• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bjd Leader Found Dead

Chhatra Congress members stage demonstration in front of Minister Samir Dash's official residence
ମନ୍ତ୍ରୀ ସମୀର ଦାଶଙ୍କ ଘର ଉପରକୁ ଅଣ୍ଡା, ଟମାଟୋ ମାଡ଼

ବିଜେଡି ନେତା ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି  ଛାତ୍ର କଂଗ୍ରେସ। ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଘଟଣାରେ ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସମ୍ପୃକ୍ତି ଅଭିଯୋଗରେ ଛାତ୍ର କଂଗ୍ରେସ ମନ୍ତ୍ରୀଙ୍କ ସରକାରୀ ବାସଭବନ ଆଗରେ ବିକ୍ଷୋଭ କରିଛି। 

BJD Leader Dharmendra Sahoo Dies Due To Suffocation Postmortem Report Reveals
ଆସିଲା ବିଜେଡି ନେତା ଧର୍ମେନ୍ଦ୍ର ସାହୁଙ୍କ ପୋଷ୍ଟମର୍ଟମ୍‌ ରିପୋର୍ଟ

ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ପୋଷ୍ଟମର୍ଟମ୍‌ ରିପୋର୍ଟ ଏବେ ସାମ୍ନାକୁ ଆସିଛି। ଶ୍ୱାସରୁଦ୍ଧ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ପୋଷ୍ଟମର୍ଟମ ରିପୋର୍ଟରେ ସ୍ପଷ୍ଟ କରାଯାଇଛି।

Mobile Phone Found
ମିଳିଲା ଧର୍ମେନ୍ଦ୍ରଙ୍କ ଦୁଇଟି ମୋବାଇଲ୍‌: ଏବେ ସାମ୍ନାକୁ ଆସିବ ମୃତ୍ୟୁ ପଛର ଗୁମର

ଫୋନ୍‌ରେ ତାଙ୍କର କେଉଁ ଦୁଇଟି ଭିଡିଓ ରହିଛି, ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

CCTV Footage
ଧର୍ମେନ୍ଦ୍ରଙ୍କ ମୃତ୍ୟୁରେ ଟୁଇଷ୍ଟ ଆଣିଲା ସିସିଟିଭି ଫୁଟେଜ୍

ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ଏବେ ଅନେକ ପ୍ରଶ୍ନ ଛିଡ଼ା ହୋଇଛି । ଆତ୍ମହତ୍ୟା କରିଥିଲେ ଧର୍ମେନ୍ଦ୍ର ନା ଆଉ କିଛି ? ପଡ଼ୋଶୀ ଘରେ ଲାଗିଥିବା ସିସିଟିଭିରୁ ମିଳିଲା ବଡ଼ ସୁରାକ ।

Nimapada ZP death: Mystery rises over Dharmendra Sahoo
କୁଆଡ଼େ ଗଲା ବିଜେଡି ନେତା ଧର୍ମେନ୍ଦ୍ର ସାହୁଙ୍କ ଫୋନ୍‌ ?

କୁଆଡ଼େ ଗଲା ମୃତ ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଫୋନ୍‌ ? ତାକୁ ନେଇ ପ୍ରଶ୍ନ ଉଠିଛି। 

Last video of ZP member Dharmendra Sahoo goes viral
ଭାଇରାଲ୍‌ ହେଉଛି ବିଜେଡି ନେତା ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ପୂର୍ବର ଭିଡିଓ

ରାଜନୀତି ପାଇଁ ତାଙ୍କ ପରିବାରରେ କଳହ ଦେଖା ଦେଇଛି। ଯାହା ଉଗ୍ର ରୂପ ନେଇଥିବା ଭାଇରାଲ୍‌ ଭିଡିଓରେ ଧର୍ମେନ୍ଦ୍ର କହୁଥିବା ଦେଖିବାକୁ ମିଳିଛି। ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ପୂର୍ବର ଏହି ଭାଇରାଲ୍‌ ଭିଡିଓକୁ ନେଇ ଚର୍ଚ୍ଚା।

BJD Zilla Parishad member found hanging
‘ତା’ର ସବୁବେଳେ ଟଙ୍କା ଦରକାର ହେଉଥିଲା, ମୋ ଝିଅକୁ ଟର୍ଚର କରୁଥିଲା’

କେଉଁ ପରିସ୍ଥିତିରେ ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଲା ତାହା ଜଣାପଡ଼ିନି। ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ମଧ୍ୟ କିଛି ସ୍ପଷ୍ଟ ହୋଇନାହିଁ। 

BJD Leader Dharmendra Sahoo found hanging
ମିଳିଲା ବିଜେଡି ନେତାଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁ ପୂର୍ବରୁ ଫେସ୍‌ବୁକ୍‌ରେ କରିଥିଲେ ଏମିତି ପୋଷ୍ଟ୍‌...

ବିଜେଡି ନେତାଙ୍କ ସନ୍ଦେହହଜନକ ମୃତ୍ୟୁ। ପୁରୀ ଜିଲ୍ଲା ନିମାପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ର ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।