• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Biju Setu

Biju Setu
ଇଏ କେମିତିକା ସେତୁ ? ୧୧ ବର୍ଷ ହେଲାଣି ସରୁନି, ଲୋକଙ୍କ ଭରସା ବାଉଁଶ ପୋଲ

୧୧ ବର୍ଷ ହେଲାଣି ସରୁନି ବିଜୁ ସେତୁ । ବିଭାଗ-ବିଭାଗ ମଧ୍ୟରେ ସମନ୍ୱୟର ଅଭାବ ହେତୁ ସରୁନି ସେତୁ କାମ । ଜୀବନକୁ ବାଜିରେ ଲଗାଇ ବାଉଁଶ ପୋଲରେ ଯାଆସ କରୁଛନ୍ତି ଲୋକେ।

Biju Setu Still
କେବେ ସରିବ ବିଜୁ ସେତୁ ଯୋଜନାରେ ଚାଲିଥିବା ପୋଲ ? ୭ ବର୍ଷ ବିତିଥିଲେ ବି କାମ ସରିବାର ନାଁ ଧରୁନି

ନଦୀର ଦୁଇ ପାର୍ଶ୍ୱରେ କିଛି ଅଂଶ ପୋଲ କାମ ସରିଥିବା ବେଳେ,ମଝି ଅଂଶ ଅସମ୍ପୂର୍ଣ୍ଣ ହୋଇ ପଡି ରହିଛି । ପୋଲ ର୍ନିମାଣ କରୁଥିବା ଠିକା ସଂସ୍ଥା କାମ ଅସମ୍ପୁର୍ଣ୍ଣ ରଖି ପଳାଇଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ

biju setu
ବିଜୁ ସେତୁ ପ୍ରହସନ: ବିପଦପୂର୍ଣ୍ଣ ଭାବେ ଡଙ୍ଗାରେ ଯାତାୟାତ କରୁଛନ୍ତି ସ୍ଥାନୀୟ ବାସିନ୍ଦା

କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକର ଆମ୍ବୋ-ବାତୋ ବୈତରଣୀ ନଦୀ ଉପରେ ପୋଲ । ସ୍ଥାନୀୟ ଲୋକଙ୍କ ଦୀର୍ଘ ଦିନ ଧରି ଦାବି ପରେ ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୨୦୧୬ ମସିହାରେ ବିଜୁ ସେତୁ ଯୋଜନାରେ ଏଠାରେ ସେତୁ ନିର୍ମାଣ ପାଇଁ ୩୫ କୋଟି ଟଙ୍କା ଟେଣ୍ଡର କରାଯାଇଥିଲା

biju setu collapsed  again and substandard work fell into place
ପୁଣି ଭୁଶୁଡ଼ିଲା ଆଉ ଏକ ବିଜୁ ସେତୁ

କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ବ୍ଲକ ମନ୍ତେଇଠାରେ ଅଶ୍ରୁଖଳା ନାଳ ଉପରେ ନିର୍ମାଣାଧିନ ବିଜୁ ସେତୁର ଗୋଟିଏ ସ୍ପାନ ଭୁଶୁଡ଼ି ପଡ଼ିଛି । ୨୦୧୬ ଡିସେମ୍ବର ୧୨ରେ ଏହାର ଶିଳାନ୍ୟାସ କରାଯାଇଥିଲା । ପ୍ରାୟ ୨.୫ କୋଟି ଟଙ୍କା ବ୍ୟୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପୋଲଟି ନିର୍ମାଣ କରାଯାଉଛି ।

Biju Setu
ପୁଣି ଭୁଶୁଡ଼ିଲା ବିଜୁ ସେତୁ, ପଦାରେ ପଡ଼ିଲା ନିମ୍ନମାନର କାମ

୨୦୧୬ ଡିସେମ୍ବର ୧୨ରେ ଏହାର ଶିଳାନ୍ୟାସ କରାଯାଇଥିଲା । ପ୍ରାୟ ୨.୫ କୋଟି ଟଙ୍କା ବ୍ୟୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପୋଲଟି ନିର୍ମାଣ କରାଯାଉଛି ।