ନିଜ ନିର୍ବାଚନମଣ୍ଡଳୀରେ ସ୍ୱତନ୍ତ୍ର ପତିଆରା ଆଉ ଦୃଢ଼ ସଂଗଠନ ପାଇଁ ସାରଦା ବିଜେଡିର ଅନ୍ୟ ଆଶାୟୀଙ୍କଠାରୁ ବି ଢେର ଆଗରେ ।
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ କାଠଗଡ଼ାରେ ରାଜ୍ୟ ସରକାର । ଭୁବନେଶ୍ୱର ପରେ ସମ୍ବଲପୁରରେ ବି ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ ।
ରାଜ୍ୟରେ ପ୍ରାୟ ୫୦ ପ୍ରତିଶତରୁ ଅଧିକ ମହିଳା ଭୋଟ ରହିଛି । ମିଶନ ଶକ୍ତି ଜରିଆରେ ୬ ଲକ୍ଷ ୨ ହଜାର SHG ଗ୍ରୁପରେ ପ୍ରାୟ ୭୦ ଲକ୍ଷ ମହିଳା ସଦସ୍ୟା ରହିଛନ୍ତି ।
ପାଣି ପାଇଁ ଡହଳ ବିକଳ ହେଉଛନ୍ତି ଜୟପୁର ଓ ବୋରିଗୁମା ବ୍ଲକର ଲୋକ। ଜଳ ଜୀବନ ମିଶନ ଜରିଆରେ ହେଉଥିବା ଏ ପ୍ରକଳ୍ପ କାମରେ ଅହେତୁକ ବିଳମ୍ବକୁ ନେଇ ବଢୁଛି ଜନ ଅସନ୍ତୋଷ।
୧୯୫୧ ପରଠୁ ଏଠି ବିଧାନସଭା ନିର୍ବାଚନରେ ଅଧିକାଂଶ ଥର ଲୋକେ ସେଇ ନେତାଙ୍କୁ ନିର୍ବାଚିତ କରିଛନ୍ତି, ଯିଏ କ୍ଷମତାରେ ରହିଛନ୍ତି। ତେବେ ୨୦୨୪ରେ ପାଣିପାଗ କିଛି ଅଲଗା।
ସରକାର ପ୍ରତ୍ୟେକ ପଞ୍ଚାୟତକୁ ଆମ ଓଡିଶା ନବୀନ ଓଡିଶା ମାଧ୍ୟମରେ ୫୦ ଲକ୍ଷ ଟଙ୍କା ଦେଉଛନ୍ତି l ତେଣୁ ଏହି କାମ କରିବାକୁ ପଞ୍ଚାୟତର ୩ଟି ଜାଗାରେ ଫଳକ ମରାଯାଇଥିଲା l
କେନ୍ଦ୍ରମନ୍ତ୍ରୀଙ୍କୁ ସ୍ୱାଗତ ଆଉ ବିଜେଡି ନେତା-ମନ୍ତ୍ରୀଙ୍କୁ ବିରୋଧ ।
ଆଠମଲ୍ଲିକରେ ତୀବ୍ର ରୂପ ନେଇଛି ନଳିନୀ-ରମେଶ କନ୍ଦଳ ! ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ବିଜେଡିରେ ତୀବ୍ର ଗୋଷ୍ଠୀ କନ୍ଦଳ !
ପୋଲିସ୍ ଯେମିତି ରାଜ୍ୟ ସରକାରଙ୍କ ପୋଷ୍ଟରକୁ ସୁରକ୍ଷା ଦେଉଛନ୍ତି ସେ ସବୁ ଦେଖିଲେ ଲାଗୁଛି, ଓଡ଼ିଶା ପୋଲିସ ବିଜୁ ଜନତା ଦଳର ସିକ୍ୟୁରିଟିଗାର୍ଡ ସାଜିଛି।
ମୁଖ୍ୟମନ୍ତ୍ରୀ ମହାପ୍ରସାଦ ଛୁଇଁ କହନ୍ତୁ ହିଂଜିଳିରୁ କେହି ଦାଦନ ଯାଇନାହାନ୍ତି ବୋଲି କହିଛନ୍ତି ଧର୍ମେନ୍ଦ୍ର । ତେବେ ଏନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ ।
ଚାଉଳ ସଂଗ୍ରହ ପାଇଁ ଜଗତ ଗୋସାଇଁ ବୁଲୁଛନ୍ତି ଟ୍ରକରେ। ଗାଡିରେ ଲାଗିଛି ରାଜନୈତିକ ପ୍ରଚାର ବ୍ୟାନର। କାନ୍ଦୁଛି ଭକ୍ତ ମନ, ବଢୁଛି ରାଜନୀତି। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଯେତିକି ପାଖଉଛି ବିରୋଧୀ ବିଭିନ୍ନ ପ୍ରସଙ୍ଗରେ ସରକାରୀ ଦଳକୁ କଡ଼ା ଭାଷାରେ ନିନ୍ଦା କରୁଛନ୍ତି..
ଗାଁଠୁ ସହର ବୁଲୁଥିବା ଅର୍ପଣ ରଥକୁ ବିଭିନ୍ନ ସ୍ଥାନରେ ବିରୋଧର ସାମ୍ନା କରିବାକୁ ପଡୁଛି। ଏଦୃଶ୍ୟ ହେଲା ଗଂଜାମ ଜିଲ୍ଲା ଖଲିକୋଟର। ଅର୍ପଣ ରଥ ଗାଡିରେ ନିର୍ମାଣ ପାଇଁ ବ୍ୟବହୃତ ପଟା ଓ ବଲହା ବୁହାଯାଉଛି।
ଆମେ ସାମିଲ ହେବା ଉଚିତ ନା ନାହିଁ ଏହା ଆପଣ ବିଚାର କରନ୍ତୁ । ଭୁବନେଶ୍ୱର ରାମ ମନ୍ଦିର ପରିସରରେ ସ୍ୱଚ୍ଛତା କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସେ ଏହି ପ୍ରତିକ୍ରିୟା ରଖିଛନ୍ତି ।
ଅର୍ପଣ ରଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ 5T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ଫଟୋକୁ ନେଇ ତେଜୁଛି ବିବାଦ। ଉପକୂଳରୁ ଉପାନ୍ତ ସବୁଠି ବିରୋଧ।
ଖର୍ଚ୍ଚ ହୋଇଥିବା ୪୦ ହଜାର କୋଟି ଟଙ୍କାର ୟୁସି ନାହିଁ । ଦୁର୍ନୀତି ଓ ଅନିୟମିତତା ପାଇଁ ସବୁ ବ୍ଲକକୁ ୪ ଶହ କୋଟି ଫାଇନ୍ ପଡ଼ିଛି ।
ବାଲେଶ୍ୱର ଗସ୍ତ ଅବସରରେ ସାମ୍ବାଦିକଙ୍କ ଏକ ପ୍ରଶ୍ନରେ ବାଲେଶ୍ୱରରୁ ନିର୍ବାଚନ ଲଢ଼ିବା ଚର୍ଚ୍ଚାକୁ ରେଳମନ୍ତ୍ରୀ ଖଣ୍ଡନ କରିଛନ୍ତି ।
କମିଟି ସଦସ୍ୟଙ୍କ ନଁ ଏଆଇସିସିକୁ ପଠାଇବା ବେଳେ ପିସିସି ସଭାପତି ଶରତ ପଟ୍ଟନାକୟ ତାଙ୍କୁ ଡାକି ଜଣାଇଥିବା ତାରା କହିଛନ୍ତି।
ନିର୍ବାଚନ ପୂର୍ବରୁ ନୂଆ ଭୋଟରଙ୍କୁ ନିଜ ପକେଟକୁ ନେବାକୁ ବିଜେପି-ବିଜେଡି ମଧ୍ୟରେ ଫାଇଟ୍। ବିଜେପିର ନବ ମତଦାତା ସମ୍ମିଳନୀ ବନାମ ବିଜେଡିର ନୂଆ ଓ ଆଉ ସୋସିଆଲ ମିଡିଆ ପ୍ରତିଯୋଗିତା।
ନିର୍ବାଚନ ପୂର୍ବରୁ ନୂଆ ଭୋଟରଙ୍କୁ ନିଜ ପକେଟକୁ ନେବାକୁ ବିଜେପି-ବିଜେଡି ମଧ୍ୟରେ ଫାଇଟ୍। ବିଜେପିର ନବ ମତଦାତା ସମ୍ମିଳନୀ ବନାମ ବିଜେଡିର ନୂଆ ଓ ଆଉ ସୋସିଆଲ ମିଡିଆ ପ୍ରତିଯୋଗିତା।
ବିଜେପି MLA ସୂର୍ଯ୍ୟବଂଶୀ ଓ କଂଗ୍ରେସ MP ସପ୍ତଗିରିଙ୍କ ମନ୍ତବ୍ୟ । ଜାତୀୟ ଯୁବ ଦିବସ ସମ୍ମିଳନୀ ମଞ୍ଚରେ ‘ଉଲଗ୍ନ ରାଜା’ ଉପାଖ୍ୟାନ ।
ଏଥର ଡିଜିଟାଲ ନୂଆ-ଓ । ପିଲା କରିବେ ରିଲ୍ସ ସହ ଆକର୍ଷଣୀୟ ଭିଡ଼ିଓ । ଥିମ୍ ରହିବ ଆମ ଓଡ଼ିଶା ନବୀନ ଓଡ଼ିଶା ଏବଂ ଓଡ଼ିଶା ରୂପାନ୍ତରୀକରଣ ।
ପିଲାଙ୍କ କ୍ୟାରିୟର ଆଗ ନା ସରକାରୀ କାର୍ଯ୍ୟକ୍ରମ ? ପରୀକ୍ଷା ଗୁରୁତ୍ୱପୂର୍ଣ୍ଣ ନା ସରକାରଙ୍କ ପ୍ରୋଗ୍ରାମ ? ସମ୍ବଲପୁର ଜିଏମ୍ ୟୁନିଭର୍ସିଟିର ଏକ ଅଜବ ନିଷ୍ପତ୍ତି ପରେ ଏବେ ଏଭଳି ପ୍ରଶ୍ନ ସବୁ ଛାତ୍ରଛାତ୍ରୀଙ୍କ ମନରେ ।
‘ଖୋର୍ଦ୍ଧା ଜିଲ୍ଲାରେ ରହିଛି ସର୍ବାଧିକ ୮୬ଟି ମାମଲା’ । ‘୫୩ଟି ମାମଲା ସହ ସୁନ୍ଦରଗଡ଼ ଦ୍ବିତୀୟ ସ୍ଥାନରେ’ ।
ପରିକ୍ରମା ରଥ କାର୍ଯ୍ୟକ୍ରମରେ ସରପଞ୍ଚମାନଙ୍କୁ ପ୍ରଶାସନର ଅବହେଳା ଆଉ ହତାଦର ଅଭିଯୋଗ କରି ଆଜି ଉପଜିଲ୍ଲାପାଳଙ୍କୁ ଇସ୍ତଫା ଦେଇଛନ୍ତି ସରପଞ୍ଚମାନେ।
ପରିକ୍ରମା ରଥ କାର୍ଯ୍ୟକ୍ରମରେ ସରପଞ୍ଚମାନଙ୍କୁ ପ୍ରଶାସନର ଅବହେଳା ଆଉ ହତାଦର ଅଭିଯୋଗ କରି ଆଜି ଉପଜିଲ୍ଲାପାଳଙ୍କୁ ଇସ୍ତଫା ଦେଇଛନ୍ତି ସରପଞ୍ଚମାନେ।