୨୦୧୪ରେ ବିଧାୟକ ଏବଂ ଗତଥର କଂଗ୍ରେସରୁ ପ୍ରାର୍ଥୀ ହୋଇ ପରାଜୟର ସାମ୍ନା କରିବା ପରେ କେ. ସୁରିୟା କଂଗ୍ରେସ ଦଳ ଛାଡ଼ି ଦେଇଥିବାରୁ ବିଜୟଙ୍କ ରାସ୍ତା ବି ପରିସ୍କାର।
ଭଦ୍ରକ ଆସନରୁ ବିଜେଡି ଟିକେଟ ପାଇଁ ଏକାଧିକ ଆଶାୟୀ । ତା’ଭିତରୁ ସବା ଆଗରେ ଅସୀତ ପଟ୍ଟନାୟକ।
ବ୍ରହ୍ମପୁରରେ ଦଳର କିଛି ପକେଟ୍ ଭୋଟ ଥିବାରୁ ଦଳ ଏଥର ବିଜେଡି-ବିଜେପି ଶାସନ ବିରୋଧୀ ହାୱାକୁ ଆଧାର କରି ଦୃଢ଼ ମୁକାବିଲା କରିବାକୁ ଆଶା ବାନ୍ଧିଛି।
୨୦୧୮ରୁ ମେଡିକାଲ କଲେଜ ଅସ୍ଥାୟୀ ଭାବେ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚାଲିଥିବା ବେଳେ ଏଯାଏଁ ନୂଆ ବିଲ୍ଡିଂକୁ ସ୍ଥାନାନ୍ତରଣ ହୋଇପାରିନି। ଡାକ୍ତର ଅଭାବରୁ ଏହା କେବଳ ରେଫରାଲ ହସ୍ପିଟାଲର ଆଖ୍ୟା ଅର୍ଜନ କରିଛି।
ଟାଉନ ପ୍ଲାନିଂର ଅଭାବ ସହ ସବୁବେଳେ ଟ୍ରାଫିକ ସମସ୍ୟା ଲାଗି ରହୁଛି। ସହରର ପାଇଁ ସ୍ୱତନ୍ତ୍ର ଭାବେ ନିର୍ମାଣ ହେଉଥିବା ରିଂ ରୋଡ୍ ଏବେ ଅଧପନ୍ତରିଆ ଭାବେ ପଡ଼ି ରହିଛି।
୨୦୧୪ରେ ମଧ୍ୟ ଦଳୀୟ ପ୍ରାର୍ଥୀ ବାସୁଦେବ ପତିଙ୍କୁ ତୃତୀୟ ସ୍ଥାନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା। ତେବେ ସବୁଥର ଭଳି ଏଥର ବି ଦଳରେ ଗୋଷ୍ଠୀ କନ୍ଦଳ ଜଳ ଜଳ ଦିଶୁଛି।
ବର୍ଣ୍ଣବୋଧ ପଢ଼ି ମୁଖ୍ୟମନ୍ତ୍ରୀ ଓଡ଼ିଆ ଶିଖନ୍ତୁ । ନବୀନ ନିବାସକୁ ଯିବାକୁ ପୋଲିସ ବାରଣ କରିବାରୁ ନବୀନ ନିବାସ ଭିତରକୁ ବର୍ଣ୍ଣବୋଧ ଫୋପାଡ଼ିବାକୁ ଉଦ୍ୟମ କରିଥିଲେ । ପରେ ପୋଲିସ ସେମାନଙ୍କୁ ଅଟକ ରଖିଥିଲା ।
ନିର୍ବାଚନ ପୂର୍ବରୁ ବିଜେଡିର ଭାବାବେଗ ରାଜନୀତି । ପ୍ରଥମେ ମଠ ମନ୍ଦିର ରୂପାନ୍ତରୀକରଣ, ତାର ପ୍ରଚାର ପ୍ରସାର, ଆଉ ଏବେ ଓଡ଼ିଆ ଭାଷାକୁ ଫୋକସ୍ ।
ଭାଷା ସମ୍ମିଳନୀ ପାଇଁ ସରକାର ବିଜ୍ଞାପନ ଛାଇ ଦେଉଛନ୍ତି । ଜୋରଦାର ପ୍ରଚାର ପ୍ରସାର ହେଉଛି । ତେବେ ହଠାତ୍ କାହିଁକି ସରକାରଙ୍କ ଏହି ଭାଷା ପ୍ରୀତି ? ତାକୁ ନେଇ ସରକାରୀ ଦଳକୁ ଶାଣିତ ଆକ୍ରମଣ କରିଛନ୍ତି ବିରୋଧୀ ।
ସେଲିବ୍ରିଟି ଓ ନେତା ସାମିଲ ନେଇ ତେଜିଲା ରାଜନୀତି । କେଉଁଠି ଆଲବମ୍ ଗୀତରେ ଠୁମକା ତ କେଉଁଠି ଗୋଷ୍ଠୀ ବିବାଦ ।
ପୁଣି ଥରେ ରାଜ୍ୟସଭା ନେଇ ଆଶାବାଦୀ ପ୍ରସନ୍ନ ପାଟ୍ଟଶାଣୀ । ଏଥର ନବୀନ ବାବୁ ପ୍ରତିଶ୍ରୁତି ପାଳନ କରିବେ କହିଲେ ।
ବର୍ଷେ ପୂରିଲା, ତଥାପି ଅସ୍ପଷ୍ଟ । ଦିପାଳୀ କହିଲେ ଆଇନ ତା ବାଟରେ ଯିବ ।
ଜଣେ ଅଫିସରକୁ ବସାଇ ଏଠି ସରକାର ଚାଲିଛି: ଖଡଗେ । ନିଯୁକ୍ତି ଓ ଧନୀ-ଗରିବ ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ୍ ।
ତାମିଲନାଡୁ କ୍ୟାଡରର ଜଣେ ଆଇଏଏସ୍ ଏବେ ତାଙ୍କର ପରାମର୍ଶଦାତା ବୋଲି କଟାକ୍ଷ କରିଛନ୍ତି ଖଡ୍ଗେ ।
ଏବେର ପଟ୍ଟନାୟକଙ୍କର ବିଜେପି ସହ ନିଘନ ସଂପର୍କ ରହିଛି । ସେ ପଟ୍ଟନାୟକ ଓ ଏ ପଟ୍ଟନାୟକଙ୍କ ମଧ୍ୟରେ ବହୁତ ବଡ଼ ତଫାତ ରହିଛି ।
ରାମ ମାହୋଲରେ ଫିକା ପଡ଼ିଗଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ! ହେଲେ ସମଲେଇ ପ୍ରକଳ୍ପରୁ ଫାଇଦା ପାଇବ ତ ବିଜେଡି ସରକାର ? କାହିଁକି ନା ଆଉ ମାତ୍ର ୬ ଦିନ ପରେ ସମ୍ବଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି।
ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ୫ ଦିନ ପୂର୍ବରୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଆଉ ୫ ଦିନ ପରେ ଲୋକାର୍ପିତ ହୋଇଛି ସମଲେଇ ପ୍ରକଳ୍ପ। କୁହାଯାଉଛି ରାଜ୍ୟରେ ରାମ ଲହରକୁ କାଉଣ୍ଟର କରିବାକୁ ମନ୍ଦିର ରୂପାନ୍ତୀକରଣ ଷ୍ଟ୍ରାଟେଜି କରିଛି ବିଜେଡି ସରକାର।
ବିଜେଡି, ବିଜେପି ଓ କଂଗ୍ରେସ । ସଭିଙ୍କ ଫୋକସରେ ପଶ୍ଚିମ ଓଡ଼ିଶା। ୨୪ ନିର୍ବାଚନ ପାଇଁ ଭୋଟରଙ୍କୁ ମନେଇବା ପାଇଁ ପ୍ରସ୍ତୁତ ହୋଇଛି ରଣନୀତି। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମା’ ସମଲେଶ୍ଵରୀ ପ୍ରକଳ୍ପର ଲୋକାର୍ପଣ କରିବେ।
ବିଜେଡି, ବିଜେପି ଓ କଂଗ୍ରେସ । ସଭିଙ୍କ ଫୋକସରେ ପଶ୍ଚିମ ଓଡ଼ିଶା। ୨୪ ନିର୍ବାଚନ ପାଇଁ ଭୋଟରଙ୍କୁ ମନେଇବା ପାଇଁ ପ୍ରସ୍ତୁତ ହୋଇଛି ରଣନୀତି। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମା’ ସମଲେଶ୍ଵରୀ ପ୍ରକଳ୍ପର ଲୋକାର୍ପଣ କରିବେ।
ଡିଜେ ତାଳରେ ନାଚିଲେ ବରଯାତ୍ରୀ। ବାହାଘର ବିଜେଡି ଓ ବିଜେପି ଭିତରେ ଥିଲା । ନିମନ୍ତ୍ରଣ କାର୍ଡ ବି ଛପା ଯାଇଛି। ବିଜେପି ବର ସାଜିଥିବା ବେଳେ କନିଆଁ ସାଜିଥିଲା ବିଜେଡି।
ଶଙ୍ଖ-ପଦ୍ମ ନିବିଡ଼ ସଂପର୍କ ଅଭିଯୋଗ । ଓଡ଼ିଶାରେ ତେଲେଙ୍ଗାନା ଥିଓରୀ ।
ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରିନସପାଲଙ୍କ ଫତୱା । ଛାତ୍ର ଅସନ୍ତୋଷ ସାଙ୍ଗକୁ ତେଜିଲା ରାଜନୀତି ।
ଦୁଇ ରାଜନୈତିକ ଦଳ ବିଜେଡି ଓ ବିଜେପି ମଧ୍ୟରେ ଭିତିରିଆ ମଧୁର ସଂପର୍କ ଥିବା ଅଭିଯୋଗ କରି ଏପରି ଢଙ୍ଗରେ କଟାକ୍ଷ କରିଛି କଂଗ୍ରେସ ଏବଂ ବିଜେଡି ସହିତ ବିଜେପିର ବାହାଘର କରାଯାଉଛି।
ଅନୁଦାନ ସତ୍ତ୍ୱେ ୭ବର୍ଷ ପରେ ବି ଉଧୋଉନି ଜୟପୁର-ମାଲକାନଗିରି- ନବରଙ୍ଗପୁର ନୂଆ ଲାଇନ୍ ପ୍ରକଳ୍ପ, ଇଞ୍ଚେ ବି ଜମି ଦେଇ ପାରିଲେନି ରାଜ୍ୟ ସରକାର, ତେଜିଲା ରାଜନୀତି ।
ହାଇକୋର୍ଟରେ ରାଜ୍ୟ ସରକାରଙ୍କ ତଥ୍ୟ ଦାଖଲ । ଏଣେ ପଲିଟିକ୍ସ ପଶାପାଲିରେ ‘ମାହଲ ମାଣ୍ଡା’ ଗୋଟି ।