ବିଧାନସଭା ଛାଡି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀଙ୍କ ସମର୍ଥନ ଯୋଗାଡ଼ କରିବା ପାଇଁ ଲାଗି ପଡିଛନ୍ତି ବିଜେଡି ନେତା ଓ ମନ୍ତ୍ରୀମାନେ । ଦ୍ରୌପଦୀଙ୍କୁ ଓଡିଶାରୁ ସବୁ ଭୋଟ ଯେମିତି ମିଳିବ ସେଥିପାଇଁ ବିଜେଡିର ପ୍ରୟାସ ଚାଲିଛି ।