ପୋଲର ମରାମତି କାର୍ଯ୍ୟ ପାଇଁ ଏବେ ଆନ୍ଦୋଳନ ଦାନା ବାନ୍ଧୁଛି। ତୁରନ୍ତ ମରାମତି କାର୍ଯ୍ୟ ସହିତ ନଷ୍ଟ ପୂର୍ବରୁ ନୂଆ ପୋଲ ପାଇଁ ଅଞ୍ଚଳବାସୀ ସରକାରଙ୍କୁ ଦାବି କରିଛନ୍ତି।
୧୧ ବର୍ଷ ହେଲାଣି ସରୁନି ବିଜୁ ସେତୁ । ବିଭାଗ-ବିଭାଗ ମଧ୍ୟରେ ସମନ୍ୱୟର ଅଭାବ ହେତୁ ସରୁନି ସେତୁ କାମ । ଜୀବନକୁ ବାଜିରେ ଲଗାଇ ବାଉଁଶ ପୋଲରେ ଯାଆସ କରୁଛନ୍ତି ଲୋକେ।
ନଦୀର ଦୁଇ ପାର୍ଶ୍ୱରେ କିଛି ଅଂଶ ପୋଲ କାମ ସରିଥିବା ବେଳେ,ମଝି ଅଂଶ ଅସମ୍ପୂର୍ଣ୍ଣ ହୋଇ ପଡି ରହିଛି । ପୋଲ ର୍ନିମାଣ କରୁଥିବା ଠିକା ସଂସ୍ଥା କାମ ଅସମ୍ପୁର୍ଣ୍ଣ ରଖି ପଳାଇଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ
କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକର ଆମ୍ବୋ-ବାତୋ ବୈତରଣୀ ନଦୀ ଉପରେ ପୋଲ । ସ୍ଥାନୀୟ ଲୋକଙ୍କ ଦୀର୍ଘ ଦିନ ଧରି ଦାବି ପରେ ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୨୦୧୬ ମସିହାରେ ବିଜୁ ସେତୁ ଯୋଜନାରେ ଏଠାରେ ସେତୁ ନିର୍ମାଣ ପାଇଁ ୩୫ କୋଟି ଟଙ୍କା ଟେଣ୍ଡର କରାଯାଇଥିଲା
କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ବ୍ଲକ ମନ୍ତେଇଠାରେ ଅଶ୍ରୁଖଳା ନାଳ ଉପରେ ନିର୍ମାଣାଧିନ ବିଜୁ ସେତୁର ଗୋଟିଏ ସ୍ପାନ ଭୁଶୁଡ଼ି ପଡ଼ିଛି । ୨୦୧୬ ଡିସେମ୍ବର ୧୨ରେ ଏହାର ଶିଳାନ୍ୟାସ କରାଯାଇଥିଲା । ପ୍ରାୟ ୨.୫ କୋଟି ଟଙ୍କା ବ୍ୟୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପୋଲଟି ନିର୍ମାଣ କରାଯାଉଛି ।
୨୦୧୬ ଡିସେମ୍ବର ୧୨ରେ ଏହାର ଶିଳାନ୍ୟାସ କରାଯାଇଥିଲା । ପ୍ରାୟ ୨.୫ କୋଟି ଟଙ୍କା ବ୍ୟୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପୋଲଟି ନିର୍ମାଣ କରାଯାଉଛି ।