କଲରାରେ ଅଧିକ ଲୌହ ଭିଟାମିନ ଏବଂ ଅନେକ ଔଷଧୀୟ ଗୁଣ ଭରି ରହିଛି । ମଧ୍ୟମେହ ରୋଗୀଙ୍କ ପାଇଁ ଏହାର ପତ୍ର ଅତି ଦରକାରୀ । ଜଳବାୟୁ ସାଧାରଣତଃ ଶୀତଦିନ ବ୍ୟତୀତ ଅନ୍ୟ ସମସ୍ତ ସମୟ ଯଥା ଖରାଦିନେ ଏବଂ ବର୍ଷାଦିନେ କଲରା ଚାଷ କରାଯାଇପାରିବ ।