ଦିଆଯାଇଥିବା ସୂଚନା ଆଧାରରେ ଜନ୍ମ ପ୍ରମାଣପତ୍ର ହେଉଛି ଏକମାତ୍ର ଡକ୍ୟୁମେଣ୍ଟ ଯାହାକି ସମସ୍ତ କାର୍ଯ୍ୟରେ ପରିଚୟପତ୍ର ଭାବେ ବ୍ୟବହାର ହୋଇପାରିବ ।
୫ ବର୍ଷ ବିତିଗଲା ପଛରେ ମିଳିପାରୁନି ଜନ୍ମ ପ୍ରମାଣପତ୍ର । ୭୦ରୁ ୮୦ଥର ଆସିଲେଣି ଅଫିସକୁ । କିନ୍ତୁ ନାନା ଆଳ କରି ତାଙ୍କୁ ଫେରାଇ ଦିଆଯାଉଛି ।