କେନ୍ଦ୍ରର ମହିଳା ସଂରକ୍ଷଣ ବିଲକୁ କାଉଣ୍ଟର ପାଇଁ ବିଜେଡି ମହିଳା କାର୍ଡ ଖେଳି ସ୍ୱାଧୀନୋତ୍ତର ଓଡ଼ିଶାରେ ବିଧାନସଭାର ପ୍ରଥମ ମହିଳା ବାଚସ୍ପତି କରିଛି ପ୍ରମିଳା ମଲ୍ଲିକଙ୍କୁ । ଯିଏ ଜଣେ ଅନୁସୂଚିତ ଜାତି ବର୍ଗର । ଆଉ ବିଜେଡି ସରକାରର ଏହି ନିଷ୍ପତ୍ତି ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ବିଜେଡିର ମହିଳା ବିଧାୟିକା ଟିମ୍ ।

ଉଭୟ ଆବେଦନକୁ ଖାରଜ କଲେ କଟକ ପରିବାର ଅଦାଲତ ।
ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନା ପାଇଁ ୧୧୦ କୋଟି, ସହର ଭିତ୍ତିଭୂମି ବିକାଶ ପାଇଁ ୧୦୦ କୋଟି, ଓଡ଼ିଶା ମୋଟର ପରିବହନ ଡ୍ରାଇଭର କଲ୍ୟାଣ ପାଇଁ ୨୧ କୋଟି, ନିର୍ବାଚନ ପରିଚାଳନା ପାଇଁ ବଜେଟରେ ୧୯୬ କୋଟି, ବ୍ଲକସ୍ତରରେ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ୧୪ କୋଟି ବ୍ୟୟବରାଦ କରାଯାଇଛି ।
ଚାଷୀଙ୍କ ଟଙ୍କା ହଡ଼ପ ଅଭିଯୋଗରେ ସୁଧାଂଶୁ ପରିଡ଼ା ବି ବିଦା । ବହୁଦିନ ପରେ ଗଣମାଧ୍ୟମ ସାମ୍ନାକୁ ଆସି ଘୋଷଣା କଲେ ସୁପ୍ରିମୋ ।
ଫାଇଭ୍ ଟି ସଚିବ ବିରୋଧୀ ସ୍ୱର ଚପିବ ନା ଆଗକୁ ଯିବ ? ଆଗରୁ ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ କାହିଁକି ପଛାଉଥିଲା ଦଳ?

ଫାଇଭ୍-ଟି ସଚିବ ଓ ନବୀନଙ୍କୁ ଟାର୍ଗେଟ କରିବା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି । ପ୍ରଥମେ ଦଳର ଉପସଭାପତି ପଦରୁ ହଟାଇବା ପରେ ଏବେ ଦଳରୁ ବିଦା କରାଯାଇଛି । ଏନେଇ ଘୋଷଣା କରିଛନ୍ତି ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଖଣ୍ଡପଡ଼ା ବିଧାୟକ ସୌମ୍ୟ ପଟ୍ଟନାୟକ ବିଜେଡିରୁ ବିଦା, ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା ବିଜେଡିରୁ ବିଦା
ଦଳର ସମସ୍ତ ରାଜ୍ୟସଭା ସାଂସଦଙ୍କୁ ଗୃହରେ ଉପସ୍ଥିତ ରହିବାକୁ ହ୍ୱିପ୍
ଅପରପକ୍ଷେ ଶିକ୍ଷକଙ୍କ ସପକ୍ଷରେ ଅଭିଭାବକ ସଂଘ ବାହାରି ଦାବି ପୂରଣ ନହେଲେ ସେମାନେ ବି ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।
ପଶ୍ଚିମ ଓଡ଼ିଶା ପ୍ରତି ସରକାର କେବେ ବି ବୈମାତୃକ ମନୋଭାବ କରି ନାହାନ୍ତି ବୋଲି କହିଛନ୍ତି ଢ଼ୋଲକିଆ ।
ଗଣତାନ୍ତ୍ରିକ ଅଧିକାରକୁ କାହିଁକି ଗୁରୁତ୍ୱ ଦେଉନାହାନ୍ତି ସରକାର ? କୋର୍ଟ ଯିବାକୁ ବିଜେପି ଯୁବମୋର୍ଚ୍ଚାର ଚେତାବନୀ ।
ଏମିତିକି ଜଣେ କି ଦୁଇ ଜଣ ନେତା ନୁହେଁ, ଦଳର ତିନିଜଣ ହେଭିୱେଟ୍ ନେତା- ଅରୁଣ, ଅତନୁ ଓ ପ୍ରତାପ- ସୌମ୍ୟଙ୍କ ବିରୋଧରେ ବିଷୋଦଗାର କରୁଥିଲେ, ସୌମ୍ୟ ବି ସେମାନଙ୍କୁ କାଉଣ୍ଟର କରି ଜବାବ ଦେବା ସହ ଫାଇଭ-ଟିକୁ ନିଶାନା କରୁଥିଲେ।
ପଦରେ ଥାଇ କରୁଥିଲି କଣ ବୋଲି ପଚାରିଲେ ସୌମ୍ୟ । ଆଲେଖ୍ୟ ଓ ବକ୍ତବ୍ୟରେ 5-T ସଚିବଙ୍କୁ ନିଶାନା କରୁଥିଲେ ସୌମ୍ୟ ।
ରାଜ୍ୟରେ ଆଗୁଆ ନିର୍ବାଚନ ନେଇ ଦ୍ୱନ୍ଦ୍ୱ । ବଢୁଥିବା ଦ୍ୱନ୍ଦ୍ୱକୁ ନେଇ ତେଜିଲା ରାଜନୈତିକ ବୟାନବାଜି ।
ମୁଖ୍ୟମନ୍ତ୍ରୀ ଓ 5T ବିରୋଧୀ ନାରାରେ କଂପୁଛି ଧାରଣାସ୍ଥଳ । କାଲିଠୁ ସମୂହ ଛୁଟିରେରେ ଯିବାକୁ ଧମକ ।
ସୌମ୍ୟଙ୍କୁ ଉପସଭାପତି ପଦରୁ ହଟାଯିବା ନେଇ ବବି ତାଙ୍କ ସୋସିଆଲ ମିଡିଆ Xରେ· ମନ୍ତବ୍ୟ ରଖି ଲେଖିଛନ୍ତି ଯେ, ‘କୃତଜ୍ଞତା ହେଉଛି ପ୍ରାର୍ଥନାର ସର୍ବଶ୍ରେଷ୍ଠ ମାଧ୍ୟମ’ ।
ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ବିଜେଡି ବଡ଼ ଆକ୍ସନ ନେଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ଏହି ଆକ୍ସନ ନେଇଛନ୍ତି।
ବିରୋଧୀ ବି ଆଜି ସିଧାସଳଖ ଉଭୟଙ୍କୁ ଘେରିଛନ୍ତି ।
ପ୍ରତ୍ୟେକ ଦିନ ୪ଟି ନିର୍ବାଚନ ମଣ୍ଡଳୀର ୱାର୍ଡ ଓ ପଂଚାୟତ ସ୍ତରର ନେତାଙ୍କୁ ଦିଆଯିବ ଟ୍ରେନିଂ । ପ୍ରତି ନିର୍ବାଚନ ମଣ୍ଡଳୀରୁ ଦୁଇ ଶହ ଲେଖାଏଁ ଯୋଦ୍ଧା ପ୍ରସ୍ତୁତ କରୁଛି ଦଳ।
ମୁକୁଳିବାକୁ ଶଙ୍ଖ ଭବନରେ ବିଜେଡିର ମେଗା ଟ୍ରେନିଂ । ପ୍ରତି ଦୁଇ ଲୋକସଭା କ୍ଷେତ୍ରରେ ବିଜେପି ଖୋଲିବ କଲ୍ ସେଣ୍ଟର ।
୫ ବର୍ଷ ହେଲା ମୟୂରଭଞ୍ଜ ଜିଲ୍ଲାପାଳଙ୍କ ହୋଇନି ବଦଳି । କେନ୍ଦୁଝର ଜିଲ୍ଲାପାଳ ବି ୫ ବର୍ଷରୁ ଅଧିକ ସମୟ ହେଲା ରହିଲେଣି ।