୀତିରେ ପାଦ ଥାପି ବନିଯାଇଥିଲେ ବିଚକ୍ଷଣ ରାଜନେତା ।

soumya patnaik
ପୁଣି ବିଜେଡିକୁ ସୌମ୍ୟଙ୍କ ବାଣ; ପାରାଦୀପରୁ ସରକାରୀ ଦଳକୁ ସିଧାସଳଖ ଟାର୍ଗେଟ୍‌

ବିଜୁ ବାବୁଙ୍କ ଭଳି ଆମକୁ ବି ହେବା ଦରକାର ବୋଲି କହିଛନ୍ତି ସୌମ୍ୟ । କିଛି ଦିନ ତଳେ କଟକ ଲ' କଲେଜର ରୌପ୍ୟ ଜୟନ୍ତୀ ଉତ୍ସବରେ ମଧ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ କାର୍ଯ୍ୟକାରିତା ଉପରେ ପ୍ରଶ୍ନ ଉଠାଇଥିଲେ ସୌମ୍ୟରଞ୍ଜନ ।

Ganjam BJD
ଗଞ୍ଜାମ ବିଜେଡି ଫାଳଫାଳ ! ବିପଦ ଆଣିବ କି ଗୋଷ୍ଠୀ କନ୍ଦଳ ?

ନିକଟରେ ଛତ୍ରପୁରରେ ସ୍ଥାନୀୟ ବିଧାୟକ ସୁବାସ ବେହେରାଙ୍କୁ ବିରୋଧ କରି ତାଙ୍କ ବିରୋଧରେ ଖୋଲାଖୋଲି ମନ୍ତବ୍ୟ ରଖିଛନ୍ତି ତାଙ୍କ ବିପକ୍ଷ ଗୋଷ୍ଠୀ । ଛତ୍ରପୁରର ପୂର୍ବତନ ଉପନଗରପାଳ ଲକ୍ଷ୍ମୀ ପାଢୀ ବିଧାୟକ ସୁବାସଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଥିବାରୁ ଦଳର ମୁଣ୍ଡବିନ୍ଧା ବଢ଼ିଛି ।

Why BJD support Draupadi Murmu
ଦ୍ରୌପଦୀଙ୍କୁ ବିଜେଡିର ସମର୍ଥନ ପଛରେ ଅଛି କି ଭୋଟ୍ ବ୍ୟାଙ୍କ୍ ରାଜନୀତି

ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ବିଜେପି ଅପେକ୍ଷା ବିଜେଡି କାହିଁକି କରୁଛି ଅଧିକ ପ୍ରଚାର। ଶ୍ରେୟ ନେବା ପାଇଁ ବିଜେଡି ବିଜେପି ମଧ୍ୟରେ ଆରମ୍ଭ ହୋଇଛି କି ରେସ୍?