କୁହାଯାଏ ବିଜେଡି ପ୍ରଥମ କରି ଯେତେବେଳେ ଶାସନ କ୍ଷମତାକୁ ଆସିଲା ଏହା ଏକ ଧର୍ମନିରପେକ୍ଷ ଦଳ ଭାବରେ ନିଜର ପରିଚୟ ସୃଷ୍ଟି କରିଥିଲା। ଏବେ କିନ୍ତୁ ବିଜେଡି-ବିଜେପି ଗୋଟିଏ ରାସ୍ତାରେ, ଗୋଟିଏ ମୁଦ୍ରାର ଦୁଇପାର୍ଶ୍ଵ; ଉଭୟଙ୍କ ମଧ୍ୟରେ କୌଣସି ଅନ୍ତର ନାହିଁ ବୋଲି ବିଭିନ୍ନ ସମୟରେ ଅଭିଯୋଗ ଆଣିଛି କଂଗ୍ରେସ।
ଅଶ୍ୱିନୀ ବୈଷ୍ଣବ ରେଳମନ୍ତ୍ରୀ ହେବା ପରେ ଅନେକ ଫାଇଦା ପାଇଛି ରାଜ୍ୟ।
ବରପଦା ଇଂଜିନିୟରିଂ କଲେଜରେ ପୂର୍ବତନ ଅଧ୍ୟକ୍ଷଙ୍କ ଘରେ ବି ରେଡ୍ । କେନ୍ଦ୍ରୀୟ ସୁରକ୍ଷା ବଳଙ୍କ ସୁରକ୍ଷାରେ ଚାଲିଛି ରେଡ୍ ।
ପ୍ରମାଣିତ ହେଲା ବିଜେଡି-ବିଜେପି ନିବିଡ଼ ସମ୍ପର୍କ କହିଲା କଂଗ୍ରେସ । ବିଜେଡିର ଉତ୍ତର ରାଜ୍ୟ ସ୍ୱାର୍ଥ ପାଇଁ ଏଭଳି ନିଷ୍ପତ୍ତି।
ଅଶ୍ୱିନୀଙ୍କ ଅମଳରେ ରେଳ ଯୋଗାଯାଗରେ ଆସିଛି ଢେର୍ ଉନ୍ନତି କହିଲା ବିଜେଡି । ଅଶ୍ୱିନୀ ସମୀକରଣକୁ କି ଦୃଷ୍ଟିରେ ଦେଖିବେ ଦୁଇ ଦଳର କର୍ମୀ ଓ ଭୋଟର ?
ପ୍ରମାଣିତ ହେଲା ବିଜେଡି-ବିଜେପି ନିବିଡ଼ ସମ୍ପର୍କ କହିଲା କଂଗ୍ରେସ । ବିଜେଡିର ଉତ୍ତର ରାଜ୍ୟ ସ୍ୱାର୍ଥ ପାଇଁ ଏଭଳି ନିଷ୍ପତ୍ତି।
ଉଭୟ ନେତାଙ୍କ ଭେଟଘାଟ୍ ପୁଣିଥରେ ପ୍ରଦୀପଙ୍କ ପଦ୍ମ ଦଳରେ ସାମିଲ ଚର୍ଚ୍ଚାକୁ ଖୋରାକ ଯୋଗାଇଛି।
ବିଜେପି ରାଜ୍ୟସଭା ପ୍ରାର୍ଥୀଙ୍କୁ ପୁଣି ବିଜେଡିର ସମର୍ଥନ । ବିଜେଡି ସମର୍ଥନରେ ନାମାଙ୍କନ ଭରିବେ ଅଶ୍ୱିନୀ । ନାଁ ଘୋଷଣାର କିଛି ସମୟ ମଧ୍ୟରେ ବିଜେଡିର ସମର୍ଥନ ।
ରାଜ୍ୟସଭା ପ୍ରାର୍ଥୀ ଭାବେ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ କରିଥିବା BJD ବିଧିବଦ୍ଧ ଭାବେ ଘୋଷଣା କରିଛି । ସମର୍ଥନକୁ ନେଇ BJD ପକ୍ଷରୁ ପ୍ରେସ୍ ରିଲିଜ ଜାରି କରାଯାଇଛି ।
ନାମାଙ୍କନ ଭରିଥିବା ଦେବାଶିଷ ଓ ଶୁଭାଶିଷ କହିଛନ୍ତି ରାଜ୍ୟ ସ୍ୱାର୍ଥକୁ ଉଚ୍ଚ ସଦନରେ ଉଠାଇବାକୁ ସୁଯୋଗ ମିଳିଲା।
୨୪ ବର୍ଷ ଶାସନ ପରେ ବି କାହିଁକି ମାଗଣା ଯୋଜନା ଭରସାରେ ବିଜେଡି ? ପିଡିଏସ୍ ହିତାଧିକାରୀଙ୍କୁ ହଜାରେ ଟଙ୍କା ଭଳି ୪ ଦିନରେ ୫ ବଡ଼ ଫ୍ରି ଘୋଷଣା...ନିର୍ବାଚନ ପୂର୍ବରୁ ଭୋଟରଙ୍କୁ ଲାଞ୍ଚ କହି ବର୍ଷିଲେ ବିରୋଧୀ...
ଏସବୁ ଭିତରେ ବିଜେଡିର ଦୁଇ ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ଓ ଶୁଭାଶିଷ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ହେଲେ ଏ ଦୁହିଁଙ୍କ ପରେ ତୃତୀୟ ପ୍ରାର୍ଥୀ କିଏ ହେବ ଏପର୍ଯ୍ୟନ୍ତ ବିଜେଡି ତା କାର୍ଡ ଖୋଲି ନଥିବାରୁ ସସ୍ପେନ୍ସ ଜାରି ରହିଛି।
ଓଡ଼ିଶାର ବିକାଶ ପାଇଁ ଗତ ୯ ବର୍ଷରେ ମୋଦି ୧୮ ଲକ୍ଷ କୋଟି ଦେଇସାରିଲେଣି। ହେଲେ ଏଠାରେ ନବୀନ ବାବୁ ମୋଦି ଦେଉଥିବା ଅର୍ଥରେ ଠପ୍ପା ଲଗାଉଛନ୍ତି।
ଆଜି ଯାଜପୁର NC କଲେଜରେ ଆୟୋଜିତ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ଯୋଗଦେଇ ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ମିଳିବା ନେଇ ସୂଚନା ଦେଇଛନ୍ତି ।
ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡିର ଦୁଇ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ । ଦଳର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏବଂ ଯୁବ ନେତା ଶୁଭାଶିଷ ଖୁଣ୍ଟିଆ ଆଜି ନାମାଙ୍କନ ଦାଖଲ କରିଛନ୍ତି ।
ଖାଲିପଡୁଥିବା ରାଜ୍ୟସଭା ଆସନ ପାଇଁ ଗତକାଲି ପ୍ରାର୍ଥୀ ଘୋଷଣା କରିଥିଲା BJD । ୩ଟି ଆସନ ମଧ୍ୟରୁ ୨ଟି ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି । ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏବଂ ରାଜ୍ୟ ଯୁବ BJD ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ଘୋଷଣା କରିଥିଲା ଦଳ ।
ପ୍ରଥମେ ତିର୍ତ୍ତୋଲ ଏବଂ ପରେ ବାରବାଟୀ-କଟକରୁ ଦୁଇଥର ବିଧାୟକ ହୋଇଛନ୍ତି ଦେବାଶିଷ । ସେହିପରି ସମସ୍ତଙ୍କୁ ଚକିତ କରି ପୁରୀର ଯୁବ ବିଜେଡି ନେତା ଶୁଭାଶିଷ ଖୁଣ୍ଟିଆଙ୍କୁ ବିଜେଡି ରାଜ୍ୟସଭା ପ୍ରାର୍ଥୀ କରିଛି ।
୨ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେଡି।
ଡିଲର ପଏଣ୍ଟରେ ଫାଇଭ୍ଟି ଲୋଗୋ ଥିବା ବ୍ୟାଗ୍ ପୋଡ଼ି । ନିବୃତ ନହେଲେ ଆଗକୁ ବ୍ୟାପକ ହେବ ଆନ୍ଦୋଳନ ଚେତାବନୀ ।
କ୍ଲଷ୍ଟର ଜଗିବା ସହ କରିବେ ବୁଥ୍ ମ୍ୟାନେଜମେଣ୍ଟ । କଂଗ୍ରେସକୁ ବଳ ଦେବାକୁ ଆସିବେ ପ୍ରିୟଙ୍କା, ପାଇଲଟ୍ ।
ବିଜେଡିରୁ ମୁହଁ ଫେରାଉଛନ୍ତି ଆଦିବାସୀ ନେତା। ଆମଦାନୀ ହେଉଛନ୍ତି କର୍ପୋରେଟ ଚେହେରା। ପ୍ରଶାସନିକ ବାବୁଙ୍କୁ ଦିଆଯାଉଛି ପ୍ରଧାନ୍ୟ।
ମାତ୍ର ଦିଇଟା ମାସ ପରେ ଭୋଟ୍। ଆଉ ଏତିକି ବେଳେ ମଧୁବାବୁ ପେନସନ୍ ସ୍କିମର ସହାୟତା ରାଶିରେ ୫ ଶହ ଟଙ୍କା ବୃଦ୍ଧି କରିଛନ୍ତି ସରକାର।
ବିଜେଡିରୁ ମୁହଁ ଫେରାଉଛନ୍ତି ଆଦିବାସୀ ନେତା। ଆମଦାନୀ ହେଉଛନ୍ତି କର୍ପୋରେଟ ଚେହେରା। ପ୍ରଶାସନିକ ବାବୁଙ୍କୁ ଦିଆଯାଉଛି ପ୍ରଧାନ୍ୟ।
ମାତ୍ର ଦିଇଟା ମାସ ପରେ ଭୋଟ୍। ଆଉ ଏତିକି ବେଳେ ମଧୁବାବୁ ପେନସନ୍ ସ୍କିମର ସହାୟତା ରାଶିରେ ୫ ଶହ ଟଙ୍କା ବୃଦ୍ଧି କରିଛନ୍ତି ସରକାର।
କେଉଁଠି ପୋଡ଼ି... କେଉଁଠି ପ୍ରତିବାଦ- ହଙ୍ଗାମା। ଭିନ୍ନ ଢଙ୍ଗରେ, ଭିନ୍ନ ବାଗରେ ଭୋଟ୍ ପୂର୍ବରୁ ପୁଣି ତେଜିଲା ଚାଉଳ ପଲିଟିକ୍ସ।