• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bikram Keshari Arukha

Interim Budget
ଆଜି ବିଧାନସଭାରେ ଆଗତ ହେବ ଚଳିତ ବର୍ଷର କାମଚଳା ବଜେଟ୍

ଏଥର ବଜେଟରେ ସରକାର କିଛି ଘୋଷଣା କରିପାରନ୍ତି । ତେବେ ଗତ ଦୁଇ ଦିନ ଧରି ଭିନ୍ନ ଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଥିବା ବେଳେ ବଜେଟ୍ ଆଗତ ହେବାକୁ ଯାଉଛି ।

 Bikram Arukha elected unopposed as Speaker of Odisha Assembly
ବିକ୍ରମ କେଶରୀ ଆରୁଖ ହେଲେ ନୂତନ ବାଚସ୍ପତି, ଦେଖନ୍ତୁ ସେହି ସମୟର ଦୃଶ୍ୟ....

ବିଧାନସଭା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ । ଗତ ୪ ତାରିଖରେ ଅସୁସ୍ଥତା ପାଇଁ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ । ଏହା ପରେ ବାଚସ୍ପତି ନିର୍ବାଚନର ଆବଶ୍ୟକତା ପଡ଼ିଥିଲା । ଗତ ଶୁକ୍ରବାର ଦିନ ବିଧାୟକ ବିକ୍ରମ କେଶରୀ ଆରୁଖ ଏଥିପାଇଁ ନାମାଙ୍କନ ଦାଖଲ କରିଥିଲେ । ଯାହା ପରେ ଏବେ ବିକ୍ରମ କେଶରୀ ଆରୁଖ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି, ଦେଖନ୍ତୁ ସେହି ସମୟର କିଛି ଦୃଶ୍ୟ...

Special story
BREAKING : ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ

ବାଚନିକ ଭୋଟ ପରେ ନୂଆ ବାଚସ୍ପତିଙ୍କ ନାଁ ଘୋଷଣା କରାଯାଇଛି ।

Bikram Arukha files nomination for Odisha Assembly Speaker post
ଆଜି ବାଚସ୍ପତି ନିର୍ବାଚନ; ବିଧିବଦ୍ଧ ଭାବେ ନିର୍ବାଚିତ ହେବେ ବିକ୍ରମ କେଶରୀ ଆରୁଖ

ଆଜି ବାଚସ୍ପତି ନିର୍ବାଚନ । ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡକାଯାଇଥିବାର ସୂଚନା।